ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 04:30 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ , ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସିଆର ପାଟିଲ, ଏହି କାର୍ଯ୍ୟକ୍ରମ ସହ ଜଡିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ , ସାଂସଦ, ବିଧାୟକ, ଅନ୍ୟ ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ମାନେ ।ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳବାଇ, ସଡ଼କ, ଶକ୍ତି, ଗୃହ ନିର୍ମାଣ ଏବଂ ଆର୍ଥିକ କ୍ଷେତ୍ରର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ | ଏହା ପୂର୍ବରୁ ଶ୍ରୀ ମୋଦୀ ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳକୁ ଉଦଘାଟନ କରିଥିଲେ | ନାଗପୁରରୁ ସିକନ୍ଦରାବାଦ, କୋହ୍ଲାପୁରରୁ ପୁଣେ, ଆଗ୍ରା କ୍ୟାଣ୍ଟରୁ ବନାରସ, ଦୁର୍ଗରୁ ବିଶାଖାପାଟଣା, ପୁଣେରୁ ହୁବଲି ଏବଂ ବାରଣାସୀରୁ ଦିଲ୍ଲୀ ପର୍ଯ୍ୟନ୍ତ ପ୍ରଥମ ୨୦ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ କୁ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାବ୍ୟତୀତ ସେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣର ସିଙ୍ଗଲ ୱିଣ୍ଡୋ ଆଇଟି ସିଷ୍ଟମ (ଏସଡବ୍ଲ୍ୟୁଆଇଟିଏସ)ର ଶୁଭାରମ୍ଭ କରିଥିଲେ।Government has worked on the strategy of recognition, resolution, and recapitalization: PM Modi
April 01st, 11:30 am
PM Modi addressed the opening ceremony of RBI@90, a program marking 90 years of the Reserve Bank of India, in Mumbai, Maharashtra. The next decade is extremely important for the resolutions of a Viksit Bharat”, PM Modi said, highlighting the RBI’s priority towards fast-paced growth and focus on trust and stability. Speaking on the comprehensive nature of reforms, the Prime Minister stated that the government worked on the strategy of recognition, resolution and recapitalization.PM addresses RBI@90 opening ceremony
April 01st, 11:00 am
PM Modi addressed the opening ceremony of RBI@90, a program marking 90 years of the Reserve Bank of India, in Mumbai, Maharashtra. The next decade is extremely important for the resolutions of a Viksit Bharat”, PM Modi said, highlighting the RBI’s priority towards fast-paced growth and focus on trust and stability. Speaking on the comprehensive nature of reforms, the Prime Minister stated that the government worked on the strategy of recognition, resolution and recapitalization.India is poised to continue its trajectory of success: PM Modi
November 17th, 08:44 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.PM Modi addresses Diwali Milan programme at BJP HQ, New Delhi
November 17th, 04:42 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.ରିପବ୍ଲିକ୍ ଟିଭିର କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ
April 26th, 08:01 pm
