ବିଟିଂ ରିଟ୍ରିଟ୍ ୨୦୨୬ର ଝଲକ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
January 29th, 04:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଟିଂ ରିଟ୍ରିଟ୍ ୨୦୨୬ର ଝଲକ ସେୟାର କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ବିଭିନ୍ନ ବ୍ୟାଣ୍ଡର ପ୍ରଦର୍ଶନ ସ୍ମରଣୀୟ ଥିଲା।ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 04:00 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍ସିସି ଏବଂ ଏନ୍ଏସ୍ଏସ୍ କ୍ୟାଡେଟ୍, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍ସିସି, ଏନ୍ଏସ୍ଏସ୍ କ୍ୟାଡେଟ୍, ଟାବ୍ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।ରୋଜଗାର ମେଳା ଅଧୀନରେ ନିଯୁକ୍ତି ପତ୍ର ବଣ୍ଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର
January 24th, 11:30 am
୨୦୨୬ ବର୍ଷ ଆରମ୍ଭ ଆମ ଜୀବନରେ ନୂଆ ଆନନ୍ଦର ଅୟମାରମ୍ଭ । ଏହାସହ ଗତକାଲି ବସନ୍ତ ପଞ୍ଚମୀ ସରିବା ପରେ ଆପଣମାନଙ୍କ ଜୀବନରେ ଏକ ନୂଆ ବସନ୍ତ ଆସିଛି । ସମ୍ବିଧାନ ପ୍ରତି ଆପଣମାନଙ୍କ କର୍ତ୍ତବ୍ୟବୋଧତା ବି ଏହି ସମୟ ସୂଚିତ କରୁଛି । କାକତାଳୀୟ ନ୍ୟାୟରେ ଏବେ ଦେଶରେ ସାଧାରଣତନ୍ତ୍ର ଦିବସର ମାହୋଲ ରହିଛି । ଗତକାଲି ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷଙ୍କ ଜୟନ୍ତୀରେ ଆମେ ପରାକ୍ରମ ଦିବସ ପାଳନ କରିଛେ । ଆସନ୍ତାକାଲି ଜାନୁୟାରୀ ୨୫ ତାରିଖରେ ଆମେ ଜାତୀୟ ମତଦାତା ଦିବସ ପାଳନ କରିବାକୁ ଯାଉଛେ । ତାପରେ ଜାନୁୟାରୀ ୨୬ରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରିବା । ଆଜି ମଧ୍ୟ ଏକ ସ୍ୱତନ୍ତ୍ର ଦିବସ । ଆଜିର ଦିନରେ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଓ ବନ୍ଦେ ମାତରମକୁ ଜାତୀୟ ଗୀତ ଭାବେ ସମ୍ବିଧାନ ଗ୍ରହଣ କରିଥିଲା । ଏହି ମହତ୍ୱପୂର୍ଣ୍ଣ ଦିନରେ ୬୧ ହଜାରରୁ ଊର୍ଦ୍ଧ୍ୱ ଯୁବକ ସେମାନଙ୍କର ନୂଆ ଜୀବନ ଆରମ୍ଭ କରିଛନ୍ତି ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଲୋକଙ୍କ ଜୀବନରେ ନୂଆ ଆନନ୍ଦ ଆଣି ବର୍ଷ ୨୦୨୬ ଆରମ୍ଭ ହୋଇଛି । ଏହା ସହିତ ନାଗରିକଙ୍କୁ ସେମାନଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ସହ ମଧ୍ୟ ଯୋଡ଼ିଛି। ଏହି ସମୟ ଗଣତନ୍ତ୍ର ଦିବସ ପରି ମହାନ ସମାରୋହ ସହ ମେଳ ଖାଉଛି। ସେ କହିଥିଲେ ଯେ, ୨୩ ଜାନୁଆରୀ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଦେଶ ପରାକ୍ରମ ଦିବସ ପାଳନ କରିଥିଲା, ୨୫ ଜାନୁଆରୀରେ ଦେଶ ଜାତୀୟ ଭୋଟର ଦିବସ ପାଳନ କରିବ ଓ ତା’ ପରଦିନ ଗଣତନ୍ତ୍ର ଦିବସ ପାଳନ କରାଯିବ। ଆଜି ଦିନଟି ମଧ୍ୟ ଗୁରୁତ୍ବପୂର୍ଣ୍ଣ କାରଣ ଆଜି ସମ୍ବିଧାନ ‘ଜନ ଗଣ ମନ’କୁ ଜାତୀୟ ସଂଗୀତ ଓ ‘ବନ୍ଦେ ମାତରମ୍’କୁ ଜାତୀୟ ଗୀତ ମାନ୍ୟତା ପ୍ରଦାନ କରିଥିଲା। ଆଜିର ଦିନରେ ପ୍ରାୟ ୬୧ ହଜାର ଯୁବକଯୁବତୀ ସରକାରୀ ସେବା ପାଇଁ ନିଯୁକ୍ତିପତ୍ର ଗ୍ରହଣ ସହ ନିଜ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କରୁଛନ୍ତି। ଶ୍ରୀ ମୋଦୀ ଏସବୁ ନିଯୁକ୍ତି ପତ୍ରକୁ ରାଷ୍ଟ୍ରନିର୍ମାଣ ଲାଗି ଏକ ଆମନ୍ତ୍ରଣ ଓ ବିକଶିତ ଭାରତ ନିର୍ମାଣ ଲାଗି ଏକ ଶପଥପତ୍ର ଭାବେ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ଏମାନଙ୍କ ମଧ୍ୟରୁ କିଛି ଜାତୀୟ ସୁରକ୍ଷାକୁ ସୁଦୃଢ କରିବେ, ଶିକ୍ଷା ଓ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବେ, ଆର୍ଥିକ ସେବାକୁ ସଦୃଢ କରିବେ ଏବଂ ଶକ୍ତି ନିରାପତ୍ତା ସୁନିଶ୍ଚିତ କରି ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ସମସ୍ତ ଯୁବଜନତାଙ୍କୁ ସେ ନିଜର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।The greatest pride of my life is that I am a karyakarta of the Bharatiya Janata Party: PM Modi at BJP HQ
