Prime Minister expresses grief over boat accident involving Indian nationals near Phu Quoc, Vietnam

July 11th, 06:31 pm

The Prime Minister, Shri Narendra Modi, has expressed deep grief over the tragic boat accident involving Indian nationals near Phu Quoc, Vietnam.

୨୦୨୬ ୟୁ-୨୩ ଏସୀୟ ଚାମ୍ପିଅନସିପରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତୀୟ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

May 28th, 08:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଏତନାମର ଦା ନାଙ୍ଗରେ ଆୟୋଜିତ ୨୦୨୬ ୟୁ-୨୩ ଏସୀୟ ଚାମ୍ପିଅନସିପରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି

May 06th, 05:24 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।

List of Outcomes: State Visit of President of the Socialist Republic of Vietnam to India

May 06th, 03:44 pm

The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.

ଭିଏତନାମ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଏବଂ ଭିଏତନାମ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

May 06th, 01:00 pm

ରାଷ୍ଟ୍ରପତି ତୋ ଲାମଙ୍କ ଭାରତ ଗସ୍ତ ଅବସରରେ ମୁଁ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଇ ବହୁତ ଆନନ୍ଦିତ। ଭିଏତନାମର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ଏକ ମାସ ମଧ୍ୟରେ ସେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏବଂ ଅନେକ ବ୍ୟବସାୟିକ ନେତାଙ୍କ ସହ ଭାରତ ଗସ୍ତରେ ଆସି ଭାରତ-ଭିଏତନାମ ସମ୍ପର୍କରେ ସେ ଯେଉଁ ପ୍ରାଥମିକତା ରଖିଛନ୍ତି ତାହା ସ୍ପଷ୍ଟ ଭାବରେ ପ୍ରତିଫଳିତ ହେଉଛି।

ଭିଏତନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀ ଟୋ ଲାମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

April 07th, 12:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଷ୍ଟର ଟୋ ଲାମଙ୍କୁ ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି।

ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ

January 03rd, 12:00 pm

କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।

ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 03rd, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

June 29th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।

ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 23rd, 11:00 am

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!

ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 23rd, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି

October 10th, 05:42 pm

10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍‌ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।

ଭିଏତନାମର ରାଷ୍ଟ୍ରପତି ତଥା ଦଳର ସାଧାରଣ ସଚିବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 24th, 12:27 am

ଜାତିସଂଘ ସାଧାରଣ ପରିଷଦର ‘ଭବିଷ୍ୟର ଶିଖର ସମ୍ମିଳନୀ’ ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋସିଆଲିଷ୍ଟ ରିପବ୍ଲିକ ଅଫ୍ ଭିଏତନାମର ରାଷ୍ଟ୍ରପତି ତଥା କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସଚିବ ଶ୍ରୀ ତୋ ଲାମଙ୍କୁ ଭେଟିଛନ୍ତି ।

ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି (ଅଗଷ୍ଟ ୦୧, ୨୦୨୪)

August 01st, 12:30 pm

ମୁଁ ପ୍ରଧାନମନ୍ତ୍ରୀ ଫାମ୍ ମିଙ୍ଗ ଚିଙ୍ଗ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତକୁ ସ୍ୱାଗତ କରୁଛି। ସର୍ବ ପ୍ରଥମେ ମୁଁ ସମସ୍ତ ଭାରତୀୟଙ୍କ ତରଫରୁ ସାଧାରଣ ସମ୍ପାଦକ, ନ୍ୟୁୟେନ ଫୁ ଚୋଙ୍ଗଙ୍କ ବିୟୋଗରେ ଗଭୀର ସମବେଦନା ଜଣାଇବାକୁ ଚାହୁଁଛି।

ବିଗତ ବର୍ଷଗୁଡିକରେ ନିଜ ବିଦେଶ ଯାତ୍ରା ବେଳେ ମହାତ୍ମା ଗାନ୍ଧିଙ୍କୁ ଦେଇଥିବା ଶ୍ରଦ୍ଧାଞ୍ଜଳି ସମ୍ପର୍କରେ ଏକ ଶୃଙ୍ଖଳ ଶେୟାର କଲେ ପ୍ରଧାନମନ୍ତ୍ରୀ