ଅର୍ଣ୍ଣବ ଗୋସ୍ୱାମୀ ଜୀ, ରିପବ୍ଲିକ୍ ମିଡିଆ ନେଟୱାର୍କର ସମସ୍ତ ସହକର୍ମୀ, ଦେଶ ତଥା ବିଦେଶରେ ରିପବ୍ଲିକ୍ ଟିଭିର ସମସ୍ତ ଦର୍ଶକ, ମହିଳା ଏବଂ ସଜ୍ଜନମଣ୍ଡଳୀ! ମୁଁ କିଛି କହିବା ପୂର୍ବରୁ, ମୁଁ ଆପଣମାନଙ୍କୁ ଏକ ମଜା କଥା କହିବାକୁ ଚାହେଁ ଯାହା ମୁଁ ମୋର ପିଲାଦିନରେ ଶୁଣିଥିଲି । ସେଠାରେ ଜଣେ ପ୍ରଫେସର ଥିଲେ ଏବଂ ତାଙ୍କ ଝିଅ ଆତ୍ମହତ୍ୟା କରି ଏକ ନୋଟ୍ ଛାଡି କହିଥିଲେ ଯେ ସେ ତାଙ୍କ ଜୀବନ ସଂଘର୍ଷରେ ଥକି ଯାଇଛନ୍ତି ଏବଂ ଆଉ ବଞ୍ଚିବାକୁ ଚାହୁଁ ନାହାଁନ୍ତି। ସେ ଲେଖିଛନ୍ତି ଯେ ସେ କଙ୍କରିଆ ନଦୀରେ ଡେଇଁ ମରିଯିବେ। ପରଦିନ ସକାଳେ ପ୍ରଫେସର ଜାଣିବାକୁ ପାଇଲେ ଯେ ତାଙ୍କ ଝିଅ ଘରେ ନାହାଁନ୍ତି। ତାଙ୍କ ବାପା ତାଙ୍କ କୋଠରୀକୁ ଯାଇ ଏକ ଚିଠି ପାଇଲେ। ସେ ଚିଠି ପାଇବା ପରେ ବହୁତ ରାଗି ଯାଇଥିଲେ। ସେ କହିଲେ, ‘ମୁଁ ପ୍ରଫେସର, ମୁଁ ଏତେ ବର୍ଷ ଧରି କଠିନ ପରିଶ୍ରମ କଲି ଏବଂ ତଥାପି ତାଙ୍କ ଆତ୍ମହତ୍ୟା ପତ୍ରରେ କଙ୍କରିଆର ବନାନ ଭୁଲ ଭାବେ ଲେଖାଯାଇଛି।’ମୁଁ ଖୁସି ଯେ ଅର୍ଣ୍ଣବ ଭଲ ହିନ୍ଦୀ କହିବା ଆରମ୍ଭ କରିଛନ୍ତି। ସେ କଣ କହିଛନ୍ତି ମୁଁ ଶୁଣି ନାହିଁ, କିନ୍ତୁ ମୁଁ ତାଙ୍କ ହିନ୍ଦୀ ସଠିକ୍ କି ନୁହେଁ ତାହା ଉପରେ ଧ୍ୟାନ ଦେଉଥିଲି । ବୋଧହୁଏ, ମୁମ୍ବାଇରେ ରହିବା ପରେ ଆପଣ ହିନ୍ଦୀ ଭଲ ଭାବରେ ଶିଖି ଯାଇଛନ୍ତି।ନୂଆଦିଲ୍ଲୀ ଠାରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 26th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତାଜ ପ୍ୟାଲେସରେ ହୋଟେଲରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।ଟାୟର-2 ଏବଂ ଟାୟର-3 ସହର ଏବେ ଆର୍ଥିକ ଗତିବିଧିର କେନ୍ଦ୍ର ପାଲଟିଛି: ପ୍ରଧାନମନ୍ତ୍ରୀ
September 20th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟରେ ବିଜେପିର ମେୟର ଏବଂ ଡେପୁଟି ମେୟର ପରିଷଦକୁ ସମ୍ବୋଧିତ କରିଛନ୍ତି
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ଜୁଲାଇରେ ୬ ବିଲିୟନ ୟୁପିଆଇ ନେଣଦେଣକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
August 02nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ମାସରେ ୬ ବିଲିୟନ ୟୁପିଆଇ ନେଣଦେଣ ଭଳି ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧିକୁ ପ୍ରଶଂସା କରିଛନ୍ତି । ୨୦୧୬ ପରଠାରୁ ଏହା ସର୍ବାଧିକ ନେଣଦେଣ ।ଦେଓଘର ଏୟାରପୋର୍ଟର ଉଦ୍ଘାଟନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 12th, 12:46 pm
ଝାଡ଼ଖଣ୍ଡର ଗଭର୍ଣ୍ଣର ଶ୍ରୀ ରମେଶ ବୈସ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ୍ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସାଥୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ଝାଡ଼ଖଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ନିଶିକାନ୍ତ ମହାଶୟ, ଅନ୍ୟ ସାଂସଦ ଏବଂ ବିଧାୟକଗଣ ତଥା ଉପସ୍ଥିତ ଭଦ୍ର ମହିଳା ଓ ପୁରୁଷ ।PM inaugurates and lays foundation stone of various development projects worth more than Rs 16,800 crores in Deoghar
July 12th, 12:45 pm
PM Modi addressed closing ceremony of the Centenary celebrations of the Bihar Legislative Assembly in Patna. Recalling the glorious history of the Bihar Assembly, the Prime Minister said big and bold decisions have been taken in the Vidhan Sabha building here one after the other.Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.ଜୁନ୍ ୧୬ ଏବଂ ୧୭ ତାରିଖ ଦିନ ଧର୍ମଶାଳାରେ ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
June 14th, 08:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ରୁ ୧୭ ଜୁନ୍ ୨୦୨୨ ହିମାଚଳ ପ୍ରଦେଶର ଧର୍ମଶାଳାର ଏଚ୍ପିସିଏ ଷ୍ଟାଡିୟମରେ ମୁଖ୍ୟ ସଚିବମାନଙ୍କର ପ୍ରଥମ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଏହା କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଭାଗିତାକୁ ଆହୁରି ଦୃଢ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ।