Prime Minister thanks World Leaders for their greetings on India’s 77th Republic Day

January 26th, 11:12 pm

The Prime Minister, Shri Narendra Modi, today thanked the World Leaders for their greetings and wishes on the 77th Republic Day of India.

PM Modi arrives in Bhutan for a two-day state visit

November 11th, 10:42 am

PM Modi arrived in Bhutan a short while ago. His two-day visit seeks to strengthen the special ties of friendship and cooperation between the two countries. The PM was given a warm welcome by Prime Minister of Bhutan Mr. Tshering Tobgay at the airport.

ଭୂଟାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

November 11th, 07:28 am

ମୁଁ ୧୧-୧୨ ନଭେମ୍ବର ୨୦୨୫ରେ ଭୁଟାନ ଗସ୍ତ କରିବି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ

November 09th, 09:59 am

ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଭୁଟାନର ରାଜା ମହାମହିମ ଜିଗ୍ମେ ଖେସର ନାମଗ୍ୟାଲ ୱାଙ୍ଗଚୁକ୍ ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟୋବଗେଙ୍କୁ ଭେଟିବେ। ଭୁଟାନର ଚତୁର୍ଥ ରାଜା ମହାମହିମ ଜିଗ୍ମେ ସିଙ୍ଗେ ୱାଙ୍ଗଚୁକଙ୍କ 70ତମ ଜନ୍ମ ବାର୍ଷିକୀ ଉତ୍ସବ ଏବଂ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗଦେବେ।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

ଭୁଟାନ ପ୍ରଧାନମନ୍ତ୍ରୀଙ୍କ ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିଦର୍ଶନକୁ, ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

September 06th, 08:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ଭୁଟାନର ପ୍ରଧାନମନ୍ତ୍ରୀ ଶ୍ରୀ ଶେରିଙ୍ଗ୍ ତୋବଗେ ଏବଂ ତାଙ୍କ ପତ୍ନୀଙ୍କୁ ପ୍ରାର୍ଥନା କରୁଥିବାରୁ ଦେଖି ଖୁସି ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ପ୍ରଭୁ ଶ୍ରୀ ରାମଙ୍କ ଆଦର୍ଶ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଏବଂ ପ୍ରେରଣା ଦିଏ” ।

୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଭୁଟାନର ପିଏମ୍‌ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

April 04th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ବ୍ୟାଙ୍କକରେ ଷଷ୍ଠ ବିମ୍‌ଷ୍ଟେକ୍ ଶିଖର ସମ୍ମିଳନୀ ଅବସରରେ ଭୁଟାନର ପ୍ରଧାନମନ୍ତ୍ରୀ ଶ୍ରୀ ଶେରିଂ ଟୋବ୍‌ଗେଙ୍କୁ ସାକ୍ଷାତ କରିଛନ୍ତି ।

ଭାରତ ଓ ଭୁଟାନ ମଧ୍ୟରେ ଥିବା ଅନନ୍ୟ ତଥା ଐତିହାସିକ ଭାଗିଦାରୀକୁ ଆହୁରି ଗଭୀର କରିବାକୁ ଆମେ ପ୍ରତିଶୃତିବଦ୍ଧ : ପ୍ରଧାନମନ୍ତ୍ରୀ

February 21st, 07:16 pm

ଭୁଟାନର ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟୋବଗେ ନୂଆଦିଲ୍ଲୀରେ ଅନୁଷ୍ଠିତ ସୋଲ୍ ଲିଡର୍‌ଶିପ୍ କନ୍‌କ୍ଲେଭ୍‌ରେ ଦେଇଥିବା ଅଭିଭାଷଣକୁ ପ୍ରଶଂସା କରି ଶ୍ରୀ ମୋଦୀ କହିଛନ୍ତି, ଭାରତ ଓ ଭୁଟାନ ମଧ୍ୟରେ ଥିବା ଅନନ୍ୟ ତଥା ଐତିହାସିକ ଭାଗିଦାରୀକୁ ଆହୁରି ଗଭୀର କରିବାକୁ ଆମେ ପ୍ରତିଶୃତିବଦ୍ଧ ।

୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

January 26th, 05:56 pm

ଭାରତର ୭୬ତମ ଜନରାଜ୍ୟ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତାମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।

ଗ୍ରିନ୍‍ ହାଇଡ୍ରୋଜେନ ଫୁଏଲ୍‍ ସେଲ୍ ବସ୍ ସ୍ଥାୟୀତାକୁ ପ୍ରୋତ୍ସାହିତ କରିବା ଏବଂ ଆଗାମୀ ପିଢ଼ି ପାଇଁ ଏକ ସବୁଜ ଭବିଷ୍ୟତରେ ଯୋଗଦାନ କରିବା ଆମର ପ୍ରୟାସର ଏକ ଅଂଶ - ପ୍ରଧାନମନ୍ତ୍ରୀ

