୨୦୨୪ – ୨୫ ରୁ ୨୦୨୮ - ୨୯ ଆର୍ଥିକ ବର୍ଷ ପାଇଁ 'ଭାଇବ୍ରେଣ୍ଟ ଭିଲେଜ୍ ପ୍ରୋଗ୍ରାମ – ୨’ (ଭିଭିପି - ୨) କୁ କ୍ୟାବିନେଟ୍ ଅନୁମୋଦନ
April 04th, 03:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ଭାଇବ୍ରେଣ୍ଟ ଭିଲେଜ୍ ପ୍ରୋଗ୍ରାମ - ୨ (ଭିଭିପି - ୨)କୁ ଏକ କେନ୍ଦ୍ରୀୟ କ୍ଷେତ୍ର ଯୋଜନା (୧୦୦% କେନ୍ଦ୍ର ପାଣ୍ଠି) ଆକାରରେ ମଞ୍ଜୁରୀ ପ୍ରଦାନ କରାଯାଇଛି, ଯାହା 'ସୁରକ୍ଷିତ, ନିରାପଦ ଏବଂ ଚଳଚଞ୍ଚଳ ସ୍ଥଳ ସୀମା' ପାଇଁ ବିକଶିତ ଭାରତ@2047 ଦୃଷ୍ଟିକୋଣ ପ୍ରତି ନିଜର ପ୍ରତିବଦ୍ଧତାକୁ ଆଗକୁ ବଢ଼ାଇଥାଏ । ଏହି କାର୍ଯ୍ୟକ୍ରମ ପୂର୍ବରୁ ଭିଭିପି - ୧ ଅଧୀନରେ ଅନ୍ତର୍ଭୁକ୍ତ ହୋଇଥିବା ଉତ୍ତର ସୀମା ବ୍ୟତୀତ ଅନ୍ତର୍ଜାତୀୟ ସ୍ଥଳ ସୀମା (ଆଇଏଲବି) ନିକଟବର୍ତ୍ତୀ ବ୍ଲକରେ ଅବସ୍ଥିତ ଗ୍ରାମଗୁଡିକର ବ୍ୟାପକ ବିକାଶରେ ସହାୟକ ହେବ ।ଉତ୍ତରାଖଣ୍ଡର ହରସିଲଠାରେ ଶୀତକାଳୀନ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 06th, 02:07 pm
ଏଠାର ସାମର୍ଥ୍ୟ ମୁଖ୍ୟମନ୍ତ୍ରୀ, ମୋର ଛୋଟ ଭାଇ ପୁଷ୍କର ସିଂହ ଧାମୀ ଜୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଜୟ ଟମ୍ଟା ଜୀ, ରାଜ୍ୟ ମନ୍ତ୍ରୀ ସତପାଲ ମହାରାଜ ଜୀ, ସଂସଦରେ ମୋର ସାଥି ଏବଂ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମହେନ୍ଦ୍ର ଭଟ୍ଟ ଜୀ, ସଂସଦରେ ମୋର ସହଯୋଗୀ ମାଲା ରାଜ୍ୟ ଲକ୍ଷ୍ମୀ ଜୀ, ବିଧାୟକ ସୁରେଶ ଚୌହାନ ଜୀ, ସମସ୍ତ ଗଣ୍ୟମାନ୍ୟ ବ୍ୟକ୍ତି, ଭାଇ ଓ ଭଉଣୀମାନେ।ଉତ୍ତରାଖଣ୍ଡର ହର୍ଷିଲରେ ଶୀତ ପର୍ଯ୍ୟଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
March 06th, 11:17 am
ଉତ୍ତରାଖଣ୍ଡର ହର୍ଷିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରମସାଧ୍ୟ ଯାତ୍ରା ଓ ବାଇକ ରାଲି ଉଦଘାଟନ କରିବା ପରେ ଶୀତ ପର୍ଯ୍ୟଟନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ମୁଖବାରେ ମା ଗଙ୍ଗାଙ୍କ ସେ ପୂଜା ଓ ଦର୍ଶନ କରିଥିଲେ । ସମବେତ ଜନତାକୁ ଉଦବୋଧନ ଦେଇ ମାନା ଗାଁରେ ହୋଇଥିବା ଦୁଃଖଦ ଘଟଣା ପ୍ରତି ସେ ସମବେଦନା ଜଣାଇଥିଲେ ଓ ମୃତକଙ୍କ ପରିବାରକୁ ସାନ୍ତ୍ୱନା ଜଣାଇଥିଲେ । ଏପରି ସଂକଟ ସମୟରେ ସାରା ଦେଶ ସେମାନଙ୍କ ସହ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ ।ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 09th, 10:15 am
ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 09th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।ଜାନୁଆରୀ ୪ ରେ ନୂଆଦିଲ୍ଲୀରେ ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 03rd, 05:56 pm
03.01.25 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫କୁ ଉଦଘାଟନ କରିବେ । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ।Our Jawans have proved their mettle on every challenging occasion: PM Modi in Kutch
October 31st, 07:05 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.PM Modi celebrates Diwali with security personnel in Kutch,Gujarat
October 31st, 07:00 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.As long as Modi is alive, no one can take away ST-SC-OBC reservation: PM Modi in Banaskantha
May 01st, 04:30 pm
Prime Minister Narendra Modi addressed a public meeting in Banaskantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.PM Modi addresses public meetings in Banaskantha and Sabarkantha, Gujarat
May 01st, 04:00 pm
Prime Minister Narendra Modi addressed public meetings in Banaskantha and Sabarkantha, Gujarat, marking the celebration of Gujarat's Foundation Day. PM Modi began his speech by expressing gratitude for the opportunity to seek blessings for his third term in the central government, emphasizing the significance of Gujarat in his political journey.NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।