Prime Minister’s visit to the United Arab Emirates

May 15th, 03:59 pm

During PM Modi's official visit to the United Arab Emirates, he held discussions with UAE President HH Sheikh Mohammed bin Zayed Al Nahyan. The PM reaffirmed India’s strong condemnation of the attacks on the UAE and also conveyed India’s position in favour of ensuring safe transit passage through the Strait of Hormuz. The two leaders reviewed the entire gamut of bilateral relations and welcomed the deepening of the Comprehensive Strategic Partnership across multiple sectors.

List of outcomes: Visit of Federal Chancellor of Austria Dr. Christian Stocker to India

April 16th, 03:01 pm

The state visit of Austrian Chancellor Christian Stocker to India resulted in the signing of several MoUs and agreements. These include areas such as amp-audiovisual, defence, food safety and skill development. An agreement to jointly organise a bilateral space industry seminar in Vienna in Autumn 2026 was also included in the Joint Statement.

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଇସ୍ରାଏଲ ଗସ୍ତ

February 26th, 07:41 pm

ଭୂଭୌତିକ ଅନୁସନ୍ଧାନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର

Today, Sansad Khel Mahotsav has truly become a people’s movement: PM Modi

December 25th, 05:30 pm

PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.

Our country is full of talent in every village and town: PM Modi

December 25th, 11:10 am

PM Modi interacted with young sportspersons from across the country during the Sansad Khel Mahotsav, listening to their journeys, aspirations and experiences. Encouraging them to balance sports with education, he lauded their discipline, dedication and confidence. The PM reaffirmed the government’s commitment to nurturing grassroots sporting talent and building a strong sporting ecosystem in India.

PM Modi addressed the Sansad Khel Mahotsav via video conferencing

December 25th, 11:09 am

PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.

ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 24th, 11:20 am

ଏଥର ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଜୀବନରେ ନୂଆ ଆଲୋକ ଆଣିଛି। ଉତ୍ସବ ମଧ୍ୟରେ ସ୍ଥାୟୀ ଚାକିରି ପାଇଁ ନିଯୁକ୍ତି ପତ୍ର ପାଇବା, ଅର୍ଥାତ୍ ଉତ୍ସବର ଆନନ୍ଦ ଏବଂ ସଫଳତାର ଦ୍ୱିଗୁଣିତ ଖୁସି, ଏହି ଖୁସି ଆଜି ଦେଶର 51 ହଜାରରୁ ଅଧିକ ଯୁବକମାନଙ୍କୁ ମିଳିଛି। ମୁଁ ଅନୁଭବ କରିପାରୁଛି , ଆପଣ ସମସ୍ତଙ୍କ ପରିବାରରେ କେତେ ଖୁସି ଥିବ। ମୁଁ ଆପଣ ସମସ୍ତଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୀବନର ଏହି ନୂତନ ଆରମ୍ଭ ପାଇଁ ମୁଁ ମୋର ଶୁଭକାମନା ଜଣାଉଛି।

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 24th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି । ନିଜର ଏହି ସମ୍ବୋଧନରେ ସେ କହିଥିଲେ ଯେ, ଚଳିତ ବର୍ଷର ଦୀପାବଳି ସମସ୍ତଙ୍କ ଜୀବନକୁ ଆଲୋକିତ କରିଛି । ପାର୍ବଣର ଆନନ୍ଦ ମଧ୍ୟରେ ସ୍ଥାୟୀ ନିଯୁକ୍ତି ପାଇଁ ନିଯୁକ୍ତିପତ୍ର ପାଇବା ଏହି ଆନନ୍ଦକୁ ଦ୍ବିଗୁଣିତ କରିଛି – ଅର୍ଥାତ୍ ଉଭୟ ପାର୍ବଣ ଓ ନିଯୁକ୍ତି ସଫଳତାର ଆନନ୍ଦ । ଏହି ଆନନ୍ଦ ଆଜି ଦେଶର ୫୧ ହଜାର ଯୁବକଯୁବତୀଙ୍କ ନିକଟରେ ପହଞ୍ଚିଛି ଏବଂ ସେମାନଙ୍କ ପରିବାର ପାଇଁ ଅପାର ଆନନ୍ଦ ଆଣିଦେଇଛି । ଜୀବନରେ ନୂତନ ଆରମ୍ଭ ଲାଗି ପ୍ରଧାନମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ ୨୧ ଅକ୍ଟୋବର ୨୦୨୫: ପିଆଇବି ଦିଲ୍ଲୀ

