Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi

February 21st, 05:30 pm

PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ

February 21st, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍‌-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ ୨୦୨୬ର ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 06:45 pm

୨୦୪୭ ମସିହାରେ,ଯେତେବେଳେ ଆମ ସ୍ୱାଧୀନତାର ଶହେ ବର୍ଷ ପୂରଣ ହେବ, ସେ ପର୍ଯ୍ୟନ୍ତ ଯାତ୍ରା ଭାରତ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ, ଏବଂ ଏହା ସେହି ସମୟ ଯାହାକି ଆପଣମାନଙ୍କ ଜୀବନରେ ବି ସବୁଠାରୁ ମହତ୍ୱପୂର୍ଣ୍ଣ, ଅଥାତ ଆପଣମାନଙ୍କ ପାଇଁ ସବୁଠାରୁ ବଡ଼ ସୁବର୍ଣ୍ଣ ସୁଯୋଗ । ଅର୍ଥାତ, ଆପଣମାନଙ୍କ ସାମର୍ଥ୍ୟ ଭାରତର ସାମର୍ଥ୍ୟ ବନିବ, ଆପଣମାନଙ୍କ ସଫଳତା ଭାରତର ସଫଳତାକୁ ନୂତନ ଶୀର୍ଷତାରେ ପହଞ୍ଚାଇବ । ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗରେ ସହଭାଗିତା ପାଇଁ ମୁଁ ଆପଣ ସମସ୍ତଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ମୁଁ ଆଗକୁ ଏ ବିଷୟରେ ବିସ୍ତୃତ ଭାବେ ଆଲୋଚନା ନିଶ୍ଚତ କରିବି, କିନ୍ତୁ ପ୍ରଥମେ ଆଜି ବିଶେଷ ଦିବସର ଆଲୋଚନା କରିବା ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 12th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ 'ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬'ର ସମାପନୀ ଅଧିବେଶନରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଯେତେବେଳେ ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ, ଆଜିର ଯୁବ ନାଗରିକଙ୍କ ମଧ୍ୟରୁ ଅନେକ ଜନ୍ମ ହୋଇନଥିଲେ ଏବଂ ଯେତେବେଳେ ସେ ୨୦୧୪ରେ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଶିଶୁ ଥିଲେ। ସମୟ ବିତିବା ସତ୍ତ୍ୱେ, ଯୁବ ପିଢ଼ି ପ୍ରତି ତାଙ୍କର ବିଶ୍ୱାସ ସ୍ଥିର ଏବଂ ଅଟଳ ରହିଛି ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ, ମୁଁ ସର୍ବଦା ତୁମର ସାମର୍ଥ୍ୟ, ତୁମର ପ୍ରତିଭା, ତୁମର ଉର୍ଜ୍ଜାରୁ ଶକ୍ତି ଆହରଣ କରିଛି ଏବଂ ଆଜି ଦେଖନ୍ତୁ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତ ପରିକଳ୍ପନାର ନିୟନ୍ତ୍ରଣ ନେଉଛନ୍ତି।

Prime Minister Narendra Modi to participate in the Viksit Bharat Young Leaders Dialogue 2026

January 10th, 11:03 am

On the occasion of National Youth Day, PM Modi will participate in the concluding session of the Viksit Bharat Young Leaders Dialogue 2026 on 12th January in New Delhi. During the programme, the PM will interact with around 3,000 youth from across the country and will also release an Essay Compilation, comprising selected essays authored by young participants on India’s developmental priorities and long-term nation-building goals.

