ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
April 19th, 06:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ତାମିଲନାଡ଼ୁର ବିରୁଧୁନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।ତାମିଲନାଡ଼ୁର ବିରୁଦ୍ଧନଗର ଜିଲ୍ଲାରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁ ଜୀବନହାନିରେ ପ୍ରଧାନମନ୍ତ୍ରୀଙ୍କ ଶୋକ
February 17th, 07:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର ବିରୁଦ୍ଧନଗର ଜିଲ୍ଲାରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁ ଜୀବନହାନିରେ ଶୋକ ବ୍ୟକ୍ତ କରିଛନ୍ତି । ଆହତମାନେ ଶୀଘ୍ର ସୁସ୍ଥ ହେବାକୁ ଶ୍ରୀ ମୋଦୀ କାମନା କରିଛନ୍ତି ।