କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ପ୍ରଧାନମନ୍ତ୍ରୀ ଜାନୁଆରୀ ୧୧ରେ ରାଜକୋଟ ଗସ୍ତ କରିବେ
January 09th, 12:07 pm
ପ୍ରଧାନମନ୍ତ୍ରୀ ଜାନୁଆରୀ ୧୧ରେ ରାଜକୋଟ ଗସ୍ତ କରିବା ସହ କଚ୍ଛ ଓ ସୌରାଷ୍ଟ୍ର ଅଞ୍ଚଳ ପାଇଁ ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀରେ ଭାଗ ନେବେ । ଦ୍ୱିପ୍ରହର ପ୍ରାୟ ୧ଟା ୩୦ରେ ସେ ସମ୍ମିଳନୀରେ ବାଣିଜ୍ୟ ପ୍ରଦର୍ଶନୀ ଉଦଘାଟନ କରିବେ । ପ୍ରାୟ ୨ ଟା ସମୟରେ, ପ୍ରଧାନମନ୍ତ୍ରୀ ରାଜକୋଟର ମାରୱାଡି ବିଶ୍ୱବିଦ୍ୟାଳୟରେ କଚ୍ଛ ଏବଂ ସୌରାଷ୍ଟ୍ର ଅଞ୍ଚଳ ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀର ଉଦଘାଟନ କରି, ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମ ଅବସରରେ, ପ୍ରଧାନମନ୍ତ୍ରୀ ୧୪ଟି ଗ୍ରୀନଫିଲ୍ଡ ସ୍ମାର୍ଟ ଗୁଜରାଟ ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ କର୍ପୋରେସନ ଲିମିଟେଡ (ଜିଆଇଡିସି) ଇଷ୍ଟେଟର ବିକାଶ ସମ୍ପର୍କରେ ଘୋଷଣା କରି, ରାଜକୋଟରେ ଜିଆଇଡିସିର ମେଡିକାଲ ଡିଭାଇସ ପାର୍କର ଉଦଘାଟନ କରିବେ ।Prime Minister Narendra Modi to visit Gujarat
January 09th, 12:02 pm
PM Modi will be in Gujarat from 10 to 12 January, 2026. His visit includes events at Somnath, participation in Somnath Swabhiman Parv, Vibrant Gujarat Regional Conference in Rajkot, inauguration of Ahmedabad Metro Phase 2 and meetings with German Chancellor Friedrich Merz in Ahmedabad and Gandhinagar.