Prime Minister extends his best wishes to Shri Nitish Kumar upon his taking oath as Rajya Sabha MP

April 10th, 02:07 pm

PM Modi extended his heartiest congratulations and best wishes to Shri Nitish Kumar on the occasion of him taking oath as a Member of the Rajya Sabha. The PM remarked that Shri Nitish Kumar is one of the nation's most experienced leaders whose commitment to good governance and indelible contribution to Bihar's development are widely recognized. He noted that it is a pleasure to see him return to Parliament.

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ମୁକୁଲ ରାୟଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

February 23rd, 10:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ମୁକୁଲ୍ ରାୟଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ମୁକୁଲ ରାୟ ତାଙ୍କର ରାଜନୈତିକ ଅଭିଜ୍ଞତା ଏବଂ ସମାଜ ସେବା ପାଇଁ ସ୍ମରଣୀୟ ହୋଇ ରହିବେ।

୧୬ ଫେବୃଆରୀରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 15th, 02:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୬ ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଉଦ୍‌ଘାଟନ କରିବେ ।

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14th, 06:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ନୂତନ ଭାବେ ଘୋଷଣା ହୋଇଥିବା ଅମୃତ ଭାରତ ଟ୍ରେନ ସାରା ଦେଶରେ ଯାତ୍ରୀଙ୍କୁ ଆରାମଦାୟକ ସେବା ଯୋଗାଇ ଦେବା ସହିତ ରେଳ ଯୋଗାଯୋଗରେ ସୁଧାର ଆଣିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ପୂର୍ବତନ ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ ଶ୍ରୀ କବିନ୍ଦ୍ର ପୁରକାୟସ୍ଥ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

January 07th, 07:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ ଶ୍ରୀ କବିନ୍ଦ୍ର ପୁରକାୟସ୍ଥ ଜୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

December 22nd, 03:33 pm

ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

Prime Minister Condoles the Demise of Shri Shivraj Patil

December 12th, 10:26 am

Prime Minister Shri Narendra Modi today condoled the passing of Shri Shivraj Patil, describing him as an experienced leader who devoted his life to public service.

PM reaffirms commitment to furthering research and innovation ecosystems for the benefit of India’s youth

June 19th, 01:57 pm

Prime Minister Shri Narendra Modi today welcomed the QS World University Rankings 2026 as a testament to India’s growing stature in global education and research. He reaffirmed the government’s commitment to furthering research and innovation ecosystems for the benefit of India’s youth.

ରାଷ୍ଟ୍ରୀୟ ହଳଦୀବୋର୍ଡର ସ୍ଥାପନା ଅତ୍ୟନ୍ତ ପ୍ରସନ୍ନତାର ବିଷୟ, ବିଶେଷ କରି ଦେଶବ୍ୟାପୀ କଠିନ ପରିଶ୍ରମ କରୁଥିବା ଆମର ହଳଦୀ ଚାଷୀଙ୍କ ପାଇଁ: ପ୍ରଧାନମନ୍ତ୍ରୀ

January 14th, 04:51 pm

ରାଷ୍ଟ୍ରୀୟ ହଳଦୀ ବୋର୍ଡ (ନ୍ୟାସନାଲ ଟର୍ମେରିକ ବୋର୍ଡ)ର ସ୍ଥାପନାକୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି,ଏହା ନବାଚାର, ବୈଶ୍ୱିକ ପ୍ରୋତ୍ସାହନ ଏବଂ ଉତ୍ପାଦନ ଗୁଣବତ୍ତାକୁ ସୁନିଶ୍ଚିତ କରିବ ।

ବିକଶିତ ଭାରତ ଯୁବା ନେତା ଆଲୋଚନା ଆମ ଯୁବଶକ୍ତି, ସେମାନଙ୍କ ସ୍ୱପ୍ନ, ଦକ୍ଷତା ଏବଂ ଆକାଂକ୍ଷାରେ ଉତ୍ସାହ ଆଣିଛି: ପ୍ରଧାନମନ୍ତ୍ରୀ

