କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

November 28th, 11:45 am

ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍‌ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।

କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 28th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍‌ ଭଗବଦ୍‌ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।

ନଭେମ୍ବର ୨୮ରେ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ

November 27th, 12:04 pm

ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ ଗସ୍ତ କରିବେ । ପରେ ସେ ଗୋଆ ଯିବେ, ଯେଉଁଠାରେ ଅପରାହ୍ନ ୩ଟା ୧୫ରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ ବର୍ଷପୂର୍ତ୍ତି ଅବସରରେ ଅନୁଷ୍ଠିତ ‘ଶ୍ରାଦ୍ଧ ପଞ୍ଚଶତମନୋତ୍ସବ’ ପରିଦର୍ଶନ କରିବେ

ଭିଭାଟେକ୍‌ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ମୂଳ ଭାଷଣର ବିଷୟବସ୍ତୁ

June 16th, 04:00 pm

ଏହି ମଞ୍ଚ ଫ୍ରାନ୍ସର ବୈଷୟିକ ଦୃଷ୍ଟିଭଙ୍ଗୀକୁ ପ୍ରତିଫଳିତ କରୁଛି । ଭାରତ ଓ ଫ୍ରାନ୍ସ ବିଭିନ୍ନ କ୍ଷେତ୍ରରେ ମିଳିତଭାବେ କାମ କରିଆସୁଛନ୍ତି । ସେଥିମଧ୍ୟରୁ ଟେକ୍‌ନୋଲୋଜି ଓ ଡିଜିଟାଲ ଦୁଇଟି କ୍ଷେତ୍ର ଯାହା ଦୁଇଦେଶକୁ ମିଳିତଭାବେ କାମ କରିବାର ନୂଆ ସୁଯୋଗ ଦେଇଛି । ଏହି ସହଯୋଗ ଆହୁରୀ ଦୃଢୀଭୂତ ହୋଇ ଆଗକୁ ବଢୁ ଏହା ସମୟର ଆହ୍ୱାନ । ଏହା କେବଳ ଆମ ଦୁଇଦେଶ ନୁହେଁ, ସମଗ୍ର ବିଶ୍ୱକୁ ସାହାଯ୍ୟ କରିବ ।

ଭିଭା ଟେକ୍‍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

June 16th, 03:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମୋଡ଼ରେ ଭିଭା ଟେକ୍‍ର ପଞ୍ଚମ ସଂସ୍କରଣ ସମାରୋହରେ ଉଦ୍‍ବୋଧନ ଦେଇଛନ୍ତି । ଭିଭା ଟେକ ୨୦୨୧ରେ ସମ୍ମାନନୀୟ ଅତିଥି ଭାବେ ଆମନ୍ତ୍ରିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ମୁଖ୍ୟ ଭାଷଣ ପ୍ରଦାନ କରିବା ନିମନ୍ତେ ଅନୁରୋଧ କରାଯାଇଥିଲା । ଭିଭା ଟେକ୍‍ ୟୁରୋପର ସର୍ବବୃହତ୍‍ ଡିଜିଟାଲ ଏବଂ ଷ୍ଟାର୍ଟ ଅପ୍‍ ସମାରୋହମାନଙ୍କ ମଧ୍ୟରେ ଅନ୍ୟତମ ଏବଂ ୨୦୧୬ ମସିହା ଠାରୁ ଏହି ସମ୍ମିଳନୀ ପ୍ରତିବର୍ଷ ପ୍ୟାରିସଠାରେ ଅନୁଷ୍ଠିତ ହୋଇଆସୁଛି ।

ବିଶ୍ବ ଆର୍ଥିକ ମଞ୍ଚର ଡାଭୋସ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 05:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ବିଶ୍ୱ ଆର୍ଥିକ ଫୋରମର ଡାଭୋସ ଆଲୋଚନାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ “ଚତୁର୍ଥ ଶିଳ୍ପ ବିପ୍ଳବ- ମାନବ ସମାଜର କଲ୍ୟାଣ ସାଧନ ନିମନ୍ତେ ପ୍ରଯୁକ୍ତିର ଉପଯୋଗ” ଶୀର୍ଷକ ଉପରେ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ସଂସ୍ଥାର ସିଇଓମାନଙ୍କ ସହ ମଧ୍ୟ ଭାବ ବିନିମୟ କରିଛନ୍ତି ।

ବିଶ୍ୱ ଆର୍ଥିକ ଫୋରମର ଡାଭୋସ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 05:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ବିଶ୍ୱ ଆର୍ଥିକ ଫୋରମର ଡାଭୋସ ଆଲୋଚନାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ “ଚତୁର୍ଥ ଶିଳ୍ପ ବିପ୍ଳବ- ମାନବ ସମାଜର କଲ୍ୟାଣ ସାଧନ ନିମନ୍ତେ ପ୍ରଯୁକ୍ତିର ଉପଯୋଗ” ଶୀର୍ଷକ ଉପରେ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ସଂସ୍ଥାର ସିଇଓମାନଙ୍କ ସହ ମଧ୍ୟ ଭାବ ବିନିମୟ କରିଛନ୍ତି ।

ସୋସିଆଲ ମିଡିଆ କର୍ଣ୍ଣର ମେ 2, 2018

May 02nd, 07:47 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଉଡୁପିରେ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

May 01st, 02:29 pm

କର୍ଣ୍ଣାଟକରେ ଆଜି ନିର୍ବାଚନ କରି ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର ସମାଲୋଚନା କରି କହିଲେ ଯେ ବିଜେପି ରାଜ୍ୟର ନିର୍ବାଚନରେ ଭଲ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ଆମେ ସ୍ୱଚ୍ଛ ,ସୁନ୍ଦର ଏବଂ ସୁରକ୍ଷିତ କର୍ଣ୍ଣାଟକ ଚାହୁଁଛୁ :ପ୍ରଧାନମନ୍ତ୍ରୀ ମୋଦୀ

May 01st, 01:45 pm

କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର କଡ଼ା ସମାଲୋଚନା କରି କହିଲେ ଯେ ବିଜେପି ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ଜଗଦଗୁରୁ ଶ୍ରୀ ମାଧବାଚାର୍ଯ୍ୟ, ଉଡୁପିଙ୍କ ସପ୍ତଶତ ଜନ୍ମବାର୍ଷିକୀ ଅବସରରେ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

February 05th, 07:42 pm

PM Narendra Modi today addressed 'Sapta Shatamanotsava', 7th Centenary Celebrations of Jagadguru Madhvacharya through video conferencing. The PM said, History is witness that our saints & seers have enlightened us & ensured culmination of ill practices. He also spoke about the Bhakti movement that continues to inspire us even today.