October 21st, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ନୌସେନା ସହିତ ଆଇଏନଏସ ବିକ୍ରାନ୍ତରେ ତାଙ୍କର ଦୀପାବଳି ଉତ୍ସବ ପାଳନର କିଛି ଝଲକ ଶେୟାର କରିଛନ୍ତି । ଏହାକୁ ଏକ ଉଲ୍ଲେଖନୀୟ ଦିନ, ଉଲ୍ଲେଖନୀୟ ମୁହୂର୍ତ୍ତ ଏବଂ ଉଲ୍ଲେଖନୀୟ ଦୃଶ୍ୟ ଉଲ୍ଲେଖ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଗୋଟିଏ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟ ପାର୍ଶ୍ଵରେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି । ସେ କହିଛନ୍ତି ଯେ, ଗୋଟିଏ ପାଖରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଦେଖାଯାଉଛି, ଅନ୍ୟ ପାର୍ଶ୍ଵରେ ଅସୀମ ଶକ୍ତିର ପ୍ରତୀକ ଆଇଏନ‌ଏସ ବିକ୍ରାନ୍ତର ବିଶାଳ ପରାକ୍ରମ ପ୍ରଦର୍ଶନ କରାଯାଉଛି । ପ୍ରଧାନମନ୍ତ୍ରୀ ଅବଲୋକନ କରିଥିଲେ ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟମାଳା ସୃଷ୍ଟି କରିଥାଏ । ସେ କହିଥିଲେ ଯେ, ଭାରତୀୟ ନୌସେନାର ସାହସୀ ସୈନିକମାନଙ୍କ ସହିତ ତାଙ୍କୁ ଦୀପାବଳି ପାଳନ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି ।

ମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି

October 14th, 01:15 pm

ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।

ନୂଆଦିଲ୍ଲୀର ଏକ କୃଷି କାର୍ଯ୍ୟକ୍ରମରେ ଚାଷୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତ୍ତା

October 12th, 06:45 pm

ରାମ ରାମ ! ଜୀ, ମୁଁ ହେଉଛି ହରିୟାଣା ହିସାର ଜିଲ୍ଲାର। ମୁଁ କାବୁଲି ଚଣା ବୁଣି ଚାଷ ଆରମ୍ଭ କରିଥିଲି। ତ ପ୍ରଥମେ ଟିକେ

କୃଷକମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 12th, 06:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନରେ ଏକ କୃଷି କାର୍ଯ୍ୟକ୍ରମରେ କୃଷକମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମ କୃଷକ କଲ୍ୟାଣ, କୃଷି ଆତ୍ମନିର୍ଭରଶୀଳତା ଏବଂ ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ପ୍ରତି ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହି ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହ ଆଲୋଚନା କରିଥିଲେ, ଯେଉଁଥିରେ ଶ୍ରୀ ମୋଦୀ ୩୫,୪୪୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କୃଷି କ୍ଷେତ୍ରରେ ଦୁଇଟି ପ୍ରମୁଖ ଯୋଜନାର ଶୁଭାରମ୍ଭ କରିଥିଲେ। ସେ 'ପିଏମ ଧନ ଧାନ୍ୟ କୃଷି ଯୋଜନା' ର ଶୁଭାରମ୍ଭ କରିଥିଲେ, ଯାହାର ବ୍ୟୟ ଅଟକଳ ୨୪,୦୦୦ କୋଟି ଟଙ୍କା। ସେ ଡାଲି କ୍ଷେତ୍ରରେ ‘ଆତ୍ମନିର୍ଭର ଭାରତ ଅଭିଯାନ’ର ମଧ୍ୟ ଶୁଭାରମ୍ଭ କରିଥିଲେ, ଯାହାର ବ୍ୟୟ ଅଟକଳ ଥିଲା ୧୧,୪୪୦ କୋଟି ଟଙ୍କା। ପ୍ରଧାନମନ୍ତ୍ରୀ ପ୍ରାୟ ୮୧୫ କୋଟି ଟଙ୍କାର ଅତିରିକ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କୃଷି, ପଶୁପାଳନ, ମତ୍ସ୍ୟଚାଷ ଏବଂ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ୫,୪୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପକୁ ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।

ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 04th, 10:45 am

ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।

କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ

October 04th, 10:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।

Cabinet approves Phase III of Biomedical Research Career Programme (BRCP)

October 01st, 03:28 pm

The Union Cabinet, chaired by PM Modi, has approved Phase III of the Biomedical Research Career Programme (BRCP) (2025-26 to 2037-38) with a total outlay of ₹1,500 crore. Led by DBT in partnership with Wellcome Trust, it will provide fellowships, collaborative grants, and research management to nurture talent, enhance biomedical research, and drive innovation across India.

The development schemes of the Central and State governments empower women: PM Modi

September 26th, 03:00 pm

While interacting with beneficiaries of Bihar’s Mukhyamantri Mahila Rojgar Yojana, PM Modi said that every initiative of the Central and State governments is aimed at women’s welfare and empowerment. Beneficiaries shared their success stories, showcasing the schemes’ impact. The PM urged women to continue sharing such inspirational accounts of how government programs are bringing positive change in society.

ବିହାରର ‘ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ହିତାଧିକାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

September 26th, 02:49 pm

ବିହାରର ପଶ୍ଚିମ ଚମ୍ପାରଣ ଜିଲ୍ଲାର ଆଦିବାସୀ ମହିଳା ହିତାଧିକାରୀ ଶ୍ରୀମତୀ ରଞ୍ଜିତା କାଜି ତାଙ୍କ ଅଞ୍ଚଳରେ ଆସିଥିବା ଦୃଷ୍ଟାନ୍ତମୂଳକ ପରିବର୍ତ୍ତନ ପାଇଁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାରଙ୍କ ପ୍ରତି ସହୃଦୟତାର ସହିତ କୃତଜ୍ଞତା ଜ୍ଞାପନ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ଜୀବିକା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଜଡିତ ହୋଇ, ତାଙ୍କର ଜଙ୍ଗଲିଆ ଅଞ୍ଚଳ - ପୂର୍ବରୁ ମୌଳିକ ଭିତ୍ତିଭୂମିରୁ ବଞ୍ଚିତ ଥିଲା – ଏବେ ସେଠାରେ ସଡ଼କ, ବିଦ୍ୟୁତ୍, ପାଣି, ପରିମଳ ଏବଂ ଶିକ୍ଷାର ସୁବିଧା ଉପଲବ୍ଧ ହୋଇଛି। ମହିଳାମାନଙ୍କ ଉପରେ କେନ୍ଦ୍ରିତ ପଦକ୍ଷେପଗୁଡ଼ିକ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଯେଉଁଥିରେ ସରକାରୀ ଚାକିରି ଏବଂ ପଞ୍ଚାୟତିରାଜ ପ୍ରତିଷ୍ଠାନରେ ମହିଳା ପ୍ରତିନିଧିତ୍ୱ ବୃଦ୍ଧି କରିଥିବା ସଂରକ୍ଷଣ ବ୍ୟବସ୍ଥା ଅନ୍ତର୍ଭୁକ୍ତ। ସେ ସାଇକେଲ ଏବଂ ୟୁନିଫର୍ମ ଯୋଜନାର ପ୍ରଶଂସା କରିଛନ୍ତି। ଯେତେବେଳେ ସ୍କୁଲ ୟୁନିଫର୍ମ ପିନ୍ଧି ଝିଅମାନେ ସାଇକେଲ ଚାଳନା କରନ୍ତି, ସେତେବେଳେ ସେମାନେ ଅନୁଭବ କରୁଥିବା ଗର୍ବ ବିଷୟରେ ସେ ଉଲ୍ଲେଖ କରିଛନ୍ତି।

When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar

September 26th, 11:30 am

During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.

‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 26th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।