ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

December 05th, 02:00 pm

ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।

PM Modi’s remarks during the joint press meet with Russian President Vladimir Putin

December 05th, 01:50 pm

PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 05th, 11:06 am

ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।

ଚିଲି ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତି

April 01st, 12:31 pm

ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଭାରତ ପ୍ରତି ତାଙ୍କର ଦୃଢ଼ ବନ୍ଧୁତା ଭାବନା ଏବଂ ଆମ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ତାଙ୍କର ପ୍ରତିବଦ୍ଧତା ପ୍ରକୃତରେ ପ୍ରଶଂସନୀୟ । ଏଥିପାଇଁ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ତାଙ୍କୁ ତଥା ତାଙ୍କ ବିଶିଷ୍ଟ ପ୍ରତିନିଧି ଦଳକୁ ସ୍ୱାଗତ କରୁଛି ।

ୟୁରୋପୀୟ ଆୟୋଗର ଅଧ୍ୟକ୍ଷଙ୍କ ସହ ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ଘାଟନୀ ଭାଷଣ (ଫେବୃଆରୀ ୨୮, ୨୦୨୫)

February 28th, 01:50 pm

ମୁଁ ଆପଣ ସମସ୍ତଙ୍କୁ ଭାରତକୁ ସ୍ୱାଗତ କରୁଛି । ଏତେ ବ୍ୟାପକ ସ୍ତରରେ ଗୋଟିଏ ଦେଶ ସହ ଇୟୁ କଲେଜ ଅଫ୍ କମିଶନରଙ୍କ ଯୋଗଦାନ ଅଭୂତପୂର୍ବ ଅଟେ । ଆମ ପାଇଁ ଏହା ପ୍ରଥମ ଥର, ଯେ ମୋର ଅନେକ କ୍ୟାବିନେଟ୍ ସହଯୋଗୀ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଏକତ୍ରିତ ହୋଇଛନ୍ତି। ମୋର ମନେ ଅଛି, ୨୦୨୨ ରେ ରାଇସିନା ଡାଏଲଗରେ ଆପଣ ଉଲ୍ଲେଖ କରିଥିଲେ ଯେ ଭାରତ ଏବଂ ୟୁରୋପୀୟ ସଂଘ ପ୍ରାକୃତିକ ଅଂଶୀଦାର ଅଟନ୍ତି । ଆଉ ଆଗାମୀ ଦଶନ୍ଧିରେ ଭାରତ ସହ ସମ୍ପର୍କ ସୁଦୃଢ଼ କରିବା ଏବଂ ସେମାନଙ୍କୁ ଉତ୍ସାହିତ କରିବା ୟୁରୋପୀୟ ସଂଘ ପାଇଁ ଏକ ପ୍ରମୁଖ ପ୍ରାଥମିକତା ହେବ । ଏବଂ ବର୍ତ୍ତମାନ, ଆପଣଙ୍କର ନୂତନ କାର୍ଯ୍ୟକାଳର ଆରମ୍ଭରେ, ଆପଣ ଭାରତକୁ ଏକ ଗନ୍ତବ୍ୟସ୍ଥଳରେ ପରିଣତ କରିଛନ୍ତି । ଭାରତ-ୟୁରୋପୀୟ ସଂଘ ସମ୍ପର୍କରେ ଏହା ଏକ ମାଇଲଖୁଣ୍ଟ ମୁହୂର୍ତ୍ତ ଅଟେ ।

The World This Week On India

February 18th, 04:28 pm

This week, India reinforced its position as a formidable force on the world stage, making headway in artificial intelligence, energy security, space exploration, and defence. From shaping global AI ethics to securing strategic partnerships, every move reflects India's growing influence in global affairs.

