ଉଲାନ୍‌ବାଟର ଓପନ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 02nd, 08:15 pm

ଉଲାନବାଟର ଓପନ ୨୦୨୫ରେ ତୃତୀୟ ର‌୍ୟାଙ୍କିଙ୍ଗ୍ ସିରିଜରେ ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମର ନାରୀ ଶକ୍ତି ର‌୍ୟାଙ୍କିଙ୍ଗ୍ ସିରିଜରେ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ କରିଛନ୍ତି, ଯାହା ଏହି ସଫଳତାକୁ ଆହୁରି ସ୍ମରଣୀୟ କରିଛି । ଏହି କ୍ରୀଡା ପ୍ରଦର୍ଶନ ଅନେକ ଭବିଷ୍ୟତ ଖେଳାଳୀମାନଙ୍କୁ ପ୍ରେରଣା ଯୋଗାଇବ ।