ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
August 20th, 10:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ଶ୍ରୀ ଅରବିନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
August 15th, 10:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଅରବିନ୍ଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ଜଣେ ମହାନ ଦାର୍ଶନିକ, ଜାତୀୟତାବାଦୀ, କବି ଏବଂ ଚିନ୍ତାନାୟକ ଶ୍ରୀ ଅରବିନ୍ଦ ଭାରତର ସ୍ୱାଧୀନତା ତଥା ମାନବ ପ୍ରଗତିର ବୃହତ୍ତର ଅନ୍ୱେଷଣ ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ପିଙ୍ଗାଲି ଭେଙ୍କୟାଙ୍କୁ 150ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
August 02nd, 08:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ପିଙ୍ଗାଲି ଭେଙ୍କୟାଙ୍କୁ ତାଙ୍କ 150ତମ ଜନ୍ମ ଜୟନ୍ତୀରେଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister pays tribute to Munshi Premchand on his birth anniversary
July 31st, 01:48 pm
The Prime Minister, Shri Narendra Modi, paid tributes to renowned litterateur Munshi Premchand on his birth anniversary.Prime Minister shares Sanskrit Subhashitam paying tribute to Shaheed Udham Singh
July 31st, 09:12 am
On the Balidan Diwas of Udham Singh, PM Modi paid heartfelt tributes to the great revolutionary martyr and shared a Sanskrit Subhashitam comparing the spirit of valour to the rising sun. He said that the saga of courage and valour embodied in Udham Singh’s life will continue to inspire every generation in the country.ଚନ୍ଦ୍ର ଶେଖର ଆଜାଦଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 23rd, 08:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚନ୍ଦ୍ର ଶେଖର ଆଜାଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ଚନ୍ଦ୍ର ଶେଖର ଆଜାଦଙ୍କ ନିର୍ଭୀକ ସାହସ ଏବଂ ଅତୁଟ ଦେଶପ୍ରେମ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ଗର୍ବିତ ସ୍ଥାନ ଅଧିକାର କରିଛି।ଲୋକମାନ୍ୟ ତିଳକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 23rd, 08:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକମାନ୍ୟ ତିଳକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ଭାରତର ସ୍ୱାଧୀନତା ସଂଗ୍ରାମର ଜଣେ ମହାନ ବ୍ୟକ୍ତିତ୍ୱ ଭାବେ ଲୋକମାନ୍ୟ ତିଳକ ରାଷ୍ଟ୍ରବାଦର ଭାବନାକୁ ଜାଗ୍ରତ କରିଥିଲେ ଏବଂ ପିଢ଼ି ପିଢ଼ିଙ୍କୁ ଜନସାଧାରଣଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ପ୍ରେରିତ କରିଥିଲେ।କତାର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
July 16th, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କତାରର ଅମୀର ଶେଖ ତମିମ୍ ବିନ୍ ହମଦ ଅଲ୍ ଥାନିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ।ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 06th, 12:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଏକତା, ମର୍ଯ୍ୟାଦା ଏବଂ ପ୍ରଗତି ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ବିଶିଷ୍ଟ ରାଷ୍ଟ୍ର ନିର୍ମାତା, ବିଶିଷ୍ଟ ଶିକ୍ଷାବିତ୍ ଏବଂ ଦୂରଦୃଷ୍ଟିସମ୍ପନ୍ନ ନେତା ଭାବେ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ସ୍ମରଣ କରି ଆଜି ତାଙ୍କ ୧୨୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister pays tribute to Shri Ram Vilas Paswan ji
July 05th, 12:09 pm
The Prime Minister, Shri Narendra Modi, paid tributes to former Union Minister Shri Ram Vilas Paswan ji on his birth anniversary today.He made significant contributions to the upliftment of society's deprived and weaker sections. He will always be remembered for his dedication to public service and national service, Shri Modi remarked.