୧ ମାର୍ଚ୍ଚରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 27th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ମାର୍ଚ୍ଚ ୨୦୨୬ରେ ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ କରିବେ। ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ ପରେ, ପ୍ରଧାନମନ୍ତ୍ରୀ ୨୮ ଫେବୃଆରୀ ରାତି ପ୍ରାୟ ୯ଟାରେ ଚେନ୍ନାଇ ପହଞ୍ଚିବେ ।ପୁଡୁଚେରୀର ଅରୋଭିଲରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 25th, 12:58 pm
ଅରୋଭିଲର ସୁବର୍ଣ୍ଣ ଜୟନ୍ତୀ ସପ୍ତାହ ଅବସରରେ ଏଠି ଉପସ୍ଥିତ ହୋଇଥିବାରୁ ମୁଁ ଖୁସି । ଭାରତର ଆଧ୍ୟାତ୍ମିକ ନେତୃତ୍ୱରେ ଶ୍ରୀ ଅରବିନ୍ଦଙ୍କ ଦର୍ଶନ ଆଜି ଆମ୍ଭମାନଙ୍କୁ ପ୍ରେରଣା ଯୋଗାଇଆସୁଛି ।