ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 07th, 02:00 pm

ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି 2025 ଉପରେ ଅନ୍ତର୍ଜାତୀୟ ସମ୍ମିଳନୀକୁ ଆପଣଙ୍କୁ ସ୍ୱାଗତ। ପ୍ରଥମ ଥର ପାଇଁ ୟୁରୋପରେ ଏହି ସମ୍ମିଳନୀ ଆୟୋଜନ କରାଯାଉଛି। ମୁଁ ମୋର ବନ୍ଧୁ, ରାଷ୍ଟ୍ରପତି ମାକ୍ରୋନ୍ ଏବଂ ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସହଯୋଗ ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଉଛି।

ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ-୨୦୨୫ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 07th, 01:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କରିଥିଲେ। ସମାବେଶକୁ ସମ୍ବୋଧିତ କରି, ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସ୍ୱାଗତ କରିଥିଲେ। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ୟୁରୋପରେ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ ପାଇଁ ସେ ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରନ ଏବଂ ଫ୍ରାନ୍ସ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭକାମନା ଜଣାଇଥିଲେ।

ହିମାଚଳ ପ୍ରଦେଶର ଲେପଚାରେ ସୁରକ୍ଷା ବାହିନୀ ସହ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 12th, 03:00 pm

ମା' ଭାରତୀଙ୍କର ଜୟଘୋଷର ଏହି ଶବ୍ଦ, ଭାରତୀୟ ସେନା ଓ ସୁରକ୍ଷା ବାହିନୀର ବୀରତ୍ବର ଏହି ସ୍ଲୋଗାନ, ଏହି ଐତିହାସିକ ଭୂମି ଏବଂ ଦୀପାବଳିର ଏହି ପବିତ୍ର ପର୍ବ । ଏହା ଏକ ଚମତ୍କାର ସଂଯୋଗ ଅଟେ, ଏହା ଏକ ଅଦ୍ଭୁତ ମିଳନ ଅଟେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ଏହି ମୁହୂର୍ତ୍ତ ମୋ ପାଇଁ ମଧ୍ୟ ଆପଣଙ୍କ ପାଇଁ ଏବଂ ଦେଶବାସୀଙ୍କ ପାଇଁ ମଧ୍ୟ ଦୀପାବଳିରେ ନୂଆ ଆଲୋକ ଆଣିବ ଏହା ମୋର ବିଶ୍ବାସ ଅଛି। ମୁଁ ଆପଣ ସମସ୍ତଙ୍କୁ, ସମସ୍ତ ଦେଶବାସୀଙ୍କୁ ସୀମାର ଶେଷ ଗାଁରୁ, ଯାହାକୁ ମୁଁ ବର୍ତ୍ତମାନ ପ୍ରଥମ ଗାଁ ବୋଲି କହୁଛି, ସେଠାରେ ଆମର ମୁତୟନ ହୋଇଥିବା ସୁରକ୍ଷା ବାହିନୀର ସହଯୋଗୀମାନଙ୍କ ସହିତ ଯେତେବେଳେ ଦୀପାବଳି ପାଳନ କରୁଛି, ସେତେବେଳେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଏହି ଶୁଭେଚ୍ଛା ବହୁତ ସ୍ବତନ୍ତ୍ର ହୋଇଥାଏ। ଏହି ଅବସରରେ ଦେଶବାସୀଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା, ଦୀପାବଳିର ଶୁଭକାମନା।

ହିମାଚଳ ପ୍ରଦେଶର ଲେପ୍ଚାରେ ବୀର ଯବାନଙ୍କ ସହ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ

November 12th, 02:31 pm

ଯବାନମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦୀପାବଳି ପର୍ବର ମିଶ୍ରଣ ଏବଂ ଯବାନଙ୍କ ସାହସର ପ୍ରତିଫଳନ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ । ଦେଶର ଶେଷ ଗାଁ ଭାରତର ସୀମାନ୍ତ ଅଞ୍ଚଳର ଯବାନଙ୍କ ସହ ଦୀପାବଳି ଅବସରରେ ସେ ଶୁଭେଚ୍ଛା ଜଣାଇଥିଲେ, ଯାହା ବର୍ତ୍ତମାନ ପ୍ରଥମ ଗାଁ ଭାବେ ପରିଗଣିତ ହୋଇଛି।

ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ

August 09th, 05:41 pm

ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌”ର ଓଡ଼ିଆ ଭାଷାନ୍ତର

March 28th, 11:30 am

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ମନ୍ କି ବାତ୍‌”ର ଓଡ଼ିଆ ଭାଷାନ୍ତର

ଇଣ୍ଡୋନେସିଆ ସୁନାମିରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ

December 23rd, 09:15 pm

ଇଣ୍ଡୋନେସିଆରେ ଆଗେୟଗିରି ଉଦ୍ଗୀରଣ ଯୋଗୁ ସୃଷ୍ଟି ହୋଇଥିବା ସୁନାମିରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।