Cabinet approves extension corridor from Noida Sector 142 to Botanical Garden (Noida) for a length of 11.56 Km with 8 stations
February 14th, 01:08 pm
The Union Cabinet, chaired by PM Modi, has approved the Extension Corridor from Noida Sector 142 to Botanical Garden (Noida) of the Noida Metro Rail Project, covering a length of 11.56 km with 8 elevated stations. The project will enhance connectivity, stimulate economic activity and ease urban mobility for both residents and commuters, while significantly reducing carbon emissions.ସେପ୍ଟେମ୍ବର ୨୦ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 19th, 05:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୦ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ସେ ‘ସମୁଦ୍ର ସେ ସମୃଦ୍ଧି’ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଭାଭନଗରରେ ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ୩୪,୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 17th, 11:00 am
ଗତଥର ଯେତେବେଳେ ମୁଁ ଆପଣମାନଙ୍କ ମଧ୍ୟକୁ ଆସିଥିଲି, ସେତେବେଳେ ଲୋକସଭା ନିର୍ବାଚନ ଆଉ ଦୂରରେ ନଥିଲା। ସେହି ସମୟରେ ମୁଁ ଆପଣମାନଙ୍କ ବିଶ୍ୱାସ ଯୋଗୁଁ କହିଥିଲି ଯେ ପରବର୍ତ୍ତୀ ସମୟରେ ମଧ୍ୟ ମୁଁ ନିଶ୍ଚିତ ଭାବେ ଇଣ୍ଡିଆ ମୋବିଲିଟି ଏକ୍ସପୋକୁ ଆସିବି । ଦେଶ ତୃତୀୟ ଥର ପାଇଁ ଆମକୁ ଆଶୀର୍ବାଦ ଦେଇଛି, ଆପଣମାନେ ପୁଣି ଥରେ ମୋତେ ଏଠାକୁ ଡାକିଛନ୍ତି, ମୁଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି ।ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 17th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତର ସର୍ବବୃହତ ମୋବିଲିଟି ଏକ୍ସପୋ ‘ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ -୨୦୨୫’କୁ ଉଦଘାଟନ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କ୍ରମାଗତଭାବେ ତୃତୀୟଥର ପାଇଁ ସରକାର ଗଠନ ଲାଗି ନିର୍ବାଚିତ ହୋଇଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଚଳିତ ବର୍ଷ ଜାତୀୟ ରାଜଧାନୀ ଅଞ୍ଚଳର ଆଉ ଦୁଇଟି ସ୍ଥାନକୁ ଏହି ପ୍ରଦର୍ଶନୀର କାୟା ବିସ୍ତାର ହୋଇଥିବା ଉଲ୍ଲେଖ କରି ସେ ଏହି ବର୍ଷର ମୋବିଲିଟି ଏକ୍ସପୋକୁ ବହୁତ ବଡ଼ ଆକାର ନେଇଥିବା କହିଛନ୍ତି। ଗତବର୍ଷ ଏହି ପ୍ରଦର୍ଶନୀରେ ୮୦୦ରୁ ଅଧିକ ପ୍ରଦର୍ଶକ ଏବଂ ଦେଢ଼ ଲକ୍ଷରୁ ଅଧିକ ଦର୍ଶକ ଆସିଥିଲେ। ଏଥର ଏଠାରେ ଦର୍ଶକଙ୍କ ସଂଖ୍ୟା ଆହୁରି ବଢ଼ିବ ବୋଲି ଆଶା କରାଯାଇଛି। ଚଳିତ ପ୍ରଦର୍ଶନୀ ସମୟରେ ଅର୍ଥାତ ଆସନ୍ତା ୫ ଦିନ ମଧ୍ୟରେ ଅନେକ ନୂଆ ଯାନ ଏଠାରେ ଉନ୍ମୋଚନ କରାଯିବ ଏବଂ ଏଥିରେ ବହୁ ପ୍ରତିନିଧି ଯୋଗ ଦେବେ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି। ଏହି ଅବିବୃଦ୍ଧି ଭାରତରେ ଯାତାୟାତ କ୍ଷେତ୍ରର ଭବିଷ୍ୟତ ସହ ଜଡ଼ିତ ବହୁତ ସକାରାତ୍ମକ ଦିଗକୁ ଦର୍ଶାଉଛି ବୋଲି ସେ ମତ ରଖିଛନ୍ତି। । କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶନୀ ପରିଦର୍ଶନ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଭାରତର ଅଟୋମୋବାଇଲ ଶିଳ୍ପ ଚମତ୍କାର ସୃଷ୍ଟି ସହ ଭବିଷ୍ୟତ ପାଇଁ ପ୍ରସ୍ତୁତ ରହିଛି। ସେ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।PM chairs 45th PRAGATI Interaction
December 26th, 07:39 pm
PM Modi chaired the meeting of the 45th edition of PRAGATI. In the meeting, eight significant projects were reviewed, which included six Metro Projects of Urban Transport and one project each relating to Road connectivity and Thermal power. The combined cost of these projects, spread across different States/UTs, is more than Rs. 1 lakh crore.