Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।Cabinet approves Uttar Poorva Transformative Industrialization Scheme, 2024
March 07th, 11:18 pm
The Union Cabinet chaired by Prime Minister Shri Narendra Modi approved the proposal of the Ministry of Commerce and Industry, Department for Promotion of Industry and Internal Trade for Uttar Poorva Transformative Industrialization Scheme, 2024 (UNNATI – 2024) for a period of 10 years from the date of notification along with 8 years for committed liabilities at a total cost of Rs.10,037 crore.