କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 01st, 01:38 pm

ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।

କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ

February 01st, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।

ଅପରେସନ ସିନ୍ଦୂର ନେଇ ଲୋକସଭାରେ ସ୍ୱତନ୍ତ୍ର ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

July 29th, 05:32 pm

ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଯେତେ ବେଳେ ମୁଁ ମିଡିଆ ବନ୍ଧୁମାନଙ୍କ ସହ କଥା ହେଉଥିଲି ସେତେବେଳେ ସାଂସଦମାନଙ୍କ ଉଦ୍ଦେଶ୍ୟରେ ଗୋଟିଏ କଥା କହିଥିଲି । ତାହା ହେଲା ଏହା ହେଉଛି ଏମିତି ଏକ ସ୍ୱତନ୍ତ୍ର ଅଧିବେଶନ ଯେଉଁଠି ଭାରତର ବିଜୟୋତ୍ସବ ପାଳିତ ହେଉଛି । ଯେଉଁଠି ଭାରତର ଗୌରବ ଗାନ ହେଉଛି ।

ଅପରେସନ ସିନ୍ଦୂର ଉପରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ଲୋକସଭାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

July 29th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତର ଶକ୍ତିଶାଳୀ, ସଫଳ ଏବଂ ନିର୍ଣ୍ଣାୟକ ‘ଅପରେସନ୍ ସିନ୍ଦୂର’ ଉପରେ ଏକ ବିଶେଷ ଆଲୋଚନା ସମୟରେ ସମ୍ବୋଧନ କରିଥିଲେ। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅଧିବେଶନର ଆରମ୍ଭରେ ଗଣମାଧ୍ୟମ ସହ ନିଜର ଆଲୋଚନାକୁ ସ୍ମରଣ କରି କହିଥିଲେ ଯେ ସେ ସମସ୍ତ ମାନ୍ୟବର ସାଂସଦମାନଙ୍କୁ ଏହି ଅଧିବେଶନକୁ ଭାରତର ବିଜୟର ଉତ୍ସବ ଏବଂ ଭାରତର ଗୌରବର ଶ୍ରଦ୍ଧାଞ୍ଜଳି ଭାବେ ପାଳନ କରିବାକୁ ନିବେଦନ କରିଥିଲେ।

2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।

ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 24th, 02:35 pm

ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

February 24th, 02:30 pm

କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ର​‌ତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

Key Initiatives in the Union Budget 2025-26: JOBS FOR YOUTH

February 04th, 06:48 pm

The Union Budget for 2025-26 has placed a strong emphasis on generating job opportunities, particularly for the youth, with a series of measures aimed at enhancing skill development, supporting MSMEs (Micro, Small, and Medium Enterprises), and boosting employment prospects across various sectors.

Key Initiatives in the Union Budget 2025-26: HEALTHCARE

February 04th, 06:44 pm

The Union Budget 2025-26 marks a significant step toward transforming India's healthcare landscape. With an emphasis on accessibility, affordability, and global positioning, the budget unveils a series of initiatives designed to strengthen the country's healthcare system and improve medical services for all citizens.

Budget 2025: Empowering MSMEs for a Thriving Economy

February 04th, 06:38 pm

The Union Budget for 2025 places a strong emphasis on strengthening Micro, Small, and Medium Enterprises (MSMEs), recognizing their critical role in driving India's economic growth, creating jobs, and fostering innovation across sectors. The government has unveiled a series of progressive initiatives aimed at improving access to credit, fostering entrepreneurial spirit, and creating a green-tech ecosystem for MSMEs. These reforms are designed to boost the competitiveness of Indian MSMEs on the global stage, making them more self-reliant, sustainable, and capable of contributing to India’s economic aspirations.

Budget 2025: Transforming Urban Infrastructure for New India

February 04th, 06:34 pm

The Union Budget for 2025 has placed a significant emphasis on urban infrastructure, reinforcing the vision of creating sustainable, connected, and efficient cities. With the allocation of Rs. 1 lakh crore under the Urban Challenge Fund, the government has laid out an ambitious plan to overhaul urban spaces, promoting growth, reducing congestion, and encouraging green infrastructure development. This initiative is set to address multiple urban challenges, including better connectivity, reduced dependence on fossil fuels, and improved living standards for millions.

Key Initiatives in the Union Budget 2025-26: EDUCATION

February 04th, 06:31 pm

The Union Budget for 2025 introduces several initiatives aimed at transforming the educational landscape in India, with a particular focus on expanding opportunities for youth in the fields of technology, medicine, and innovation. These measures are introduced to equip the future workforce with the skills necessary to thrive in an increasingly digital and competitive global economy.

‘Prosperous Farmers, Self-Reliant India’ – PM Modi’s Transformative Efforts Driving New India Forward!

February 04th, 06:27 pm

India’s heart beats in its villages, and without rural prosperity, the dream of a developed India remains incomplete. With this vision, Prime Minister Narendra Modi has undertaken groundbreaking initiatives over the past decade to strengthen the rural economy, keeping farmers at the center. The recently announced budget reflects this commitment to agricultural and rural development.

Union Budget 2024-25: How It Will Transform the Lives of India’s Middle Class

February 04th, 06:24 pm

Finance Minister Nirmala Sitharaman’s Union Budget 2024-25 is a game-changer for India’s middle class, offering a mix of tax relief, job creation, affordable housing, and better access to healthcare and education. This budget is not just about numbers; it’s about empowering millions of middle-class families to achieve financial stability, improve their quality of life, and secure a brighter future.

