ଶ୍ରୀ ଭିକେ ମାଲହୋତ୍ରାଙ୍କ ବାସଭବନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

September 30th, 02:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିବଙ୍ଗତ ଶ୍ରୀ ବି.କେ. ମାଲହୋତ୍ରାଙ୍କ ବାସଭବନକୁ ଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରର ସଦସ୍ୟଙ୍କ ପ୍ରତି ନିଜର ସମବେଦନା ଜଣାଇଥିଲେ ।

ଶ୍ରୀ ବିଜୟ କୁମାର ମଲହୋତ୍ରାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

September 30th, 09:16 am

ଶ୍ରୀ ବିଜୟ କୁମାର ମାଲହୋତ୍ରାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।