ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 04th, 08:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ

April 14th, 10:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି ଏବଂ ପୁଥାଣ୍ଡୁର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

February 16th, 09:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଉପରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତି ଶ୍ରୀ ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି ।

ଦୀପାବଳି ଅବସରରେ ଉପରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

October 20th, 07:52 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପ୍ରତି ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କରିଛନ୍ତି ଏବଂ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।

ସାର୍ବଜନୀନ ସେବାର ୨୪ ବର୍ଷ ପୂରଣରେ ଉପରାଷ୍ଟ୍ରପତିଙ୍କ ଶୁଭେଚ୍ଛା ପାଇଁ ପ୍ରଧାନମନ୍ତ୍ରୀଙ୍କ କୃତଜ୍ଞତା

October 09th, 01:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ମୁଖ୍ୟ ଭାବରେ ନିରନ୍ତର ସେବାର ୨୪ ବର୍ଷ ପୂରଣ କରିବା ପାଇଁ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କଥା ଏବଂ ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି ।

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 28th, 09:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଉପରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ।

ଜନ୍ମଦିନ ଶୁଭେଚ୍ଛା ପାଇଁ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 09:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

ଦେଶର ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

September 12th, 12:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପାଇଁ ଶ୍ରୀ ରାଧାକୃଷ୍ଣନଙ୍କୁ ଶୁଭକାମନା ଜଣାଇଛନ୍ତି।

ନବନିର୍ବାଚିତ ଉପରାଷ୍ଟ୍ରପତି ଥିରୁ ସିପି ରାଧାକୃଷ୍ଣନଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

September 09th, 11:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ନିର୍ବାଚିତ ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ତାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥିରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

September 09th, 08:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥିରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

୨୦୨୫ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

September 09th, 10:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଥିରୁ ସିପି ରାଧାକ୍ରିଷ୍ଣନ

August 18th, 03:14 pm

ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଥିରୁ ସିପି ରାଧାକ୍ରିଷ୍ଣନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଦେଶର ଉପରାଷ୍ଟ୍ରପତି ପଦବୀ ଲାଗି ଏନଡିଏ ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 17th, 08:54 pm

ଦେଶର ଉପରାଷ୍ଟ୍ରପତି ପଦବୀ ଲାଗି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ଭାବେ ତିରୁ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି ।

Prime Minister wishes good health to Shri Jagdeep Dhankar

July 22nd, 12:30 pm

The Prime Minister, Shri Narendra Modi wished Shri Jagdeep Dhankhar good health. Shri Modi stated that Shri Jagdeep Dhankhar Ji has got many opportunities to serve our country in various capacities, including as the Vice President of India.

ଆମେରିକା ଉପରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ଆତିଥେୟ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

April 21st, 08:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ଉପରାଷ୍ଟ୍ରପତି ଜେ. ଡି. ଭାନ୍ସ, ଦ୍ୱିତୀୟ ମହିଳା ଶ୍ରୀମତୀ ଉଷା ଭାନ୍ସ, ସେମାନଙ୍କ ସନ୍ତାନ ଏବଂ ଆମେରିକା ପ୍ରଶାସନର ବରିଷ୍ଠ ସଦସ୍ୟଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି।

ଉପରାଷ୍ଟ୍ରପତିଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

March 09th, 04:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପତିଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି “ଏମ୍ସ ଯାଇ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖରଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।”

ଉପରାଷ୍ଟ୍ରପତିଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

October 31st, 10:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକରଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।

ଜନ୍ମ ଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

September 17th, 08:59 pm

ଜନ୍ମ ଦିନ ଶୁଭେଚ୍ଛା ଜଣାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଛନ୍ତି।

PM praises VP planting a sapling under 'Ek Ped Maa Ke Naam'

July 27th, 10:04 pm

The Prime Minister Shri Narendra Modi has said that Hon’ble Vice President of India Shri Jagdeep Dhankhar planting a sapling in the honour of his mother is inspiring.

ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 04th, 11:56 am

ଥଣ୍ଡା ଆସିବାରେ ବିଳମ୍ବ ହେଉଛି ଏବଂ ବହୁତ ଧୀରେ ଧୀରେ ଆସୁଛି, କିନ୍ତୁ ରାଜନୈତିକ ଉତ୍ତାପ ବହୁତ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଗତକାଲି ୪ ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିଛି, ଫଳାଫଳ ଅତ୍ୟନ୍ତ ଉତ୍ସାହଜନକ।