January 10th, 07:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବିକଶିତ ଭାରତ ଯୁବା ନେତା ଆଲୋଚନା ଆମ ଯୁବଶକ୍ତି, ସେମାନଙ୍କ ସ୍ୱପ୍ନ, ଦକ୍ଷତା ଏବଂ ଆକାଂକ୍ଷାରେ ଉତ୍ସାହ ଆଣିଛି । ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି, ୨୦୨୫ ଜାନୁଆରୀ ୧୨ ତାରିଖରେ ଯୁବଶକ୍ତିଙ୍କ ସହ ଭାବ ବିନିମୟ କରିବାକୁ ସେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ କ୍ରିଷ୍ଟମାସ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

December 19th, 09:57 pm

କେନ୍ଦ୍ରମନ୍ତ୍ରୀ ଶ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ ଆଜି ଅନୁଷ୍ଠିତ କ୍ରିଷ୍ଟମାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବା ସହ ଖ୍ରୀଷ୍ଟିଆନ ସମୁଦାୟର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହ ଭାବ ବିନିମୟ କରିଥିଲେ ।

Union Minister Dharmendra Pradhan Slams Opposition-Ruled States for 'Betraying' Their Youth with Rising Unemployment

September 26th, 09:47 am

Union Minister Dharmendra Pradhan has strongly criticised the opposition-ruled states for their failure to address rising unemployment rates, particularly among the youth. Citing recent data from the Periodic Labour Force Survey (PLFS) covering the period from July 2023 to June 2024, Pradhan highlighted the glaring disparities in job creation in states led by opposition parties.

ଇଲେକ୍ଟ୍ରୋନିକ୍ସ ରପ୍ତାନିରେ ଭାରତର ଅଗ୍ରଗତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

August 05th, 03:30 pm

ଇଲେକ୍ଟ୍ରୋନିକ୍ସ ରପ୍ତାନି ଭାରତର ଅଗ୍ରଗତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି । ଇଲେକ୍ଟ୍ରୋନିକ୍ସ ରପ୍ତାନି ବିଶ୍ୱସ୍ତରରେ ଶୀର୍ଷ ୩ଟି ସ୍ଥାନ ମଧ୍ୟରେ ପହଞ୍ଚଛି । ଅଭିନବ ଯୁବ ଶକ୍ତିଙ୍କୁ ଶ୍ରୀ ମୋଦୀ ଏହାର ଶ୍ରେୟ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆଗାମୀ ଦିନରେ ଭାରତ ଏକ ଗତି ଜାରି ରଖିବାକୁ ପ୍ରତିଶ୍ରୁତିବଦ୍ଧ ।

Romba Nandri Chennai! Viksit Bharat Ambassador Chennai Meet Up A Huge Success

March 23rd, 01:00 pm

A 'Viksit Bharat Ambassador' Meet Up in Chennai was held on Friday, 22nd March 2024. The Viksit Bharat Ambassador or #VBA2024 meet-up, held at the prestigious YMCA Auditorium, brought together a perse audience of over 400 attendees, including professionals such as lawyers and engineers and enthusiastic students eager to contribute to the nation's growth.

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 12:00 pm

ପୋଙ୍ଗଲର ପବିତ୍ର ଦିନରେ ତାମିଲନାଡୁର ପ୍ରତ୍ୟେକ ଘରୁ ପୋଙ୍ଗଲ ଧାରା ପ୍ରବାହିତ ହୋଇଥାଏ । ମୁଁ କାମନା କରୁଛି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସନ୍ତୋଷର ଧାରା ନିରନ୍ତର ପ୍ରବାହିତ ହେଉ । ଗତକାଲି ଦେଶରେ ଲୋହରୀ ପର୍ବ ଧୁମଧାମରେ ପାଳିତ ହୋଇଥିଲା । ଆଜି କିଛି ଲୋକ ମକର ସଂକ୍ରାନ୍ତି-ଉତ୍ତରାୟଣ ପାଳନ କରୁଛନ୍ତି, କିଛି ଲୋକ ଆସନ୍ତାକାଲି ପାଳନ କରିବେ। ମାଘ ବିହୁ ପାଖେଇ ଆସୁଛି । ଏହି ପର୍ବ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