ଭାରତର ଯୁବକମାନଙ୍କ ଅତୁଳନୀୟ ଶକ୍ତି ଏବଂ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ

January 10th, 08:35 am

ଭାରତର ଯୁବ ପିଢ଼ିର ଉତ୍ସାହ ଏବଂ ସଂକଳ୍ପ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଗାମୀ 'ବିକଶିତ ଭାରତ ଯୁବ ନେତୃତ୍ୱ ବାର୍ତ୍ତାଳାପ'ରେ ଦେଶର ଯୁବକମାନଙ୍କ ସହ ଯୋଡ଼ି ହେବା ନିମନ୍ତେ ଉତ୍ସାହ ବ୍ୟକ୍ତ କରିଛନ୍ତି।

'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ

December 28th, 11:30 am

ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଏଲଗ ୨.୦ରେ ଭାଗ ନେବାକୁ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

October 27th, 08:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଯୁବପିଢ଼ିଙ୍କୁ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଏଲଗ ୨.୦ରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ଆହ୍ୱାନ କରିଛନ୍ତି । ସେ ଏହାକୁ ରାଷ୍ଟ୍ର ନିର୍ମାଣରେ ଅର୍ଥପୂର୍ଣ୍ଣ ଯୋଗଦାନ ଦେବାର ଏକ ମୂଲ୍ୟବାନ ସୁଯୋଗ ଭାବରେ ବର୍ଣ୍ଣନା କରିଛନ୍ତି ।

India's youth are a force for global good: PM Modi at NCC Rally

January 27th, 05:00 pm

PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”

ବାର୍ଷିକ ଏନସିସି ପିଏମ ରାଲିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

January 27th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଅପ୍ପା ପ୍ୟାରେଡ୍ ଗ୍ରାଉଣ୍ଡରେ ଜାତୀୟ କ୍ୟାଡେଟ କର୍ପସ୍ (ଏନସିସି) ପିଏମ୍‍ ଶୋଭାଯାତ୍ରାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କ୍ୟାଡେଟ୍‍ଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ । ଏହା ସହ ସେ ଶ୍ରେଷ୍ଠ କ୍ୟାଡେଟ୍ ପୁରସ୍କାର ପ୍ରଦାନ କରିଥିଲେ। ଏନସିସି ଦିବସ ଅବସରରେ ଉପସ୍ଥିତ ଜନତାଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରଧାନମନ୍ତ୍ରୀ ଏହି ଉତ୍ସବରେ ଯୋଗ ଦେଇଥିବା ୧୮ ଦେଶର ପ୍ରାୟ ୧୫୦ କ୍ୟାଡେଟ୍ ସ୍ୱାଗତ କରିଥିଲେ । ମେରା ଯୁବ ଭାରତ ପୋର୍ଟାଲ ମାଧ୍ୟମରେ ଭର୍ଚୁଆଲ ପ୍ଲାଟଫର୍ମରେ ଯୋଗ ଦେଇଥିବା ସମଗ୍ର ଭାରତର ଯୁବକମାନଙ୍କୁ ସେ ଅଭିନନ୍ଦନ ଜଣାଇଥିଲେ ।

ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ

January 19th, 11:30 am

In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.

PM Narendra Modi's Stellar Start to 2025: Transforming Vision into Reality in Just 15 Days

January 16th, 02:18 pm

Prime Minister Narendra Modi has begun 2025 with a flurry of transformative initiatives, demonstrating his vision for a progressive, self-reliant, and united India. From advancing infrastructure and scientific research to empowering youth and celebrating India’s cultural persity, his leadership has set the tone for a remarkable year ahead.

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

PM Modi interacts with Rashtriya Bal Puraskar awardees

December 26th, 09:54 pm

PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.

Our constitution embodies the Gurus’ message of Sarbat da Bhala—the welfare of all: PM Modi

December 26th, 12:05 pm

The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.

PM Modi participates in Veer Baal Diwas programme in New Delhi

December 26th, 12:00 pm

The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.

Hackathon solutions are proving to be very useful for the people of the country: PM Modi

December 11th, 05:00 pm

PM Modi interacted with young innovators at the Grand Finale of Smart India Hackathon 2024 today, via video conferencing. He said that many solutions from the last seven hackathons were proving to be very useful for the people of the country.

ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 11th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରୁ ତାଙ୍କ ଅଭିଭାଷଣରୁ 'ସବକା ପ୍ରୟାସ'ର ପୁନରାବୃତ୍ତି ବିଷୟରେ ମନେ ପକାଇଥିଲେ। ଆଜିର ଭାରତ 'ସବକା ପ୍ରୟାସ' କିମ୍ବା ସମସ୍ତଙ୍କ ପ୍ରୟାସ ଦ୍ୱାରା ଦ୍ରୁତ ଗତିରେ ଅଗ୍ରଗତି କରିପାରିବ ଏବଂ ଆଜିର ଅବସର ଏକ ଉଦାହରଣ ବୋଲି ସେ କହିଛନ୍ତି। ମୁଁ ସ୍ମାର୍ଟ ଇଣ୍ଡିଆ ହାକାଥନର ଗ୍ରାଣ୍ଡ ଫାଇନାଲକୁ ଉତ୍ସାହର ସହ ଅପେକ୍ଷା କରିଛି, ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ସେ ଯୁବ ଉଦ୍ଭାବକମାନଙ୍କ ମଧ୍ୟରେ ଥାଆନ୍ତି ସେତେବେଳେ ତାଙ୍କୁ କିଛି ନୂଆ ଶିଖିବାର ଏବଂ ବୁଝିବାର ସୁଯୋଗ ମିଳିଥାଏ । ଯୁବ ଉଦ୍ଭାବକମାନଙ୍କ ପ୍ରତି ତାଙ୍କର ଉଚ୍ଚ ଆଶା ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାବ୍ଦୀର ଭାରତକୁ ଭିନ୍ନ ଦୃଷ୍ଟିରେ ଦେଖିବା ନିମନ୍ତେ ସେମାନଙ୍କର ଦୃଷ୍ଟିକୋଣ ରହିଛି । ତେଣୁ, ଶ୍ରୀ ମୋଦୀ କହିଥିଲେ, ଆପଣଙ୍କର ସମାଧାନ ମଧ୍ୟ ଭିନ୍ନ ଏବଂ ଯେତେବେଳେ ଏକ ନୂତନ ଚ୍ୟାଲେଞ୍ଜ ଆସେ, ଆପଣ ନୂତନ ଏବଂ ଅନନ୍ୟ ସମାଧାନ ବାହାର କରନ୍ତି। ପ୍ରଧାନମନ୍ତ୍ରୀ ଅତୀତରେ ହୋଇଥିବା ହାକାଥନ କଥା ମନେ ପକାଇ କହିଥିଲେ, ସେଥିରେ ପ୍ରଦାନ କରାଯାଇଥିବା ସମାଧାନଗୁଡ଼ିକୁ ବିଭିନ୍ନ ମନ୍ତ୍ରଣାଳୟରେ ବ୍ୟବହାର କରାଯାଉଛି । ଶ୍ରୀ ମୋଦୀ ଅଂଶଗ୍ରହଣକାରୀଙ୍କ ବିଷୟରେ ଅଧିକ ଜାଣିବାପାଇଁ ଆଗ୍ରହ ପ୍ରକାଶ କରିଥିଲେ ଏବଂ ବାର୍ତ୍ତାଳାପ ଆରମ୍ଭ କରିଥିଲେ ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶବିଶେଷ ହେବା ପାଇଁ ଯୁବପିଢ଼ିଙ୍କୁ କ୍ୱିଜରେ ଅଂଶ ଗ୍ରହଣ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

November 27th, 01:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶବିଶେଷ ହେବା ପାଇଁ ଯୁବ ପିଢ଼ିଙ୍କୁ ଏକ କ୍ୱିଜ ପ୍ରତିଯୋଗିତାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି । ଏହା ବିକଶିତ ଭାରତ ଲକ୍ଷ୍ୟ ପୂରଣ ଦିଗରେ ସେମାନଙ୍କର ବିଶେଷ ଯୋଗଦାନ ହେବ ବୋଲି ସେ କହିଛନ୍ତି ।