ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ପ୍ରଧାନମନ୍ତ୍ରୀ ନଭେମ୍ବର ୨୭ ତାରିଖରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିବେ
November 25th, 04:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ନଭେମ୍ବର ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତୀୟ ମହାକାଶ ଷ୍ଟାର୍ଟଅପ ସ୍କାଏରୁଟର ଇନଫିନିଟି କ୍ୟାମ୍ପସର ଉଦ୍ଘାଟନ କରିବେ । ସେ ସ୍କାଏରୁଟର ପ୍ରଥମ ଅରବିଟାଲ (କକ୍ଷପଥ) ରକେଟ, ବିକ୍ରମ-୧ ମଧ୍ୟ ଉନ୍ମୋଚନ କରିବେ, ଯାହା କକ୍ଷପଥକୁ ଉପଗ୍ରହ ଉତ୍କ୍ଷେପଣ କରିବାର କ୍ଷମତା ରଖିବ ।