The courage, confidence and innovation of startups are shaping India's future: PM Modi
January 16th, 01:30 pm
On the occasion of National Startup Day, PM Modi addressed a programme marking a decade of the Startup India initiative in New Delhi. Highlighting the significant rise in the number of startups and unicorns over the past decade, the PM noted the growing participation of women in the startups. As India is set to host the AI Impact Summit in February 2026, the PM remarked that it presents a great opportunity for the youth and urged them to work hard and innovate.ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:20 pm
ସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତିନାମା ସମ୍ପନ୍ନ ହୋଇଛି ।ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥିବା ବିଶ୍ୱସ୍ତରୀୟ ସମ୍ମିଳନୀ ୱେବ୍ସର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
February 07th, 11:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ୱେବ୍ସ (ଢବ୍ଲ୍ୟୁଏଭିଇଏସ୍) ର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କରିଥିଲେ । ୱେବ୍ସ ହେଉଛି ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ ଯାହା ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥାଏ ।ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଶ୍ରୀ ସନାତନ ଧର୍ମ ଆଲାୟମର ମହା କୁମ୍ଭ - ଅଭିଷେକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 02nd, 02:45 pm
ହାରୋହରାର ମହାମହିମ ରାଷ୍ଟ୍ରପତି ପ୍ରବୋଓ, ମୁରୁଗାନ୍ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ପା ହାସିମ, ପରିଚାଳନା ଟ୍ରଷ୍ଟି ଡକ୍ଟର କୋବାଲନ, ତାମିଲନାଡୁ-ଇଣ୍ଡୋନେସିଆର ମାନ୍ୟଗଣ୍ୟ ବ୍ୟକ୍ତି, ପୁରୋହିତ ଏବଂ ଆଚାର୍ଯ୍ୟଗଣ, ଭାରତୀୟ ଡିଆପୋରାର ସଦସ୍ୟ, ଇଣ୍ଡୋନେସିଆ ଏବଂ ଅନ୍ୟ ଦେଶର ସମସ୍ତ ବନ୍ଧୁ,.ସମସ୍ତ କାରିଗର ଭାଇମାନେ ଯେଉଁମାନେ ଈଶ୍ୱରୀୟ ତଥା ଏହି ଦିବ୍ୟ ମନ୍ଦିରର ନିର୍ମାଣକୁ ବାସ୍ତବ ରୂପ ଦେଇଛନ୍ତି।ଇଣ୍ଡୋନେସିଆର ଜାକର୍ତ୍ତାରେ ଶ୍ରୀ ସନାତନ ଧର୍ମ ଆଳୟମର ମହା କୁମ୍ବାଭିଷେଗମ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
February 02nd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଇଣ୍ଡୋନେସିଆର ଜାକର୍ତ୍ତାରେ ଶ୍ରୀ ସନାତନ ଧର୍ମ ଆଳୟମର ମହା କୁମ୍ବାଭିଷେଗମ ସମୟରେ ତାଙ୍କର ବକ୍ତବ୍ୟ ରଖିଛନ୍ତି। ସେ ଏହି ଅବସରରେ ଇଣ୍ଡୋନେସିଆର ମହାମହିମ ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ, ମୁରୁଗାନ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ପା ହାସିମ, ପରିଚାଳନା ଟ୍ରଷ୍ଟି ଡକ୍ଟର କୋବାଲାନ, ତାମିଲନାଡୁ ଏବଂ ଇଣ୍ଡୋନେସିଆର ଗଣମାନ୍ୟ ବ୍ୟକ୍ତି, ପୁରୋହିତ ଏବଂ ଆଚାର୍ଯ୍ୟ, ଭାରତୀୟ ପ୍ରବାସୀ ସଦସ୍ୟ, ଇଣ୍ଡୋନେସିଆ ଏବଂ ଅନ୍ୟାନ୍ୟ ରାଷ୍ଟ୍ରର ସମସ୍ତ ନାଗରିକ ଯେଉଁମାନେ ଏହି ପବିତ୍ର ଅବସରରେ ଅଂଶ ଗ୍ରହଣ କରିଥିଲେ, ଏବଂ ଏହି ଦିବ୍ୟ ଓ ଭବ୍ୟ ମନ୍ଦିରକୁ ବାସ୍ତବରେ ପରିଣତ କରିଥିବା ସମସ୍ତ ପ୍ରତିଭାବାନ କଳାକାରଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।ୟୁନିଟି ଇନ କ୍ରିଏଟିଭିଟି ପ୍ରତିଯୋଗିତାର ବିଜେତାଙ୍କ ସହ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
February 08th, 09:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ବର୍ଷର ଆଜାଦି କା ଅମୃତ ମହୋତ୍ସବ ଅନ୍ତର୍ଗତ ଆୟୋଜିତ ୟୁନିଟି ଇନ କ୍ରିଏଟିଭିଟି ପ୍ରତିଯୋଗିତାର ବିଜେତାମାନଙ୍କ ସହ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।