January 14th, 11:30 am

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପୋଙ୍ଗଲ ଅବସରରେ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ତାମିଲନାଡୁର ପ୍ରତ୍ୟେକ ଘରୁ ଉତ୍ସବର ଉତ୍ସାହ ଦେଖିବାକୁ ମିଳୁଛି। ସମସ୍ତ ନାଗରିକଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସନ୍ତୋଷର ଧାରାର ନିରନ୍ତର ପ୍ରବାହ ପାଇଁ ଶ୍ରୀ ମୋଦୀ କାମନା କରିଛନ୍ତି। ସେହିପରି ଗତକାଲି ହେଉଥିବା ଲୋହରୀ ଉତ୍ସବ, ଆଜି ମକର ଉତ୍ତରାୟଣର ପର୍ବ, ଆସନ୍ତାକାଲି ମକର ସଂକ୍ରାନ୍ତି ଏବଂ ଖୁବ୍ ଶୀଘ୍ର ମାଘ ବିହୁ ର ଶୁଭାରମ୍ଭ ହେବ ବୋଲି ସେ ଉଲ୍ଲେଖ କରିଥିଲେ। ଦେଶରେ ଚାଲିଥିବା ପର୍ବପର୍ବାଣୀ ପାଇଁ ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

୨୦୨୩-୨୪ରେ ଏପର୍ଯ୍ୟନ୍ତ ଦିଆଯାଇଥିବା ସର୍ବାଧିକ ପେଟେଣ୍ଟକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର

November 17th, 10:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩-୨୪ରେ ଏପର୍ଯ୍ୟନ୍ତ ଦିଆଯାଇଥିବା ସର୍ବାଧିକ ପେଟେଣ୍ଟ କୁ ସ୍ୱୀକାର କରିଛନ୍ତି ।

ବିଶିଷ୍ଟ ଅର୍ଥନୀତିଜ୍ଞ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରଫେସର ୱାଇକେ ଅଲଗଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

December 06th, 08:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଅର୍ଥନୀତିଜ୍ଞ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରଫେସର ୱାଇକେ ଅଲଗଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଆଇନ ମନ୍ତ୍ରୀ ଓ ସଚିବଙ୍କ ସର୍ବଭାରତୀୟ ସମ୍ମିଳନୀର ଉଦଘାଟନ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 15th, 12:42 pm

ଦେଶର ଏବଂ ସମସ୍ତ ରାଜ୍ୟଗୁଡ଼ିକର ଆଇନମନ୍ତ୍ରୀ ଏବଂ ସଚିବମାନଙ୍କର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ, ଷ୍ଟାଚ୍ୟୁ ଅଫ ୟୁନିଟିର ଭବ୍ୟତା ମଧ୍ୟରେ ହେଉଛି । ଆଜି ଯେତେବେଳେ ଦେଶ ଆଜାଦୀର ଅମୃତ ମହୋତ୍ସବ ପାଳନ କରୁଛି, ସେତେବେଳେ ଜନହିତକୁ ନେଇ ସର୍ଦ୍ଦାର ପଟେଲଙ୍କର ପ୍ରେରଣା, ଆମକୁ ସଠିକ ଦିଗରେ ମଧ୍ୟ ନେଇଯିବ ଆଉ ଆମକୁ ଲକ୍ଷ୍ୟସ୍ଥଳ ପର୍ଯ୍ୟନ୍ତ ପହଂଚାଇବ।

ସର୍ବଭାରତୀୟ ଆଇନ ମନ୍ତ୍ରୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 15th, 12:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ବଭାରତୀୟ ଆଇନ ମନ୍ତ୍ରୀ ଓ ଆଇନ ସଚିବଙ୍କ ସମ୍ମିଳନୀରେ ଆଜି ଭିଡିଓ ବାର୍ତ୍ତା ଜରିଆରେ ଉଦବୋଧନ ଦେଇଛନ୍ତି ।