May 20th, 12:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଗତ ବର୍ଷଗୁଡିକରେ ନିଜ ବିଦେଶ ଗସ୍ତ ବେଳେ ମହାତ୍ମା ଗାନ୍ଧିଙ୍କୁ ଦେଇଥିବା ଶ୍ରଦ୍ଧାଞ୍ଜଳି ସମ୍ପର୍କରେ ଶ୍ରୀ ରାଧାମୋହନ ସିଂହଙ୍କ ଦ୍ୱାରା କରାଯାଇଥିବା ଏକ ଶୃଙ୍ଖଳ ଶେୟାର କରିଛନ୍ତି ।

ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍‌) କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

May 23rd, 02:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓ ଠାରେ ସମୃଦ୍ଧି ପାଇଁ ଭାରତ - ପ୍ରଶାନ୍ତ ମହାସାଗରୀୟ ଅର୍ଥନୈତିକ ସଂରଚନା (ଆଇପିଇଏଫ୍‌)ର ଶୁଭାରମ୍ଭ ନିମନ୍ତେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋଶେଫ୍ ଆର୍ ବାଇଡେନ୍ ଏବଂ ଜାପାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଫୁମିଓ କିଶିଦା ମଧ୍ୟ ସାମିଲ୍ ହୋଇଥିଲେ । ଏହା ସହିତ ଅନ୍ୟ ଅଂଶୀଦାର ଦେଶ ଗୁଡିକ, ଯଥା- ଅଷ୍ଟ୍ରେଲିଆ, ବ୍ରୁନେଇ, ଇଣ୍ଡୋନେସିଆ, କୋରିଆ ସାଧାରଣତନ୍ତ୍ର, ମାଲେସିଆ, ନ୍ୟୁଜିଲ୍ୟାଣ୍ଡ, ଫିଲିପାଇନ୍ସ, ସିଙ୍ଗାପୁର, ଥାଇଲ୍ୟାଣ୍ଡ ଏବଂ ଭିଏତ୍‌ନାମର ନେତା ମାନେ ଆଭାସୀ (ଭର୍ଚୁଆଲ୍‌) ରୂପରେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଭିଏତନାମ ପ୍ରଧାନମନ୍ତ୍ରୀ ମହାମହିମ ଫାମ୍ ମିନ୍ ଚିନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

July 10th, 01:08 pm

ମହାମହିମ ଫାମ୍ ମିନ୍ ଚିନ୍ ଭିଏତନାମର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ତାଙ୍କ ଦୃଢ଼ ମାର୍ଗଦର୍ଶନରେ ଭାରତ-ଭିଏତନାମ ବ୍ୟାପକ ରଣନୀତିକ ସହଯୋଗିତା ମଜଭୁତ ହୋଇଚାଲିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।

India - Vietnam Joint Vision for Peace, Prosperity and People

December 21st, 04:50 pm

PM Narendra Modi and PM Nguyen Xuan Phuc of Vietnam co-chaired a virtual summit on 21 December 2020, during which they exchanged views on wide-ranging bilateral, regional and global issues and set forth the 'Joint Vision for Peace, Prosperity and People' to guide the future development of India-Vietnam Comprehensive Strategic Partnership.

ଫଳାଫଳର ତାଲିକା : ଭାରତ-ଭିଏତନାମ ଭର୍ଚୁଆଲ ଶିଖର ସମ୍ମିଳନୀ (ଡିସେମ୍ବର 21, 2020)

December 21st, 04:40 pm

ଫଳାଫଳର ତାଲିକା : ଭାରତ-ଭିଏତନାମ ଭର୍ଚୁଆଲ ଶିଖର ସମ୍ମିଳନୀ (ଡିସେମ୍ବର 21, 2020)

India-Vietnam Leaders’ Virtual Summit

December 21st, 04:26 pm

Prime Minister Narendra Modi held a virtual summit with PM Nguyen Xuan Phuc of Vietnam. The two Prime Ministers reviewed ongoing bilateral cooperation initiatives, and also discussed regional and global issues. A ‘Joint Vision for Peace, Prosperity and People’ document was adopted during the Summit, to guide the future development of the India-Vietnam Comprehensive Strategic Partnership.