India’s 2024-25 Budget: A Transformative Push for Tourism – Jobs, Infrastructure, and Global Appeal

February 04th, 06:20 pm

The Indian government’s 2024-25 budget has unveiled a bold roadmap to position tourism as a cornerstone of economic growth, employment, and cultural diplomacy. With a threefold increase in funding for the Tourism Ministry—rising from ₹850.36 crore (2023-24) to ₹2,541.06 crore—the budget signals a strong commitment to transforming India into a global tourism powerhouse. Here’s how these investments will reshape the sector and what they mean for citizens, businesses, and travelers.

Budget 2025-26: A Game Changer for Women’s Welfare and Empowerment

February 04th, 06:17 pm

The Union Budget 2025-26, presented by Finance Minister Nirmala Sitharaman, reflects a strong commitment to women's welfare, economic empowerment, and social upliftment. With a record allocation of ₹4.49 lakh crore towards gender-specific initiatives, marking a 37% increase from last year, this budget sets the stage for greater financial inclusion, entrepreneurship, and employment for women​.

ଏକ ବଜେଟ୍ ଯାହା ବିକଶିତ ଭାରତ ନିର୍ମାଣର ଆମର ସାମୂହିକ ସଂକଳ୍ପକୁ ଅଧିକ ଗତିଶୀଳ କରିବ : ପ୍ରଧାନମନ୍ତ୍ରୀ

February 01st, 05:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ବଜେଟ୍ ୨୦୨୫ର ପ୍ରଶଂସା କରି କହିଛନ୍ତି ଏହା ଭାରତର ପ୍ରଗତି ପାଇଁ ଗେମ୍ ଚେଞ୍ଜର୍ ହେବ । ବିକଶିତ ଭାରତ ଦିଗରେ ଦେଶର ଯାତ୍ରାକୁ ତ୍ୱାରାନ୍ୱିତ କରିବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି ।

କେନ୍ଦ୍ର ବଜେଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 01st, 03:00 pm

ଆଜି ଭାରତର ବିକାଶ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ! ଏହା 140 କୋଟି ଭାରତୀୟଙ୍କ ଆକାଂକ୍ଷାର ବଜେଟ୍, ପ୍ରତ୍ୟେକ ଭାରତୀୟଙ୍କ ସ୍ୱପ୍ନକୁ ପୂରଣ କରିବା ପାଇଁ ଏହା ଏକ ବଜେଟ୍। ଆମେ ଯୁବକମାନଙ୍କ ପାଇଁ ଅନେକ କ୍ଷେତ୍ର ଉନ୍ମୁକ୍ତ କରିଛୁ। ସାଧାରଣ ନାଗରିକ ବିକଶିତ ଭାରତର ଅଭିଯାନକୁ ଆଗେଇ ନେବାକୁ ଯାଉଛନ୍ତି। ଏହି ବଜେଟ୍ ବହୁ ଶକ୍ତି ଗୁଣକ। ଏହି ବଜେଟ୍ ସଞ୍ଚୟ ବୃଦ୍ଧି କରିବ, ନିବେଶ ବୃଦ୍ଧି କରିବ, ଉପଭୋଗ ବୃଦ୍ଧି କରିବ ଏବଂ ଅଭିବୃଦ୍ଧିକୁ ମଧ୍ୟ ତ୍ୱରାନ୍ୱିତ କରିବ। ମୁଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଜୀ ଏବଂ ତାଙ୍କ ସମଗ୍ର ଟିମକୁ ଏହି ଜନତା ଜନାର୍ଦନଙ୍କ ବଜେଟ୍, ପିପୁଲ୍ସ ବଜେଟ୍ ପାଇଁ ବହୁତ ବହୁତ ଅଭିନନ୍ଦନ ଜଣାଉଛି।

କେନ୍ଦ୍ର ବଜେଟ୍ ୨୦୨୫-୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ

February 01st, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୫-୨୬ ଉପରେ ନିଜର ମନ୍ତବ୍ୟ ଦେଇଛନ୍ତି। ଆଜି ଭାରତର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟକୁ ଚିହ୍ନିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ବଜେଟରେ ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ପ୍ରତିଫଳିତ ହୋଇଛି ଏବଂ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣ ହୋଇଛି। ସେ ଦର୍ଶାଇଛନ୍ତି ଯେ ଯୁବକମାନଙ୍କ ପାଇଁ ବଜେଟରେ ଅନେକ କ୍ଷେତ୍ର ଓ ସୁଯୋଗ ଖୋଲାଯାଇଛି ଏବଂ ସାଧାରଣ ନାଗରିକଙ୍କୁ ଏହା ବିକଶିତ ଭାରତ ଯାତ୍ରାରେ ସାମିଲ କରିବ । ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ଯେ ଏହି ବଜେଟ୍ ହେଉଛି ଏକ ବୃହତ ଶକ୍ତି, ଯାହା ସଞ୍ଚୟ, ବିନିଯୋଗ, ବ୍ୟବହାର ଏବଂ ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବ। ସେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ତାଙ୍କ ଟିମ୍‍କୁ ଏହି ‘ଲୋକଙ୍କ ବଜେଟ୍’ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

The next 25 years will be dedicated to achieving a prosperous and Viksit Bharat: PM

January 31st, 10:30 am

PM Modi addressed the media before the 2025 Budget Session, emphasizing India’s journey towards becoming a developed nation by 2047. He highlighted the government’s mission-mode approach to development, focusing on innovation, inclusion, and investment. Stressing youth empowerment, he urged MPs to contribute to India’s growth. PM Modi also noted that, for the first time since 2014, no foreign interference has attempted to create disturbances before the session.