ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.India-Slovakia Joint Statement
June 15th, 05:32 pm
At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ଜାତିସଂଘ ମହାସଚିବଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
February 20th, 09:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଫେବୃଆରୀ ୨୦୨୬ରେ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ଅବସରରେ ଜାତିସଂଘର ମହାସଚିବ (ୟୁଏନ୍ଏସ୍ଜି) ଶ୍ରୀ ଆଣ୍ଟୋନିଓ ଗୁଟେରେସଙ୍କୁ ଭେଟିଥିଲେ ।ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ଡେନମାର୍କ ପ୍ରଧାନମନ୍ତ୍ରୀ
September 16th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 09th, 06:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାସିଲିଆର ଏକ ସରକାରୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଆଜି ବ୍ରାଜିଲର ଅଲ୍ଭୋରାଡା ପ୍ୟାଲେସରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କ ସହ ସାକ୍ଷାତ କରିଛନ୍ତି । ପହଞ୍ଚିବା ପରେ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାଷ୍ଟ୍ରପତି ଲୁଲା ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ ।ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
June 16th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି । ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି କ୍ରିଷ୍ଟୋଡୋଲିଡେସ୍ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ଅଭିବାଦନ ଜଣାଇଥିଲେ । ଗତକାଲି, ଏକ ସ୍ୱତନ୍ତ୍ର ସଂକେତ ସ୍ୱରୂପ, ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ରାଷ୍ଟ୍ରପତି କ୍ରିଷ୍ଟୋଡୋଲିଡେସ୍ ଭବ୍ୟ ସ୍ୱାଗତ କରିଥିଲେ, ଯାହା ଦୁଇ ରାଷ୍ଟ୍ର ମଧ୍ୟରେ ପାରସ୍ପରିକ ବିଶ୍ୱାସ ଏବଂ ନିବିଡ଼ ବନ୍ଧୁତାକୁ ପ୍ରତିଫଳିତ କରୁଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଣ୍ଟିଗଗୁଆ ଓ ବାରବୁଡାର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ
November 21st, 09:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଗୁୟାନାର ଜର୍ଜଟାଉନ୍ରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ଏଣ୍ଟିଗୁଆ ଏବଂ ବାରବୁଡା ପ୍ରଧାନମନ୍ତ୍ରୀ ଶ୍ରୀ ଗ୍ୟାସ୍ଟନ୍ ବ୍ରାଉନ୍ଙ୍କ ସହ ସାକ୍ଷାତ କରିଥିଲେ ।ଜି -୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 27th, 09:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ସିରିଲ୍ ରାମାଫୋସାଙ୍କୁ ଭେଟିଛନ୍ତି ।ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ
August 09th, 05:41 pm
ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।“ସାମୁଦ୍ରିକ ନିରାପତ୍ତା ବୃଦ୍ଧି: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପ୍ରସଙ୍ଗ” ଉପରେ ଆୟୋଜିତ ହେବାକୁ ଥିବା ମିଳିତ ଜାତିସଂଘ ନିରାପତ୍ତା ପରିଷଦ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 08th, 05:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ “ସାମୁଦ୍ରିକ ନିରାପତ୍ତା ବୃଦ୍ଧି: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପ୍ରସଙ୍ଗ” ଉପରେ ଆୟୋଜିତ ହେବାକୁ ଥିବା ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ । ଏହି ବୈଠକ ଅଗଷ୍ଟ ୯ ତାରିଖ ଦିନ ଭାରତୀୟ ସମୟ ଅପରାହ୍ନ ୫.୩୦ ମିନିଟ ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ହେବ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଭିଏତନାମ ପ୍ରଧାନମନ୍ତ୍ରୀ ମହାମହିମ ଫାମ୍ ମିନ୍ ଚିନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
July 10th, 01:08 pm
ମହାମହିମ ଫାମ୍ ମିନ୍ ଚିନ୍ ଭିଏତନାମର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ତାଙ୍କ ଦୃଢ଼ ମାର୍ଗଦର୍ଶନରେ ଭାରତ-ଭିଏତନାମ ବ୍ୟାପକ ରଣନୀତିକ ସହଯୋଗିତା ମଜଭୁତ ହୋଇଚାଲିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।