Yoga is the best way to maintain a healthy lifestyle with minimal expense: PM Modi at World Yogasana Championship in Ahmedabad

June 04th, 06:41 pm

PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.

Prime Minister Inaugurates First World Yogasana Championship In Ahmedabad, Gujarat

June 04th, 06:40 pm

PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.

ଜି୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 22nd, 09:36 pm

ଆରମ୍ଭରେ, ମୁଁ ରାଷ୍ଟ୍ରପତି ରାମାଫୋସାଙ୍କୁ ଜି୨୦ ଶିଖର ସମ୍ମିଳନୀର ଚମତ୍କାର ଆୟୋଜନ ଏବଂ ସଫଳ ଅଧ୍ୟକ୍ଷତା ପାଇଁ ଅଭିନନ୍ଦନ ଜଣାଉଛି।

ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

November 22nd, 09:35 pm

ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଭିଡ-19ର ସ୍ଥିତି ଓ ଟୀକାକରଣ ପ୍ରସ୍ତୁତି ସମୀକ୍ଷା

January 09th, 05:42 pm

ଦେଶରେ କୋଭିଡ-19ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।