It is our commitment that the youth of the country should get maximum employment: PM Modi at Rozgar Mela

October 29th, 11:00 am

PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 29th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।

The BJP government in Gujarat has prioritised water from the very beginning: PM Modi in Amreli

October 28th, 04:00 pm

PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ

October 28th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।

ଜର୍ମାନ ବ୍ୟବସାୟସମୂହର ୧୮ତମ ଏସିଆ - ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀ (ଏପିକେ ୨୦୨୪)ରେ ପ୍ରଧାନମନ୍ତ୍ରୀ

October 25th, 11:20 am

ମେୟର ଥିବା ସମୟରେ ତାଙ୍କର ପ୍ରଥମ ଭାରତ ଗସ୍ତ ଥିଲା ଏବଂ ପରବର୍ତ୍ତୀ ତିନି ଥର ଚାନସେଲର ଭାବରେ ତାଙ୍କ କାର୍ଯ୍ୟକାଳ ସମୟରେ ସେ ଆସିଛନ୍ତି, ଯାହା ଭାରତ-ଜର୍ମାନୀ ସମ୍ପର୍କ ଉପରେ ତାଙ୍କର ଗୁରୁତ୍ଵକୁ ଦର୍ଶାଏ ।

ପୋଲାଣ୍ଡର ୱାର୍ସାରେ ଭାରତୀୟ ସମୁଦାୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 21st, 11:45 pm

ଏହି ଦୃଶ୍ୟ ପ୍ରକୃତରେ ଆଶ୍ଚର୍ଯ୍ୟଜନକ ଏବଂ ଆପଣଙ୍କ ଉତ୍ସାହ ମଧ୍ୟ ଆଶ୍ଚର୍ଯ୍ୟଜନକ | ଯେବେଠାରୁ ମୁଁ ଏଠାରେ ପାଦ ରଖିଛି, ଆପଣ ଥକି ଯାଉନାହଁ । ଆପଣମାନେ ସମସ୍ତେ ପୋଲାଣ୍ଡର ବିଭିନ୍ନ ଅଞ୍ଚଳରୁ ଆସିଛନ୍ତି, ସମସ୍ତଙ୍କର ଭିନ୍ନ ଭିନ୍ନ ଭାଷା, ଉପଭାଷା, ଖାଦ୍ୟ ରହିଛି । କିନ୍ତୁ ସମସ୍ତେ ଭାରତୀୟତାର ଭାବନା ସହିତ ଜଡ଼ିତ । ଆପଣମାନେ ଏଠାରେ ଏତେ ବଡ଼ ଆକାରରେ ସ୍ୱାଗତ କରିଛନ୍ତି, ଏହି ସ୍ୱାଗତ ପାଇଁ ମୁଁ ଆପଣ ସମସ୍ତଙ୍କୁ, ପୋଲାଣ୍ଡବାସୀଙ୍କୁ ଅତ୍ୟନ୍ତ କୃତଜ୍ଞ ।

ପୋଲାଣ୍ଡରେ ରହୁଥିବା ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

August 21st, 11:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ସମ୍ମାନାର୍ଥେ ୱାର୍ସାରେ ଭାରତୀୟ ସମ୍ପ୍ରଦାୟ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ ।

ଫଳାଫଳ ତାଲିକା: ମାଲେସିଆ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଅନୱର ଇବ୍ରାହିମଙ୍କ ଭାରତ ଗସ୍ତ

August 20th, 04:49 pm

ଶ୍ରମିକଙ୍କ ଚୟନ, ନିଯୁକ୍ତି ଏବଂ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ସରକାର ଏବଂ ମାଲେସିଆ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

August 20th, 12:00 pm

ପ୍ରଧାନମନ୍ତ୍ରୀ ହେବା ପରେ ଅନୱର ଇବ୍ରାହିମଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ । ମୁଁ ଖୁସି ଯେ ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଛି ।

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

June 22nd, 01:00 pm

ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କପ୍ରତିନିଧି ଦଳକୁ ମୁଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ପ୍ରାୟ ଗତ ଏକ ବର୍ଷ ମଧ୍ୟରେ ଆମେ ୧୦ ଥର ସାକ୍ଷାତ କରିଛୁ । କିନ୍ତୁ ଆଜିର ବୈଠକ ହେଉଛି ସ୍ୱତନ୍ତ୍ର । କାରଣ ଆମ ସରକାରର ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ପ୍ରଥମ ରାଷ୍ଟ୍ର ଅତିଥି ।

