ବୀର ସଭରକରଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ
February 26th, 11:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାନ ବିପ୍ଳବୀ ବୀର ସଭରକରଙ୍କୁ ତାଙ୍କ ପୁଣ୍ୟ ତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister Shares Sanskrit Subhshitam Highlighting the lessons from the life of Veer Savarakar ji
February 26th, 10:47 am
On Veer Savarkar Ji's Punya Tithi, PM Modi noted that he would continue to guide the path of the countrymen. Lauding his bravery, the PM shared a Sanskrit verse that states: “Brave and resolute persons are capable of overcoming grief and achieving success in their lives. Such inpiduals become prosperous and accomplished. Therefore, patience and courage are always the best means to achieve success in life.”ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.ରାଷ୍ଟ୍ରୀୟ ଗୀତ'ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ବର୍ଷବ୍ୟାପୀ ସମାରୋହର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 07th, 10:00 am
ବନ୍ଦେ ମାତରମ୍, ଏହି ଶବ୍ଦଗୁଡ଼ିକ ହେଉଛି ଏକ ମନ୍ତ୍ର, ଏକ ଶକ୍ତି, ଏକ ସ୍ୱପ୍ନ, ଏକ ସଂକଳ୍ପ। ବନ୍ଦେ ମାତରମ୍, ଏହି ଗୋଟିଏ ଶବ୍ଦ ହେଉଛି ମା’ ଭାରତୀଙ୍କ ସାଧନା, ମା’ଭାରତୀଙ୍କ ଆରାଧନା । ବନ୍ଦେ ମାତରମ୍, ଏହି ଗୋଟିଏ ଶବ୍ଦ ଆମକୁ ଇତିହାସ ଭିତରକୁ ନେଇଯାଇଥାଏ। ଏହା ଆମର ଆତ୍ମବିଶ୍ୱାସକୁ, ଆମର ବର୍ତ୍ତମାନକୁ, ଆତ୍ମବିଶ୍ୱାସରେ ଭରି ଦେଇଥାଏ, ଏବଂ ଆମ ଭବିଷ୍ୟତକୁ ଏକ ନୂତନ ସାହସ ଦେଇଥାଏ ଯେ ଏମିତି କୌଣସି ସଂକଳ୍ପ ନାହିଁ, ଯାହା ପୂରଣ ହୋଇପାରିବ ନାହିଁ। ଏପରି କୌଣସି ଲକ୍ଷ୍ୟ ନାହିଁ ଯାହା ଆମେ ଭାରତବାସୀ ହାସଲ କରିପାରିବୁ ନାହିଁ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରମ୍"ର ୧୫୦ତମ ବାର୍ଷିକୀ ଉପଲକ୍ଷେ ବର୍ଷବ୍ୟାପୀ ସ୍ମାରକୀ ଉତ୍ସବର ଉଦଘାଟନ କରିଛନ୍ତି
November 07th, 09:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ରାଷ୍ଟ୍ରୀୟ ଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ପାଳନ ଲାଗି ଏକ ବର୍ଷବ୍ୟାପୀ ସମାରୋହର ଶୁଭାରମ୍ଭ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବନ୍ଦେ ମାତରମ୍ କେବଳ ଏକ ଶବ୍ଦ ନୁହେଁ - ଏହା ଏକ ମନ୍ତ୍ର, ଏକ ଶକ୍ତି, ଏକ ସ୍ୱପ୍ନ ଏବଂ ଏକ ପବିତ୍ର ସଂକଳ୍ପ। ସେ ଏହା ମଧ୍ୟ କହିଛନ୍ତି ଯେ ‘ବନ୍ଦେ ମାତରମ୍’ ଭାରତ ମାତାଙ୍କ ପ୍ରତି ଭକ୍ତି ଏବଂ ଆଧ୍ୟାତ୍ମିକ ସମର୍ପଣର ପ୍ରତୀକ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଶବ୍ଦ ଆମକୁ ଆମର ଇତିହାସ ସହିତ ଯୋଡେ, ଆମର ବର୍ତ୍ତମାନକୁ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ କରେ ଏବଂ ଆମର ଭବିଷ୍ୟତକୁ ଏହି ବିଶ୍ୱାସ କରିବାର ସାହସ ଦିଏ ଯେ, କୌଣସି ସଂକଳ୍ପ ପୂରଣ କରିବା ଅସମ୍ଭବ ନୁହେଁ, କୌଣସି ଲକ୍ଷ୍ୟ ଆମ ପାଇଁ ଅପହଞ୍ଚ ନୁହେଁ।ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।ବୀର ସାଭରକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
