ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳମ୍‍ର ମୁଖ୍ୟମନ୍ତ୍ରୀ

May 26th, 12:39 pm

କେରଳମର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

May 18th, 02:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।