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ- ମାଳଦ୍ୱୀପ ମଧ୍ୟରେ ଜାରି ମିଳିତ ବିବୃତି

August 02nd, 10:18 pm

ମାଳଦ୍ୱୀପ ପ୍ରଜାତନ୍ତ୍ରର ରାଷ୍ଟ୍ରମତି ମହାମହିମ ଶ୍ରୀ ଇବ୍ରାହିମ୍ ମହମ୍ମଦ ସୋଲିହ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆମନ୍ତ୍ରଣ କ୍ରମେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ ।

କୋଭିଡ୍‍-19 ପରିଚାଳନା ସଂକ୍ରାନ୍ତ କର୍ମଶାଳାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 18th, 03:07 pm

ପ୍ରଧାନମନ୍ତ୍ରୀ ଆଫଗାନିସ୍ତାନ, ବାଂଲାଦେଶ, ଭୁଟାନ, ମାଲଦ୍ୱୀପ, ମରିସସ୍‌, ନେପାଳ, ପାକିସ୍ଥାନ, ସେଚେଲ୍ସ, ଶ୍ରୀଲଙ୍କା ଭଳି 10ଟି ପଡୋଶୀ ଦେଶର ସ୍ୱାସ୍ଥ୍ୟସେବା ନେତୃବର୍ଗ, ବିଶେଷଜ୍ଞ ଓ ଅଧିକାରୀ ଏବଂ ଭାରତୀୟ ଅଧିକାରୀ ଓ ବିଶେଷଜ୍ଞ ସହ COVID-19 ପରିଚାଳନା: ଅଭିଜ୍ଞତା, ଭଲ ଅଭ୍ୟାସ ଏବଂ ଆଗାମୀ କାର୍ଯ୍ୟଯୋଜନା ଉପରେ ଏକ କର୍ମଶାଳାକୁ ସମ୍ବୋଧିତ କରିଛନ୍ତି ।

10 ଟି ପଡୋଶୀ ଦେଶ ସହିତ COVID-19 ପରିଚାଳନା: ଅଭିଜ୍ଞତା, ଭଲ ଅଭ୍ୟାସ ଏବଂ ଆଗାମୀ କାର୍ଯ୍ୟଯୋଜନା ଉପରେ ଏକ କର୍ମଶାଳାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

February 18th, 03:06 pm

ପ୍ରଧାନମନ୍ତ୍ରୀ ଆଫଗାନିସ୍ତାନ, ବାଂଲାଦେଶ, ଭୁଟାନ, ମାଲଦ୍ୱୀପ, ମରିସସ୍‌, ନେପାଳ, ପାକିସ୍ଥାନ, ସେଚେଲ୍ସ, ଶ୍ରୀଲଙ୍କା ଭଳି 10ଟି ପଡୋଶୀ ଦେଶର ସ୍ୱାସ୍ଥ୍ୟସେବା ନେତୃବର୍ଗ, ବିଶେଷଜ୍ଞ ଓ ଅଧିକାରୀ ଏବଂ ଭାରତୀୟ ଅଧିକାରୀ ଓ ବିଶେଷଜ୍ଞ ସହ COVID-19 ପରିଚାଳନା: ଅଭିଜ୍ଞତା, ଭଲ ଅଭ୍ୟାସ ଏବଂ ଆଗାମୀ କାର୍ଯ୍ୟଯୋଜନା ଉପରେ ଏକ କର୍ମଶାଳାକୁ ସମ୍ବୋଧିତ କରିଛନ୍ତି ।

Last five years have shown that it is indeed possible to successfully run an honest, transparent government: PM Modi

April 22nd, 04:16 pm

Speaking at a rally in Rajasthan’s Udaipur, PM Modi said, “The last five years have shown the country that it is indeed possible to successfully run an honest, transparent and people-oriented government in India.”