May 28th, 09:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବୀର ସାଭରକରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଅଦମ୍ୟ ସାହସ ଏବଂ ସଂଘର୍ଷର ଗାଥାକୁ ଚିର କୃତଜ୍ଞ ଦେଶ କେବେ ଭୁଲି ପାରିବ ନାହିଁ । ଦେଶ ପାଇଁ ତାଙ୍କର ତ୍ୟାଗ ଏବଂ ସମର୍ପଣ ଏକ ବିକଶିତ ଭାରତ ନିର୍ମାଣରେ ପଥ ପ୍ରଦର୍ଶର୍କ ହୋଇ ରହିଥିବ ।”ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।ପୁଣ୍ୟତିଥିରେ ବୀର ସବରକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
February 26th, 09:41 am
ଆଜି ବୀର ସବରକରଙ୍କ ପୁଣ୍ୟତିଥି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।Our language is the carrier of our culture: PM Modi at Akhil Bharatiya Marathi Sahitya Sammelan
February 21st, 05:00 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.PM Modi inaugurates 98th Akhil Bharatiya Marathi Sahitya Sammelan
February 21st, 04:30 pm
PM Modi inaugurated the 98th Akhil Bharatiya Marathi Sahitya Sammelan in New Delhi. Shri Modi highlighted that the Sammelan was taking place at a significant time when the nation was witnessing the 350th anniversary of Chhatrapati Shivaji Maharaj's coronation, the 300th birth anniversary of Punyashlok Ahilyabai Holkar, and the 75th anniversary of our Constitution, created through the efforts of Babasaheb Ambedkar.ଆମର ହିରୋମାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବାର ଦ୍ୱୀପପୁଞ୍ଜଗୁଡିକର ନାମକରଣ କରିବା ହେଉଛି ଦେଶ ପ୍ରତି ସେମାନଙ୍କର ସେବାକୁ ଆଗାମୀ ପୀଢ଼ି ପାଇଁ ସ୍ମରଣୀୟ କରିବାର ଏକ ମାଧ୍ୟମ : ପ୍ରଧାନମନ୍ତ୍ରୀ
December 18th, 02:37 pm
ଆମ ଦେଶର ସାହସୀ ହିରୋମାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବାରରେ ଥିବା ଦ୍ୱୀପପୁଞ୍ଜଗୁଡିକର ନାମକରଣ କରିବା ହେଉଛି ଦେଶ ପ୍ରତି ସେମାନଙ୍କର ସେବାକୁ ଅନେକ ପୀଢ଼ି ଯାଏଁ ସ୍ମରଣୀୟ କରିବା ପାଇଁ ସୁନିଶ୍ଚିତ କରିବାର ଏକ ମାଧ୍ୟମ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତବ୍ୟ ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଯେଉଁ ରାଷ୍ଟ୍ରମାନେ ସେମାନଙ୍କର ମୂଳ ସହିତ ଜଡିତ ସେମାନେ ବିକାଶ ଓ ରାଷ୍ଟ୍ର ନିର୍ମାଣରେ ଆଗକୁ ଅଗ୍ରଗତି କରନ୍ତି।PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.The unity of OBCs, SCs and STs is troubling Congress, and therefore they want the communities to fight each other: PM Modi in Pune
November 12th, 01:20 pm
In his final Pune rally, PM Modi said, Empowering Pune requires investment, infrastructure, and industry, and we’ve focused on all three. Over the last decade, foreign investment has hit record highs, and Maharashtra has topped India’s list of preferred destinations in the past two and a half years. Pune and nearby areas are gaining a major share of this investment.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.