ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାରନାଥ ସ୍ଥାନ ପାଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 25th, 07:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରକାଶ କରିଛନ୍ତି ଯେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ, ଉତ୍ତର ପ୍ରଦେଶର ସାରନାଥ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଛି ବୋଲି କହି ସେ ଖୁସି ବ୍ୟକ୍ତ କରିଛନ୍ତି।ୟୁନେସ୍କୋ ବିଶ୍ୱ ଐତିହ୍ୟ ପ୍ରାମ୍ବାନାନ ମନ୍ଦିର ପରିସର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
July 08th, 01:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଯୋଗ୍ୟାକର୍ତ୍ତାଠାରେ ଅବସ୍ଥିତ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳୀ ‘ପ୍ରାମ୍ବାନାନ ମନ୍ଦିର ପରିସର’ ପରିଦର୍ଶନ କରିଥିଲେ। ଏକ ସ୍ୱତନ୍ତ୍ର ସୌଜନ୍ୟ ପଦକ୍ଷେପ ସ୍ୱରୂପ ଇଣ୍ଡୋନେସିଆର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆଣ୍ଟୋ ପ୍ରଧାନମନ୍ତ୍ରୀଙ୍କ ସହ ଏହି ମନ୍ଦିର ପରିଦର୍ଶନରେ ସାମିଲ ହୋଇଥିଲେ। ଉଭୟ ନେତା ମନ୍ଦିର ପରିସରରେ ଭାରତୀୟ ପୁରାତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ପକ୍ଷରୁ ସଂରକ୍ଷଣ ଓ ପୁନରୁଦ୍ଧାର ପ୍ରକଳ୍ପର ଶୁଭାରମ୍ଭକୁ ଚିହ୍ନିତ କରୁଥିବା ଏକ ଫଳକର ଉନ୍ମୋଚନ କରିଥିଲେ।India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.ପ୍ରଧାନମନ୍ତ୍ରୀଙ୍କ ଇଣ୍ଡୋନେସିଆ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଗସ୍ତ
July 03rd, 08:42 pm
ଇଣ୍ଡୋନେସିଆର ରାଷ୍ଟ୍ରପତି ଶ୍ରୀ ପ୍ରବୋବୋ ସୁବିୟାନ୍ତୋଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୬-୮ ଜୁଲାଇ, ୨୦୨୬ରେ ଇଣ୍ଡୋନେସିଆ ଗସ୍ତ କରିବେ। ପ୍ରଧାନମନ୍ତ୍ରୀଙ୍କର ଏହା ଚତୁର୍ଥ ଇଣ୍ଡୋନେସିଆ ଗସ୍ତ ହେବ ଏବଂ ମେ’ ୨୦୧୮ ରେ ଭାରତ-ଇଣ୍ଡୋନେସିଆ ସମ୍ପର୍କ 'ବ୍ୟାପକ ରଣନୀତିକ ସହଭାଗିତା' ସ୍ତରକୁ ଉନ୍ନୀତ ହେବା ପରେ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ହେବ। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ପ୍ରବୋବୋଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ଏବଂ ଏହି ସହଭାଗିତା ଅଧିନରେ ହୋଇଥିବା ପ୍ରଗତିର ସମୀକ୍ଷା କରିବେ। ଜାକର୍ତ୍ତାଠାରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିବେ। ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ଐତିହାସିକ ତଥା ସୌହାର୍ଦ୍ଦ୍ୟପୂର୍ଣ୍ଣ ଜନ-ସମ୍ପର୍କ ରହିଛି। ଏହି ବିଶେଷ ସମ୍ପର୍କକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଇଣ୍ଡୋନେସିଆର ଏକ ପ୍ରମୁଖ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ଯୋଗ୍ୟାକର୍ତ୍ତାସ୍ଥିତ 'ପ୍ରାମ୍ବନନ ମନ୍ଦିର' ପରିସର ପରିଦର୍ଶନ କରିବେ।‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।Yoga is the best way to maintain a healthy lifestyle with minimal expense: PM Modi at World Yogasana Championship in Ahmedabad
June 04th, 06:41 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.Prime Minister Inaugurates First World Yogasana Championship In Ahmedabad, Gujarat
June 04th, 06:40 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।ଗୌହାଟିରେ ଏକ ପାରମ୍ପରିକ ବୋଡୋ ସାଂସ୍କୃତିକ କାର୍ଯ୍ୟକ୍ରମ ବାଗୁରୁମ୍ବା ଦୋହୋ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।
January 17th, 06:30 pm
କଣ ଖବର ? ମାଘ ବିହୁ ଏବଂ ମାଘ ଦୋମାଶିର ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଆପଣମାନଙ୍କୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି।ଆସାମର ଗୌହାଟୀଠାରେ ଆୟୋଜିତ ବାଗୁରୁମ୍ବା ଡାହୌ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 17th, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୌହାଟିର ସରୁସଜାଇ ଷ୍ଟାଡିୟମରେ ବୋଡୋ ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରୁଥିବା ଐତିହାସିକ ସାଂସ୍କୃତିକ କାର୍ଯ୍ୟକ୍ରମ 'ବାଗୁରୁମ୍ବା ଡାହୌ'କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସାମର ସଂସ୍କୃତି ଏବଂ ବୋଡୋ ସମ୍ପ୍ରଦାୟର ପରମ୍ପରାକୁ ନିକଟରୁ ଦେଖିବା ତାଙ୍କ ସୌଭାଗ୍ୟର ବିଷୟ। କୌଣସି ପ୍ରଧାନମନ୍ତ୍ରୀ ତାଙ୍କ ପରି ଏତେ ଥର ଆସାମ ଗସ୍ତ କରିନାହାନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ, ଆସାମର କଳା ଏବଂ ସଂସ୍କୃତିକୁ ଏକ ବଡ଼ ମଞ୍ଚ ପ୍ରଦାନ ଏବଂ ମହାନ ଉତ୍ସବ ମାଧ୍ୟମରେ ଦେଶ ଏବଂ ବିଶ୍ୱରେ ସ୍ୱୀକୃତି ମିଳିବା ତାଙ୍କର ନିରନ୍ତର ଇଚ୍ଛା ରହିଆସିଛି। ବୃହତ୍ ବିହୁ ଉତ୍ସବ, ଜୁମୈର ବିନୋଦିନୀ ପ୍ରକାଶନ, ଦେଢ଼ ବର୍ଷ ପୂର୍ବେ ନୂଆଦିଲ୍ଲୀରେ ଆୟୋଜିତ ମେଗା ବୋଡୋ ମହୋତ୍ସବ ଏବଂ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦାହରଣ ଦେଇ ସେ କହିଥିଲେ ଯେ ଏ ନେଇ ନିରନ୍ତର ଉଦ୍ୟମ କରାଯାଉଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେ ଆସାମର କଳା ଏବଂ ସଂସ୍କୃତିର ଅନନ୍ୟ ଆନନ୍ଦ ଅନୁଭବ କରିବାର କୌଣସି ସୁଯୋଗକୁ କେବେ ହାତଛଡ଼ା କରନ୍ତି ନାହିଁ। ସେ କହିଥିଲେ ଯେ ପୁଣି ଥରେ ବାଗୁରୁମ୍ବା ମହୋତ୍ସବ ଆୟୋଜନ କରାଯାଉଛି, ଏହାକୁ ବୋଡୋ ପରିଚୟର ଏକ ଚମତ୍କାର ଉତ୍ସବ ଏବଂ ଆସାମର ଐତିହ୍ୟକୁ ଏକ ଶ୍ରଦ୍ଧାଞ୍ଜଳି ଭାବରେ ବର୍ଣ୍ଣନା କରାଯାଉଛି। ଶ୍ରୀ ମୋଦୀ ଏହି କାର୍ଯ୍ୟକ୍ରମ ସହିତ ଜଡିତ ସମସ୍ତଙ୍କୁ, ବିଶେଷକରି କଳାକାରମାନଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 18th, 12:32 pm