ନିର୍ବାଣ ଦିବସରେ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 04th, 01:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଣ ଦିବସ ଅବସରରେ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ଆଧ୍ୟାତ୍ମିକ ପରମ୍ପରା ଏବଂ ଜାତୀୟ ଚେତନାକୁ ବିଶ୍ୱସ୍ତରରେ ସ୍ୱୀକୃତି ପ୍ରଦାନ କରିବାରେ ସ୍ୱାମୀ ବିବେକାନନ୍ଦ ଜୀଙ୍କ ଅତୁଳନୀୟ ଯୋଗଦାନ ପିଢ଼ି ପରେ ପିଢ଼ି ପ୍ରେରଣା ଯୋଗାଇବ। ତାଙ୍କର ଗଭୀର ଜ୍ଞାନ ଏବଂ କାଳଜୟୀ ଆଦର୍ଶ ସାରା ଦେଶର ଲକ୍ଷ ଲକ୍ଷ ଯୁବକମାନଙ୍କ ପାଇଁ ଏକ ମାର୍ଗଦର୍ଶକ ଶକ୍ତି ହୋଇ ରହିଛି। ଶ୍ରୀ ମୋଦୀ କହିଥିଲେ, ତାଙ୍କର ଆଧ୍ୟାତ୍ମିକ ବାର୍ତ୍ତା ଏକ ବିକଶିତ ଭାରତ ଗଠନ ପାଇଁ ରାଷ୍ଟ୍ରର ସାମୂହିକ ସଂକଳ୍ପକୁ ଅନୁପ୍ରାଣିତ ଏବଂ ଉତ୍ସାହିତ କରିବ।ହୁଲ ଦିବସ ଅବସରରେ ବୀର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 30th, 06:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହୁଲ ଦିବସ ଅବସରରେ ବିଦେଶୀ ଶାସନର ଅନ୍ୟାୟ ବିରୁଦ୍ଧରେ ଦୃଢ ଭାବରେ ଠିଆ ହୋଇଥିବା ସିଡୋ-କାହ୍ନୁ, ଚାନ୍ଦ-ଭୈରବ ଏବଂ ଫୁଲୋ-ଝାନୋଙ୍କ ପରି ସମସ୍ତ ସାହସୀ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ମନ୍ତବ୍ୟ ଦେଇଛନ୍ତି ଯେ ଆଦିବାସୀ ମର୍ଯ୍ୟାଦା ଏବଂ ସମ୍ମାନର ସୁରକ୍ଷା ପାଇଁ ସେମାନଙ୍କର ସଂଘର୍ଷ ଏବଂ ବଳିଦାନର କାହାଣୀ ଦେଶବାସୀଙ୍କ ହୃଦୟରେ ନୂତନ ଶକ୍ତି ସଞ୍ଚାର କରିବ।ରାଜର୍ଷି ଛତ୍ରପତି ଶାହୁ ଜୀ ମହାରାଜଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 26th, 12:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜର୍ଷି ଛତ୍ରପତି ଶାହୁ ଜୀ ମହାରାଜଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ତାଙ୍କ ଜୀବନକୁ ବଞ୍ଚିତ, ଶୋଷିତ ଏବଂ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ଉତ୍ସର୍ଗ କରିଥିଲେ। ତାଙ୍କର ମହାନ କାର୍ଯ୍ୟ ଏବଂ ଆଦର୍ଶ ଆଗାମୀ ଯୁଗ ଯୁଗ ଧରି ଦେଶକୁ ମାର୍ଗଦର୍ଶନ ଜାରି ରଖିବ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ।ହଜରତ ଇମାମ ହୁସେନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 26th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହଜରତ ଇମାମ୍ ହୁସେନ୍ (ଏ.ଏସ୍.) ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କର ଚିରନ୍ତନ ବଳିଦାନ ଏବଂ ସତ୍ୟ ଓ ନ୍ୟାୟ ପ୍ରତି ଅତୁଟ ପ୍ରତିବଦ୍ଧତାକୁ ସ୍ମରଣ କରିଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ଇମାମ ହୁସେନଙ୍କ ଜୀବନ ଏବଂ ସହିଦ ହେବା ତାଙ୍କ ସାହସ ଏବଂ ଦୃଢ଼ ବିଶ୍ୱାସର ଶକ୍ତିକୁ ସ୍ମରଣ କରାଇଥାଏ।ଜରୁରୀକାଳୀନ ପରିସ୍ଥିତି ସମୟରେ ଯେଉଁମାନେ ଗଣତନ୍ତ୍ରକୁ ରକ୍ଷା କରିଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜରୁରୀକାଳୀନ ପରିସ୍ଥିତି ସମୟରେ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଦୃଢତାର ସହ ରକ୍ଷା କରିଥିବା ସମସ୍ତଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଏହାକୁ ଭାରତର ଇତିହାସର ଏକ ଅନ୍ଧକାରମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏହି ସମୟ ଅସଂଖ୍ୟ ନାଗରିକଙ୍କ ଅସାଧାରଣ ସାହସ ଏବଂ ନମନୀୟତାକୁ ମଧ୍ୟ ପ୍ରଦର୍ଶିତ କରିଥିଲା ଯେଉଁମାନେ ନୀରବ ରହିବାକୁ ମନା କରିଦେଇଥିଲେ ଏବଂ ସମ୍ବିଧାନରେ ପ୍ରତିଷ୍ଠିତ ଆଦର୍ଶକୁ ବଜାୟ ରଖିଥିଲେ।ପାହାଡପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପରିବାର ସଦସ୍ୟଙ୍କ ସମାଧି ସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ
June 20th, 08:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାହାଡପୁର ସ୍କୁଲ ପରିସରରେ ସ୍ୱର୍ଗତ ଶ୍ରୀ ଶ୍ୟାମ ଚରଣ ମୁର୍ମୁ, ସ୍ୱର୍ଗତ ଶ୍ରୀ ଲଖନ ମୁର୍ମୁ ଏବଂ ସ୍ୱର୍ଗତ ଶ୍ରୀ ସିପୁନ ମୁର୍ମୁଙ୍କ ସମାଧି ସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ଅଜଣା ସୈନିକଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ
June 15th, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍ଲାଭାରେ ଥିବା ଅଜଣା ସୈନିକଙ୍କ ସମାଧିସ୍ଥଳରେ ସ୍ଲୋଭାକିଆର ଶହୀଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘକାଳୀନ ପ୍ରଧାନମନ୍ତ୍ରୀ ହେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା
June 09th, 07:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ଦିନର ପୂର୍ବ ସନ୍ଧ୍ୟାରେ ବିଶ୍ୱ ନେତାମାନଙ୍କଠାରୁ ତାଙ୍କୁ ଅଭିନନ୍ଦନର ବାର୍ତ୍ତା ମିଳିଛି।Prime Minister pays tribute to Lokmata Ahilyabai Holkar on her birth anniversary
May 31st, 11:15 am
The Prime Minister, Shri Narendra Modi has paid tributes to Lokmata Ahilyabai Holkar on her birth anniversary.ଏନ୍. ଟି. ଆର୍. ଗାରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 28th, 09:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନ୍. ଟି. ଆର୍. ଗାରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।