ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

May 19th, 01:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

From Gangotri to Gangasagar… the lotus is blooming everywhere: PM Modi from BJP HQ

May 04th, 07:01 pm

PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.

PM Modi addresses at the BJP HQ after sweeping victories across states

May 04th, 07:00 pm

PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଠାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

April 23rd, 07:24 pm

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଶ୍ରୀ କେଦାରନାଥ ଧାମର ଉଦଘାଟନ ଏବଂ ଚାରିଧାମ ଯାତ୍ରାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

April 22nd, 11:28 am

ପ୍ରଧାନମନ୍ତ୍ରୀ ଆଜି ଦେବଭୂମି ଉତ୍ତରାଖଣ୍ଡରେ ଶ୍ରୀ କେଦାରନାଥ ଧାମର ଦ୍ୱାର ଖୋଲିବା ଏବଂ ଚଳିତ ବର୍ଷର ଚାରଧାମ ଯାତ୍ରା ଆରମ୍ଭ ହେବାର ପବିତ୍ର ଅବସରରେ ଗଭୀର ଶ୍ରଦ୍ଧା ପ୍ରକାଶ କରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ଯାତ୍ରା ପାଇଁ ଉତ୍ତରାଖଣ୍ଡକୁ ଆସୁଥିବା ସମସ୍ତ ଭକ୍ତଙ୍କୁ ଏକ ଚିଠି ମାଧ୍ୟମରେ ତାଙ୍କର ହୃଦୟସ୍ପର୍ଶୀ ଭାବନା ବାଣ୍ଟିଥିଲେ ଏବଂ ସେମାନଙ୍କ ମଙ୍ଗଳ ପାଇଁ ତାଙ୍କର ଶୁଭକାମନା ଏବଂ ପ୍ରାର୍ଥନା ଜଣାଇଥିଲେ।

The Dehradun-Delhi Economic Corridor will transform the entire region: PM Modi in Uttarakhand

April 14th, 01:25 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

Prime Minister Shri Narendra Modi inaugurates Delhi–Dehradun Economic Corridor

April 14th, 01:20 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

ଅପ୍ରେଲ ୧୪ରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

April 13th, 04:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଏପ୍ରିଲ୍, ୨୦୨୬ରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ଗସ୍ତ କରିବେ। ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ସହାରନପୁରରେ ଦିଲ୍ଲୀ-ଡେରାଡୁନ୍ ଅର୍ଥନୈତିକ କରିଡର ବନ୍ୟପ୍ରାଣୀ କରିଡରର ଉଚ୍ଚ ଅଂଶ ସମୀକ୍ଷା କରିବେ। ପ୍ରାୟ ୧୧:୪୦ ସମୟରେ, ପ୍ରଧାନମନ୍ତ୍ରୀ ଡେରାଡୁନ୍ ନିକଟସ୍ଥ ଜୟ ମା' ଦାତ କାଳୀ ମନ୍ଦିର ପରିଦର୍ଶନ ଏବଂ ପୂଜା କରିବେ। ଏହା ପରେ, ପ୍ରାୟ ୧୨:୩୦ ସମୟରେ, ପ୍ରଧାନମନ୍ତ୍ରୀ ଡେରାଡୁନ୍ରେ ଏକ ସାଧାରଣ କାର୍ଯ୍ୟକ୍ରମରେ ଦିଲ୍ଲୀ-ଡେରାଡୁନ୍ ଅର୍ଥନୈତିକ କରିଡରର ଉଦଘାଟନ କରିବେ ଏବଂ ସମାବେଶକୁ ସମ୍ବୋଧିତ କରିବେ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡର ରାଜ୍ୟପାଳ

April 08th, 06:41 pm

ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

Prime Minister condoles the loss of lives due to a bus mishap in the Almora district of Uttarakhand

December 30th, 12:37 pm

Prime Minister Shri Narendra Modi today condoled the loss of lives due to a bus mishap in the Almora district of Uttarakhand.

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 09th, 01:00 pm

ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 09th, 12:30 pm

ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।

ରାଜ୍ୟ ପ୍ରତିଷ୍ଠାର ୨୫ତମ ବାର୍ଷିକୀ ଅବସରରେ ଉତ୍ତରାଖଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 09th, 09:05 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ରାଜ୍ୟ ପ୍ରତିଷ୍ଠାର ୨୫ତମ ବାର୍ଷିକୀ ଅବସରରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରକୃତିର କୋଳରେ ବାସ କରୁଥିବା ଆମର ଏହି ଦିବ୍ୟ ଭୂମି ଆଜି ପର୍ଯ୍ୟଟନ ସହିତ ପ୍ରତ୍ୟେକ କ୍ଷେତ୍ରରେ ପ୍ରଗତିର ଏକ ନୂତନ ଗତି ହାସଲ କରୁଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।

