ଶ୍ରୀ ବିମଳେନ୍ଦ୍ର ମୋହନ ପ୍ରତାପ ମିଶ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

August 24th, 07:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ରାମଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ସଦସ୍ୟ ଏବଂ ରାଜସଦନ ଅଯୋଧ୍ୟାର ମୁଖ୍ୟ ଶ୍ରୀ ବିମଳେନ୍ଦ୍ର ମୋହନ ପ୍ରତାପ ମିଶ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।