ଏହି ଯୁବ ଉତ୍ସାହ, ତୁମର ଶକ୍ତି, ଏଠାକାର ସମ୍ପୂର୍ଣ୍ଣ ପରିବେଶକୁ ଚଳଚଞ୍ଚଳ କରିଦେଇଛି । ମୁଁ ସେହି ସମସ୍ତ ଭାଇ-ଭଉଣୀମାନଙ୍କୁ ମଧ୍ୟ ପ୍ରଣାମ କରୁଛି ଯେଉଁମାନେ ସ୍ଥାନର ଅଭାବ ଯୋଗୁଁ ଏହି ହଲରେ ନାହାନ୍ତି ଏବଂ ନିକଟବର୍ତ୍ତୀ ହଲ୍ରେ ସ୍କ୍ରିନରେ ଏହି କାର୍ଯ୍ୟକ୍ରମକୁ ଲାଇଭ ଦେଖୁଛନ୍ତି । ଏବେ ଆପଣ କଳ୍ପନା କରିପାରିବେ, ଯଦି ଏତେ ଦୂର ଆସିଲେ ଏବଂ ଭିତରକୁ ଆସିପାରିଲେ ନାହିଁ, ତେବେ ସେମାନଙ୍କ ମନରେ କ’ଣ ଚାଲିଥିବ ।ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ଦୀପାବଳି ସାମିଲ ହେବାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
December 10th, 12:50 pm
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ଦୀପାବଳିକୁ ସାମିଲ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସିବ୍ୟକ୍ତ କରିବା ସହିତ ଗୌରବାନ୍ୱିତ ମନେ କରୁଥିବା କହିଛନ୍ତି ।ଭାରତରେ ଲୁକ୍କାୟିତ ସାଂସ୍କୃତିକ ଐତିହ୍ୟ ଉପରେ ୟୁନେସ୍କୋର କମିଟିର ୨୦ତମ ଅଧିବେଶନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଖୁସି ବ୍ୟକ୍ତ
December 08th, 08:53 pm
ଭାରତରେ ୟୁନେସ୍କୋର ଲୁକ୍କାୟିତ ସାଂସ୍କୃତିକ ଐତିହ୍ୟ କମିଟିର ୨୦ତମ ଅଧିବେଶନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଅତ୍ୟନ୍ତ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଥିଲେ ଯେ ସମଗ୍ର ବିଶ୍ୱରେ ଜୀବନ୍ତ ପରମ୍ପରାକୁ ସୁରକ୍ଷିତ ରଖିବା ଏବଂ ଲୋକପ୍ରିୟ କରିବା ଲାଗି ଏହି ମଞ୍ଚ ୧୫୦ରୁ ଅଧିକ ଦେଶର ପ୍ରତିନିଧିଙ୍କୁ ଏକ ସହଭାଗୀ ଦୃଷ୍ଟିକୋଣ ସହିତ ଏକାଠି କରିଛି।ସମ୍ବିଧାନ ଦିବସରେ ପ୍ୟାରିସସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ନେଇ ପ୍ରଧାନମନ୍ତ୍ରୀଙ୍କ ଗର୍ବ ପ୍ରକାଶ
November 26th, 10:51 pm
ସମ୍ବିଧାନ ଦିବସରେ ପ୍ୟାରିସ ସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ଗର୍ବ ପ୍ରକାଶ କରିଛନ୍ତି ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.ଲକ୍ଷ୍ନୌକୁ ୟୁନେସ୍କୋର ସୃଜନଶୀଳ ଗ୍ୟାଷ୍ଟ୍ରୋନୋମି ସହର ଭାବରେ ଘୋଷଣା କରାଯିବା ନେଇ ପ୍ରଧାନମନ୍ତ୍ରୀଙ୍କ ଖୁସି ବ୍ୟକ୍ତ
November 01st, 02:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌକୁ ୟୁନେସ୍କୋ ଦ୍ୱାରା ସୃଜନଶୀଳ ଗ୍ୟାଷ୍ଟ୍ରୋନୋମି ସହର ଭାବରେ ଘୋଷଣା କରାଯିବା ନେଇ ଖୁସି ପ୍ରକାଶ କରିଛନ୍ତି ।