ନଭେମ୍ବର ୯ରେ ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ

November 08th, 09:26 am

କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ୮,୧୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ମଧ୍ୟରେ ସେ ୯୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ଏବଂ ୭,୨୧୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପ ଗୁଡ଼ିକ ପାନୀୟଜଳ, ଜଳସେଚନ, ବୈଷୟିକ ଶିକ୍ଷା, ଶକ୍ତି, ସହରାଞ୍ଚଳ ବିକାଶ, କ୍ରୀଡ଼ା ଏବଂ କୌଶଳ ବିକାଶ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ।

ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 11th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ୨୦୨୫ରେ ଡେରାଡୁନ ଗସ୍ତ କରି, ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା, ବାଦଲଫଟା ବର୍ଷା ଏବଂ ଭୂସ୍ଖଳନରେ ସୃଷ୍ଟିତ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି।

୧୧ ସେପ୍ଟେମ୍ବର: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ-ଉତ୍ତରାଖଣ୍ଡ ଗସ୍ତ

September 10th, 01:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୧ ତାରିଖରେ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ ।

ଉତ୍ତରକାଶୀର ଧରାଲିରେ ହୋଇଥିବା ଦୁଃଖଦ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 05th, 04:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରକାଶୀର ଧରାଲିରେ ଘଟିଥିବା ଦୁଃଖଦ ଘଟଣାରେ ପ୍ରଭାବିତ ଲୋକଙ୍କ ପ୍ରତି ସବବେଦନା ଜଣାଇଛନ୍ତି । ସେ ଏହି ଘଟଣାରେ ପ୍ରଭାବିତ ସମସ୍ତ ଲୋକଙ୍କ ମଙ୍ଗଳ କାମନା କରିଛନ୍ତି ।

ଉତ୍ତରାଖଣ୍ଡର ହରିଦ୍ୱାରରେ ଦଳାଚକଟାରେ ଜୀବନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

July 27th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ।

2047 ରେ ବିକଶିତ ଭାରତର ମାର୍ଗ ଆତ୍ମନିର୍ଭରଶୀଳତା ମାଧ୍ୟମରେ ଯାଇଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆଉ ଥରେ ଦେଶର ସଫଳତା ଏବଂ ଦେଶବାସୀଙ୍କ ଉପଲବ୍ଧି ବିଷୟରେ କଥା ହେବା । ଗତ କିଛି ସପ୍ତାହରେ କ୍ରୀଡ଼ା ହେଉ, ବିଜ୍ଞାନ ହେଉ କିମ୍ବା ସଂସ୍କୃତି ହେଉ, ବହୁତ କିଛି ଏମିତି ହୋଇଛି, ଯାହା ଉପରେ ପ୍ରତ୍ୟେକ ଭାରତବାସୀ ଗର୍ବିତ । ଏବେ ନିକଟରେ ଶୁଭାଂଶୁ ଶୁକ୍ଳାଙ୍କ ମହାକାଶରୁ ଫେରିବାକୁ ନେଇ ଦେଶରେ ବହୁତ ଚର୍ଚ୍ଚା ହେଲା । ଶୁଭାଂଶୁ ଯେମିତି ପୃଥିବୀପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇଲେ, ଲୋକେ ଉତ୍ସାହିତ ହୋଇଉଠିଲେ । ପ୍ରତ୍ୟେକ ହୃଦୟରେ ଖୁସିର ଲହରି ଖେଳିଗଲା । ସମଗ୍ର ଦେଶ ଗର୍ବରେ ପରିପୂର୍ଣ୍ଣ ହୋଇଗଲା । ମୋର ମନେଅଛି, ଯେତେବେଳେ ଅଗଷ୍ଟ ୨୦୨୩ରେ ଚନ୍ଦ୍ରଯାନ-୩ର ସଫଳ ଅବତରଣ ହୋଇଥିଲା, ସେତେବେଳେ ଦେଶରେ ଗୋଟିଏ ନୂଆ ବାତାବରଣ ସୃଷ୍ଟି ହୋଇଥିଲା । ବିଜ୍ଞାନକୁ ନେଇ, ମହାକାଶକୁ ନେଇ ପିଲାମାନଙ୍କ ମନରେ ଏକ ନୂଆ ଜିଜ୍ଞାସା ମଧ୍ୟ ଜାଗ୍ରତ ହୋଇଥିଲା । ଏବେ ଛୋଟ ଛୋଟ ପିଲାମାନେ କହୁଛନ୍ତି, ଆମେ ବି ମହାକାଶକୁ ଯିବୁ । ଆମେ ବି ଚନ୍ଦ୍ରପୃଷ୍ଠରେ ଓହ୍ଲାଇବୁ – ମହାକାଶ ବିଜ୍ଞାନୀ ହେବୁ ।

ଉତ୍ତରାଖଣ୍ଡର ପିଥୋରାଗଡ଼ରେ ସଡ଼କ ଦୁର୍ଘଟଣାରେ ଜୀବନହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

July 15th, 10:02 pm

ଉତ୍ତରାଖଣ୍ଡର ପିଥୋରାଗଡ଼ରେ ଏକ ସଡ଼କ ଦୁର୍ଘଟଣାରେ ଜୀବନହାନୀ ପାଇଁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫ ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।