PM Modi performs Darshan and Pooja at Baba Vishwanath Temple; prays for the prosperity and good health of all countrymen
April 29th, 11:45 am
PM Modi offered prayers at Kashi Vishwanath Temple in Varanasi, seeking peace, prosperity and good health for all citizens of the country. He also paid respects at the shrines of Maa Annapurna and Maa Ganga and prayed for positive energy and well-being for everyone.ଉତ୍ତର ପ୍ରଦେଶର ବାରାଣସୀରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 05:30 pm
ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏହାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ , ସଂସଦରେ ମୋର ସହଯୋଗୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ନୀତିନ ନବୀନ , ଉତ୍ତର ପ୍ରଦେଶର ସାଂସଦ ଏବଂ ୟୁପି ବିଜେପି ସଭାପତି ଶ୍ରୀଯୁକ୍ତ ପଙ୍କଜ ଚୌଧୁରୀ , ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷା ଭଉଣୀ ପୁନମ ମୌର୍ଯ୍ୟ , ମଞ୍ଚରେ ଉପସ୍ଥିତ କାଶୀର ମହିଳା ପରିଷଦର ଏବଂ ଗ୍ରାମମୁଖ୍ୟମାନେ, ଅନ୍ୟାନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମୋର ମା, ଭଉଣୀ ଏବଂ ଝିଅମାନେ। ଆପଣମାନଙ୍କୁ ସମସ୍ତଙ୍କୁ ଶୁଭେଚ୍ଛା।ବାରଣାସୀରେ ମହିଳା ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
April 28th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀରେ ଏକ ସମ୍ମିଳନୀରେ ମହିଳାମାନଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ।PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ମରିସସର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 09th, 09:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମାନନୀୟ ଡ. ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଟେଲିଫୋନ ମାଧ୍ୟମରେ କଥାବାର୍ତ୍ତା କରିଛନ୍ତି।Today, India is placing strong emphasis on multi-modal connectivity and green mobility: PM Modi in Singur, West Bengal
January 18th, 03:30 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.PM Modi launches various development projects worth around ₹830 crore in Singur, West Bengal
January 18th, 03:00 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 04th, 01:00 pm
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 04th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।ପ୍ରଧାନମନ୍ତ୍ରୀ ଜାନୁଆରୀ ୪ ବାରଣାସୀଠାରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ
January 03rd, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ ୨୦୨୬ରେ ଭିଡିଓ କନଫରେନ୍ସିଂ ଜରିଆରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ । ବାରଣାସୀର ଡ. ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟ୍ସ ଷ୍ଟାଡିୟମରେ ଉଦଘାଟନ ସମାରୋହ ଅନୁଷ୍ଠିତ ହେବ ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ଦଣ୍ଡକ୍ରମ ପାରାୟଣମ୍ ସମ୍ପୂର୍ଣ୍ଣ କରିଥିବାରୁ ପ୍ରଧାନମନ୍ତ୍ରୀ ବେଦମୂର୍ତ୍ତି ଦେବବ୍ରତ ମହେଶ ରେଖେଙ୍କୁ ଅଭିନନ୍ଦନ ଜଣାଇଛନ୍ତି
December 02nd, 01:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଦମୂର୍ତ୍ତି ଦେବବ୍ରତ ମହେଶ ରେଖେଙ୍କୁ ଶୁକ୍ଳ ଯଜୁର୍ବେଦ ମଧ୍ୟନ୍ଦିନୀ ଶାଖାର ୨୦୦୦ ମନ୍ତ୍ରକୁ ନେଇ ଗଠିତ ଦଣ୍ଡକ୍ରମ ପରାୟଣମକୁ ୫୦ ଦିନ ମଧ୍ୟରେ ବିନା ବାଧାରେ ସମ୍ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ୧୯ ବର୍ଷ ବୟସ୍କ ବେଦମୂର୍ତ୍ତି ଦେବବ୍ରତ ମହେଶ ରେଖେ ଯାହା କରିଛନ୍ତି, ତାହା ଆଗାମୀ ପିଢ଼ି ଦ୍ୱାରା ସ୍ମରଣୀୟ ହୋଇ ରହିବ। କାଶୀର ସାଂସଦ ଭାବେ ମୁଁ ଆନନ୍ଦିତ ଯେ ଏହି ପବିତ୍ର ସହରରେ ଏହି ଅସାଧାରଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପରିବାରକୁ, ତାଙ୍କୁ ସମର୍ଥନ କରିଥିବା ସାରା ଭାରତର ଅନେକ ସନ୍ଥ, ଋଷି, ବିଦ୍ୱାନ ଏବଂ ସଙ୍ଗଠନକୁ ମୋର ପ୍ରଣାମ , ବୋଲି ଶ୍ରୀ ମୋଦୀ କହିଛନ୍ତି।ରାଜ୍ୟସଭା ଅଧ୍ୟକ୍ଷ ଥିରୁ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 11:15 am
ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି, ଏବଂ ଆଜି ଆମ ସମସ୍ତ ତଥା ଗୃହର ସମସ୍ତ ମାନନୀୟ ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ। ଆପଣଙ୍କୁ ସ୍ୱାଗତ କରିବା ଏବଂ ଆପଣଙ୍କ ମାର୍ଗଦର୍ଶନରେ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଗୃହ ମାଧ୍ୟମରେ ଦେଶକୁ ପ୍ରଗତି ପଥରେ ଆଗେଇ ନେବା ପାଇଁ ଆପଣଙ୍କ ଅମୂଲ୍ୟ ମାର୍ଗଦର୍ଶନ ଗ୍ରହଣ କରିବା। ଏହା ଆମ ସମସ୍ତଙ୍କ ପାଇଁ ଏକ ମହାନ ସୁଯୋଗ। ଗୃହ ପକ୍ଷରୁ, ମୋ ପକ୍ଷରୁ, ମୁଁ ଆପଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ଆଶ୍ୱସ୍ତି ଦେଉଛି ଯେ, ଏହି ଗୃହରେ ବସିଥିବା ସମସ୍ତ ମାନନୀୟ ସଦସ୍ୟ, ଉଚ୍ଚ ଗୃହର ମର୍ଯ୍ୟାଦା ବଜାୟ ରଖି, ସର୍ବଦା ଆପଣଙ୍କ ମର୍ଯ୍ୟାଦା ପ୍ରତି ସଚେତନ ରହିବେ ଏବଂ ସୌଜନ୍ୟ ବଜାୟ ରଖିବେ। ମୁଁ ଆପଣଙ୍କୁ ଏହା ଆଶ୍ୱସ୍ତି ଦେଉଛି।ରାଜ୍ୟସଭା ଅଧ୍ୟକ୍ଷ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
December 01st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ପ୍ରଥମ ଅଧ୍ୟକ୍ଷତା ପାଇଁ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଦିନକୁ ରାଜ୍ୟସଭାର ସମସ୍ତ ମାନ୍ୟବର ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବରେ ବର୍ଣ୍ଣନା କରିଥିଲେ। ନୂଆ ଅଧ୍ୟକ୍ଷଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ, ଏହି ଗୃହ ଏବଂ ମୋ ପକ୍ଷରୁ, ମୁଁ ଆପଣଙ୍କୁ ମୋର ହୃଦୟରୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ପ୍ରତିଶ୍ରୁତି ଦେଉଛି ଯେ, ଏହି ଉଚ୍ଚ ସଦନର ସମସ୍ତ ମାନ୍ୟବର ସଦସ୍ୟ ସର୍ବଦା ଏହି ମହାନ ଅନୁଷ୍ଠାନର ମର୍ଯ୍ୟାଦାକୁ ବଜାୟ ରଖିବେ ଏବଂ ନିଜର ମର୍ଯ୍ୟାଦାକୁ ବଜାୟ ରଖିବାରେ ସର୍ବଦା ସତର୍କ ରହିବେ। ଏହା ଆପଣଙ୍କ ପ୍ରତି ମୋର ଦୃଢ଼ ପ୍ରତିଶୃତି।ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।