While building a healthy planet, let us ensure that no one is left behind: PM Modi at World Health Assembly

May 20th, 04:42 pm

PM Modi addressed the 78th World Health Assembly, aligning India’s vision with One World for Health. He showcased India’s scalable health models like Ayushman Bharat, tech-driven solutions, and affordable access initiatives. Encouraging inclusion, collaboration and holistic well-being, he called for united global action to ensure no one is left behind.

ଜେନେଭାରେ ଅନୁଷ୍ଠିତ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶର ୭୮ ତମ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 20th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେନେଭାରେ ଅନୁଷ୍ଠିତ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶର ୭୮ତମ ଅଧିବେଶନକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ସେ ସମସ୍ତ ଉପସ୍ଥିତ ଲୋକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ, ଏହି ବର୍ଷର ବିଷୟବସ୍ତୁ 'ସ୍ୱାସ୍ଥ୍ୟ ପାଇଁ ଗୋଟିଏ ବିଶ୍ୱ' ଉପରେ ଆଲୋକପାତ କରିଥିଲେ ଏବଂ ଏହା ବିଶ୍ୱ ସ୍ୱାସ୍ଥ୍ୟ ପାଇଁ ଭାରତର ଦୃଷ୍ଟିକୋଣ ସହିତ ସମନ୍ୱିତ ବୋଲି ଗୁରୁତ୍ୱାରୋପ କରିଥିଲେ। ସେ ୨୦୨୩ ବିଶ୍ୱ ସ୍ୱାସ୍ଥ୍ୟ ସମାବେଶରେ ତାଙ୍କର ଅଭିଭାଷଣକୁ ମନେ ପକାଇଥିଲେ, ଯେଉଁଠାରେ ସେ 'ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ' ବିଷୟରେ ଉଲ୍ଲେଖ କରିଥିଲେ। ସେ ମତ ଦେଇଥିଲେ ଯେ , ଏକ ସୁସ୍ଥ ବିଶ୍ୱର ଭବିଷ୍ୟତ ଅନ୍ତର୍ଭୁକ୍ତିକରଣ, ଏକ ସମନ୍ୱିତ ଦୃଷ୍ଟିକୋଣ ଏବଂ ସହଯୋଗ ଉପରେ ନିର୍ଭର କରେ।

ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 08:00 pm

ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

Developing villages is the first step toward building a Viksit Bharat: PM Modi during Bavaliyali Dham programme

March 20th, 04:35 pm

PM Modi delivered his remarks during Bavaliyali Dham programme related to the Bharwad Samaj of Gujarat via video message. He extended his heartfelt greetings to Mahant Shri Ram Bapu ji, the community leaders, and the devotees. PM highlighted his long-standing connection with the Bharwad community and Bavaliyali Dham, lauding the community's dedication to service. He emphasized the importance of preserving indigenous cattle breeds and highlighted the National Gokul Mission.

ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 20th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭରୱାଡ ସମାଜ ସହ ଜଡ଼ିତ ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ମହନ୍ତ ଶ୍ରୀ ରାମ ବାପୁ ଜୀ, ସମ୍ପ୍ରଦାୟର ମୁଖ୍ୟମାନଙ୍କୁ ଏବଂ ଉପସ୍ଥିତ ହଜାର ହଜାର ଭକ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ। ସେ ଭରୱାଡ ସମ୍ପ୍ରଦାୟର ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଶ୍ରଦ୍ଧେୟ ସନ୍ଥ ଏବଂ ମହନ୍ତମାନଙ୍କୁ ସମ୍ମାନପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ବକ୍ତବ୍ୟ ଆରମ୍ଭ କରିଥିଲେ। ଐତିହାସିକ ମହାକୁମ୍ଭ ସହିତ ଜଡ଼ିତ ଅପାର ଆନନ୍ଦ ଏବଂ ଗର୍ବ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ଏହି ପବିତ୍ର କାର୍ଯ୍ୟକ୍ରମ ସମୟରେ ମହନ୍ତ ଶ୍ରୀ ରାମ ବାପୁ ଜୀଙ୍କୁ ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯିବାର ଗୁରୁତ୍ୱପୂର୍ଣ୍ଣ ଅବସରରେ ମନ୍ତବ୍ୟ ଦେଇ ଏହାକୁ ଏକ ସ୍ମାରକୀ ସଫଳତା ଏବଂ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ସମୟ ବୋଲି କହିଛନ୍ତି। ସେ ମହନ୍ତ ଶ୍ରୀ ରାମ ବାପୁ ଜୀ ଏବଂ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କ ଅବଦାନ ଏବଂ ସଫଳତାକୁ ପାଳନ କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ।