ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
May 22nd, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ୨୦୨୬ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୯ତମ ରୋଜଗାର ମେଳାରେ ଯୋଗଦେଇ ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ନବନିଯୁକ୍ତ ଯୁବକ-ଯୁବତୀମାନଙ୍କୁ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ପଶ୍ଚିମ ଏସିଆ ସଙ୍କଟର ମୁକାବିଲା ପ୍ରସ୍ତୁତି ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
March 27th, 09:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ କାରଣରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଏବଂ ଭାରତ ଉପରେ ଏହାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ସମୀକ୍ଷା କରାଯାଇଛି।Prime Minister Narendra Modi to address Post Budget Webinar on the theme “Sabka Saath Sabka Vikas-Fulfilling Aspirations of People”
March 08th, 04:35 pm
To translate the policy vision outlined in the Budget into actionable strategies, PM Modi will address the Post Budget Webinar on the theme “Sabka Saath Sabka Vikas-Fulfilling Aspirations of People” on 9th March 2026. Under this theme, multiple breakout sessions will be organised across sectors including education and skilling, health and AYUSH, tourism and hospitality among others.୬ ମାର୍ଚ୍ଚରେ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 05th, 06:04 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ଆଠଟି ଭିନ୍ନ ଭିନ୍ନ ୱେବିନାର ଅଧିବେଶନ ଆୟୋଜନ କରାଯାଉଛି, ଯେଉଁଥିରେ ଚାରୋଟି ପ୍ରମୁଖ କ୍ଷେତ୍ରକୁ ସାମିଲ କରାଯାଛି: (୧) କୃଷି (୨) ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (୩) ମତ୍ସ୍ୟପାଳନ (୪) ଗ୍ରାମୀଣ ଜୀବିକା ।୩ ମାର୍ଚ୍ଚରେ “ସ୍ଥାୟୀ ଏବଂ ସୁଦୃଢ଼ ଅର୍ଥନୈତିକ ଅଭିବୃଦ୍ଧି” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 02nd, 07:10 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ବିଭିନ୍ନ କ୍ଷେତ୍ରକୁ ସାମିଲ କରି ଚାରୋଟି ଅଲଗା ୱେବିନାର ଅଧିବେଶନ ଆୟୋଜନ କରାଯାଉଛି । ସେଥିରେ (୧) ଉତ୍ପାଦନ, ଶିଳ୍ପ ଉନ୍ନୟନ ଏବଂ ରଣନୈତିକ କ୍ଷେତ୍ର (୨) ଲଘୁ ଏବଂ ମଧ୍ୟମ ଉଦ୍ୟୋଗ, ଆର୍ଥିକ ଏବଂ ବଜାର ପ୍ରବେଶ (୩) ସହର ଅର୍ଥନୈତିକ କ୍ଷେତ୍ର ଏବଂ (୪) ଭିତ୍ତିଭୂମି, ଲଜିଷ୍ଟିକ୍ସ ଏବଂ ମାଲ ପରିବହନ ଅନ୍ତର୍ଭୁକ୍ତ ।Prime Minister Narendra Modi to address Post Budget Webinar on “Technology, Reforms and Finance for Viksit Bharat”
February 26th, 08:07 pm
To ensure outcome-oriented implementation of the Budget announcements for FY 2026-27, PM Modi will address the Post Budget Webinar on “Technology, Reforms and Finance for Viksit Bharat” on 27th February. The webinar will include discussions on public capex, infrastructure, banking sector reforms, financial sector architecture, deepening capital markets and improving ease of living through tax reforms.Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 10:15 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 27th, 10:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।Prime Minister Narendra Modi to distribute over 61,000 appointment letters under Rozgar Mela
January 23rd, 05:46 pm
PM Modi will distribute more than 61,000 appointment letters to newly appointed youth at the 18th Rozgar Mela on 24th January, 2026. Since its inception, more than 11 lakh recruitment letters have been issued through Rozgar Melas organised across the country. It is a key initiative aimed at translating the vision of employment generation into action.ପ୍ରଧାନମନ୍ତ୍ରୀ ଜାନୁଆରୀ ୪ ବାରଣାସୀଠାରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ
January 03rd, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ ୨୦୨୬ରେ ଭିଡିଓ କନଫରେନ୍ସିଂ ଜରିଆରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ । ବାରଣାସୀର ଡ. ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟ୍ସ ଷ୍ଟାଡିୟମରେ ଉଦଘାଟନ ସମାରୋହ ଅନୁଷ୍ଠିତ ହେବ ।Today, Sansad Khel Mahotsav has truly become a people’s movement: PM Modi
December 25th, 05:30 pm
PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.Our country is full of talent in every village and town: PM Modi
December 25th, 11:10 am
PM Modi interacted with young sportspersons from across the country during the Sansad Khel Mahotsav, listening to their journeys, aspirations and experiences. Encouraging them to balance sports with education, he lauded their discipline, dedication and confidence. The PM reaffirmed the government’s commitment to nurturing grassroots sporting talent and building a strong sporting ecosystem in India.PM Modi addressed the Sansad Khel Mahotsav via video conferencing
December 25th, 11:09 am
PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.ସ୍କାଇରୁଟର ଇନଫିନିଟି କ୍ୟାମ୍ପସର ଉଦଘାଟନ ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 27th, 11:01 am
କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜି. କିଶନ ରେଡ୍ଡୀ ଜୀ, ଆନ୍ଧ୍ର ପ୍ରଦେଶର ଶିଳ୍ପ ମନ୍ତ୍ରୀ ଶ୍ରୀ ଟି. ଜି. ଭରତ ଜୀ, ଇନ୍-ସ୍ପେସ୍ ର ଅଧ୍ୟକ୍ଷ ଶ୍ରୀ ପବନ ଗୋଏଙ୍କା ଜୀ, ସ୍କାଇରୁଟର ଟିମ୍, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନଗଣ!ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତେଲଙ୍ଗାନାର ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଦେଶର ମହାକାଶ କ୍ଷେତ୍ରରେ ଅଭୂତପୂର୍ବ ସୁଯୋଗ ସୃଷ୍ଟି ହୋଇଛି । ଭାରତର ମହାକାଶ ଇକୋସିଷ୍ଟମ ଘରୋଇ କ୍ଷେତ୍ରର ସମ୍ପୃକ୍ତି ସହ ଉଲ୍ଲେଖନୀୟ ପ୍ରଗତି ହାସଲ କରୁଛି। ସ୍କାଏରୁଟର ଇନଫିନିଟି କ୍ୟାମ୍ପସ ଭାରତର ନୂତନ ଚିନ୍ତାଧାରା, ନବସୃଜନ ଓ ଯୁବଶକ୍ତିକୁ ପ୍ରତିଫଳିତ କରେ ଏବଂ ଦେଶର ଯୁବପିଢ଼ିଙ୍କ ନବସୃଜନ, ବିପଦ ଗ୍ରହଣ କ୍ଷମତା ଓ ଉଦ୍ୟମିତା ନୂତନ ଉଚ୍ଚତାରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜିର କାର୍ଯ୍ୟକ୍ରମ ଆଗାମୀ ସମୟରେ ବିଶ୍ୱ ଉପଗ୍ରହ ପ୍ରକ୍ଷେପଣ ଇକୋସିଷ୍ଟମରେ ଭାରତ କିପରି ଏକ ଅଗ୍ରଣୀ ରାଷ୍ଟ୍ର ଭାବରେ ଉଭା ହେବାକୁ ଯାଉଛି ତାହାର ପ୍ରତିଫଳନ। ପ୍ରଧାନମନ୍ତ୍ରୀ ଶ୍ରୀ ପବନ କୁମାର ଚନ୍ଦନା ଏବଂ ଶ୍ରୀ ନାଗା ଭରତ ଡାକାଙ୍କୁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ ଯେ ଏହି ଦୁଇ ଯୁବ ଉଦ୍ୟୋଗୀ ଦେଶର ଅଗଣିତ ଯୁବ ମହାକାଶ ଉଦ୍ୟୋଗୀଙ୍କ ପାଇଁ ପ୍ରେରଣା। ଉଭୟ ନିଜ ଉପରେ ବିଶ୍ୱାସ କରିଥିଲେ, ସାହସିକ ପଦକ୍ଷେପ ନେବାକୁ ପଛଘୁଞ୍ଚା ଦେଇ ନଥିଲେ, ଏବଂ ଫଳସ୍ୱରୂପ ସମଗ୍ର ଦେଶ ଆଜି ସେମାନଙ୍କର ସଫଳତା ଦେଖୁଛି, ଦେଶ ସେମାନଙ୍କୁ ନେଇ ଗର୍ବିତ ଅନୁଭବ କରୁଛି ବୋଲି ସେ କହିଥିଲେ।୨୬ ନଭେମ୍ବରରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 25th, 04:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ନଭେମ୍ବର ସକାଳ ୧୦ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରର ଜିଏମଆର୍ ଏରୋସ୍ପେସ ଏବଂ ଶିଳ୍ପ ପାର୍କ – ଏସ୍ଇଜେଡରେ ଅବସ୍ଥିତ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦ୍ଘାଟନ କରିବେ ।The Congress has now turned into ‘MMC’ - the Muslim League Maowadi Congress: PM Modi at Surat Airport
November 15th, 06:00 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”PM Modi greets and addresses a gathering at Surat Airport
November 15th, 05:49 pm
Addressing a large gathering at Surat Airport following the NDA’s landslide victory in the Bihar Assembly Elections, Prime Minister Narendra Modi said, “Bihar has achieved a historic victory and if we were to leave Surat without meeting the people of Bihar, our journey would feel incomplete. My Bihari brothers and sisters living in Gujarat, especially in Surat, have the right to this moment and it is my natural responsibility to be part of this celebration with you.”