October 21st, 08:08 pm

ଗ୍ରୀନ୍ ହାଇଡ୍ରୋଜେନ୍ ଫୁଏଲ ସେଲ୍ ବସରେ ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ ତୋବଗେଙ୍କ ସହିତ ଯାତ୍ରାରେ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତବ୍ୟ ଦେଇଛନ୍ତି ଯେ ଗ୍ରୀନ୍ ହାଇଡ୍ରୋଜେନ୍ ଫୁଏଲ ସେଲ୍ ବସ୍ ସ୍ଥାୟୀତା ବୃଦ୍ଧି ଏବଂ ଆଗାମୀ ପିଢ଼ି ପାଇଁ ଏକ ସବୁଜ ଭବିଷ୍ୟତରେ ଯୋଗଦାନ କରିବା ପାଇଁ ଭାରତର ପ୍ରୟାସର ଏକ ଅଂଶ ।

Bhutan is a very special friend of India's and our cooperation will continue to get even better in the times to come: Prime Minister

October 21st, 07:27 pm

The Prime Minister Shri Narendra Modi today met Bhutanese Prime Minister Tshering Tobgay and remarked that Bhutan is a very special friend of India.

୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 15th, 09:20 pm

୭୮ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓଅଭିନନ୍ଦନ ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

June 08th, 12:24 pm

୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

ଗୟାଲ୍ତ୍ସୁଏନ୍ ଜେଟ୍ସନ୍ ପେମା ଓ୍ବାଙ୍ଗ୍ଚୁକ୍ ମାତୃ ଏବଂ ଶିଶୁ ଡାକ୍ତରଖାନା ଉଦ୍ଘାଟିତ

March 23rd, 08:58 am

ଭାରତ ସରକାରଙ୍କ ସହାୟତାରେ ଥିମ୍ପୁରେ ନିର୍ମିତ ହୋଇଥିବା ଗୟାଲ୍ତ୍ସୁଏନ୍ ଜେଟ୍ସନ୍ ପେମା ଓ୍ବାଙ୍ଗ୍ଚୁକ୍ ମାତୃ ଏବଂ ଶିଶୁ ଡାକ୍ତରଖାନାକୁ ପ୍ରଧାନମନ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଭୁଟାନ୍ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍ ଟୋବ୍ଗେ ଉଦ୍ଘାଟନ କରିଛନ୍ତି।

ଭୁଟାନରେ ପହଚିଂଲେ ପ୍ରଧାନମନ୍ରୀ

March 22nd, 09:53 am

ପ୍ରଧାନମନ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମାଚ୍ର୍ଚ ୨୨ରୁ ୨୩ ତାରିଖ ଯାଏଁ ଦୁଇଦିନିଆ ଭୁଟାନ ଗସ୍ତରେ ଆଜି ପାରୋରେ ପହଚିଂଛନ୍ତି। ଏହି ଗସ୍ତରେଭାରତ ଓ ଭୁଟାନ ମଧ୍ଯରେ ନିୟମିତ ଉଚ୍ଚ ସ୍ତରୀୟ ଆଦାନ-ପ୍ରଦାନଏବଂ ସରକାରଙ୍କ ପଡୋଶୀ ପ୍ରଥମ ନୀତି ଉପରେ ଗୁରୁତ୍ବ ଦିଆଯିବ।

ପ୍ରଧାନମନ୍ତ୍ରୀଙ୍କ ଭୁଟାନ ଗସ୍ତ (ମାର୍ଚ୍ଚ ୨୧-୨୨, ୨୦୨୪)

March 22nd, 08:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 21-22 ମାର୍ଚ୍ଚ 2024 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ । ଭାରତ ଓ ଭୁଟାନ ମଧ୍ୟରେ ନିୟମିତ ଉଚ୍ଚସ୍ତରୀୟ ବିନିମୟ ପରମ୍ପରା ଏବଂ ଏହାର ପଡ଼ୋଶୀ ପ୍ରଥମ ନୀତି ଉପରେ ସରକାରଙ୍କ ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହି ଗସ୍ତ କରାଯାଇଛି।

ଭୁଟାନରେ ସଂସଦୀୟ ନିର୍ବାଚନ ଜିତିଥିବାରୁ ପ୍ରଧାନମନ୍ତ୍ରୀ ମହାମହିମ ସେରିଙ୍ଗ ତୋବଗେ ଏବଂ ପିଡିପିକୁ ଅଭିନନ୍ଦନ ଜଣାଇଛନ୍ତି

January 09th, 10:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁଟାନରେ ସଂସଦୀୟ ନିର୍ବାଚନ ଜିତିଥିବାରୁ ମହାମହିମ ସେରିଙ୍ଗ ତୋବଗେ ଏବଂ ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି ।

ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ ତୋବଗେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଛନ୍ତି

July 06th, 01:10 pm

ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ ତୋବଗେ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଉଭୟ ନେତା ଭାରତ ଏବଂ ଭୁଟାନ ମଧ୍ୟରେ ସ୍ୱତନ୍ତ୍ର ବନ୍ଧୁତା ବିସ୍ତାର ଉପରେ ଆଲୋଚନା କରିଛନ୍ତି ।