January 20th, 11:16 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”PM Modi addresses BJP karyakartas at felicitation of New Party President
January 20th, 11:15 am
Prime Minister Narendra Modi today addressed party leaders and karyakartas during the felicitation ceremony of the newly elected BJP President, Nitin Nabin, at the party headquarters in New Delhi. Congratulating Nitin Nabin, the Prime Minister said, “The organisational election process reflects the BJP’s commitment to internal democracy, discipline and a karyakarta-centric culture. I congratulate karyakartas across the country for strengthening this democratic exercise.”Ending TMC’s Maha Jungle Raj and bringing BJP’s good governance is essential: PM Modi in Singur, West Bengal
January 18th, 03:35 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”PM Modi addresses a massive public rally in Singur, Hooghly, West Bengal
January 18th, 03:32 pm
PM Modi addressed a massive public rally in Singur, Hooghly, where he said the overwhelming public enthusiasm reflected Bengal’s resolve for real poriborton and an end to 15 years of what he termed as Maha Jungle Raj. Calling upon the people to take a pledge for change, he led the crowd in the slogan, “Paltaano Dorkar… Chai BJP Shorkar.”The cruel TMC government does not allow central schemes to reach West Bengal: PM Modi in Malda
January 17th, 03:00 pm
Prime Minister Narendra Modi today addressed a massive public rally in Malda, West Bengal, highlighting the pivotal role of Eastern India in shaping a Viksit Bharat by 2047. He underscored that Eastern India was long shackled by those who thrived on pisive politics, whereas the BJP has freed the region from such constraints.PM Modi draws huge crowd at Malda Rally in West Bengal
January 17th, 02:34 pm
Prime Minister Narendra Modi today addressed a massive public rally in Malda, West Bengal, highlighting the pivotal role of Eastern India in shaping a Viksit Bharat by 2047. He underscored that Eastern India was long shackled by those who thrived on pisive politics, whereas the BJP has freed the region from such constraints.'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।West Bengal must be freed from TMC’s Maha Jungle Raj: PM Modi at Nadia virtual rally
December 20th, 01:55 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.PM Modi addresses a public rally virtually in Nadia, West Bengal
December 20th, 01:53 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ଦୃଷ୍ଟିହୀନ ମହିଳା ଟି୨୦ ବିଶ୍ୱକପ୍ ଚାମ୍ପିଅନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତବିନିମୟ
November 28th, 10:15 am
ମହାଶୟ, ଆପଣ କିପରି ଜାଣିଲେ ଯେ ସେ ଗାଆନ୍ତି ବୋଲି