ଭିଡିଓ କନଫରେନ୍ସିଂ ମାଧ୍ୟମରେ ନାଭି ମୁମ୍ବାଇରେ ଶ୍ରୀ ଗୁରୁ ତେଗ୍ ବାହାଦୁର ଜୀଙ୍କ ୩୫୦ତମ ସହିଦ୍ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 01st, 06:28 pm

ଯୋ ବୋଲେ ସୋ ନିହାଲ, ସତ୍ ଶ୍ରୀ ଅକାଲ ! ଆଜି ଆମେ ସମସ୍ତେ, 'ହିନ୍ଦ୍ ଦି ଚାଦର' ଶ୍ରୀ ଗୁରୁ ତେଗ୍ ବାହାଦୁର ସାହିବ ଜୀଙ୍କ ତିନି ଶହ ପଚାଶ ତମ ସହିଦ ପର୍ବର ପୂଣ୍ୟ ତିଥିରେ ତାଙ୍କୁ ସ୍ମରଣ କରୁଛୁ। ଏହି ସହିଦ ସଭାରେ ଉପସ୍ଥିତ ସମସ୍ତ ଜନସାଧାରଣଙ୍କୁ ମୋର ପ୍ରଣାମ। ​

PM Modi addresses 350th Shaheedi Samagam of Sri Guru Teg Bahadur Ji; highlights initiatives for the Sikh community and social unity

March 01st, 06:00 pm

PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.

Gen Z & Gen Alpha will lead India to the goal of a Viksit Bharat: PM Modi

December 26th, 01:30 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

PM Modi addresses Veer Baal Diwas programme in New Delhi

December 26th, 01:00 pm

While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.

ବୀର ବାଲ୍‍ ଦିବସ ଅବସରରେ ବୀର ସାହିବଜାଦେଙ୍କ ବଳିଦାନକୁ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ

December 26th, 11:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବୀର ବାଲ୍‍ ଦିବସ ଅବସରରେ ସାହସୀ ସାହିବଜାଦେଙ୍କ ବଳିଦାନକୁ ସ୍ମରଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଏହି ଦିନ ସାହସ, ଦୃଢ଼ ବିଶ୍ୱାସ ଏବଂ ଧାର୍ମିକତା ସହିତ ଜଡ଼ିତ।

୨୬ ଡିସେମ୍ବରରେ ‘ବୀର ବାଲ ଦିବସ’ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

December 25th, 05:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ଦିନ ୧୨:୧୫ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ ଠାରେ ‘ବୀର ବାଲ ଦିବସ’ ଉପଲକ୍ଷେ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ ମଧ୍ୟ କରିବେ ।

କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 04:40 pm

ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।

ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 25th, 04:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।

PM Modi's candid interaction with Rashtriya Bal Puraskar winners

December 26th, 09:55 pm

PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.

PM Modi interacts with Rashtriya Bal Puraskar awardees

December 26th, 09:54 pm

PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.

Our constitution embodies the Gurus’ message of Sarbat da Bhala—the welfare of all: PM Modi

December 26th, 12:05 pm

The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.

PM Modi participates in Veer Baal Diwas programme in New Delhi

December 26th, 12:00 pm

The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.

PM Modi remembers the unparalleled bravery and sacrifice of the Sahibzades on Veer Baal Diwas

December 26th, 09:32 am

The Prime Minister, Shri Narendra Modi remembers the unparalleled bravery and sacrifice of the Sahibzades on Veer Baal Diwas, today. Prime Minister Shri Modi remarked that their sacrifice is a shining example of valour and a commitment to one’s values. Prime Minister, Shri Narendra Modi also remembers the bravery of Mata Gujri Ji and Sri Guru Gobind Singh Ji.

Prime Minister Narendra Modi to participate in Veer Baal Diwas programme in New Delhi

December 25th, 01:58 pm

Prime Minister Shri Narendra Modi will participate in Veer Baal Diwas, a nationwide celebration honouring children as the foundation of India’s future, on 26 December 2024 at around 12 Noon at Bharat Mandapam, New Delhi. He will also address the gathering on the occasion.

BJP is emphasizing the true social empowerment of Dalits and OBC: PM Modi in Patiala, Punjab

May 23rd, 05:00 pm

Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’

ପଞ୍ଜାବରେ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିବା ଅବସରରେ ପଟିଆଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ

May 23rd, 04:30 pm

୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିଥିବା ବେଳେ ପଞ୍ଜାବର ପଟିଆଲାବାସୀ ଏହାକୁ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ଗୁରୁ ତେଗ ବାହାଦୁରଙ୍କ ଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି, ୫ଟି ପର୍ଯ୍ୟାୟ ମତଦାନ ପରେ ଭାରତବାସୀଙ୍କ ବାର୍ତ୍ତା 'ଫିର ଏକ ବାର, ମୋଦି ସରକାର'ରେ ପ୍ରତିଫଳିତ ହେଉଛି। 'ବିକଶିତ ଭାରତ' ସୁନିଶ୍ଚିତ କରିବା ପାଇଁ ସେ ପଞ୍ଜାବକୁ ବିଜେପିକୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି।

ଅମ୍ବାଲା ଆକାଶରେ ଆଜି ରାଫେଲ ବିମାନ ଉଡ଼ୁଥିବା ଦେଖିବା ଆମ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ: ଅମ୍ବାଲାରେ ପ୍ରଧାନମନ୍ତ୍ରୀ ମୋଦୀ

May 18th, 03:00 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମ୍ବାଲାରେ ଏକ ରାଲିରେ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପ୍ରତି ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।

ହରିୟାଣାର ଅମ୍ବାଲା ଓ ସୋନିପତରେ ବିପୁଳ ଜନସମାଗମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

May 18th, 02:46 pm

ଅମ୍ବାଲା ଓ ସୋନିପତରେ ଆୟୋଜିତ ବଡ଼ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପାଇଁ ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।

The dreams of crores of women, poor and youth are Modi's resolve: PM Modi

February 18th, 01:00 pm

Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.

PM Modi addresses BJP Karyakartas during BJP National Convention 2024

February 18th, 12:30 pm