ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୪ ପ୍ରତିଯୋଗିତାରେ ବ୍ରୋଞ୍ଜ ଜିତିଥିବା ଉନ୍ନି ରେନୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 23rd, 06:57 pm
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୪ ପ୍ରତିଯୋଗିତାରେ ବ୍ରୋଞ୍ଜ ଜିତିଥିବା ଉନ୍ନି ରେନୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।