ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।Prime Minister addresses the Indian Community in Paris
June 18th, 09:30 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.Visit of Prime Minister to France and Slovakia (June 13-18, 2026)
June 09th, 07:20 pm
PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.ଭିଭାଟେକ୍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ମୂଳ ଭାଷଣର ବିଷୟବସ୍ତୁ
June 16th, 04:00 pm
ଏହି ମଞ୍ଚ ଫ୍ରାନ୍ସର ବୈଷୟିକ ଦୃଷ୍ଟିଭଙ୍ଗୀକୁ ପ୍ରତିଫଳିତ କରୁଛି । ଭାରତ ଓ ଫ୍ରାନ୍ସ ବିଭିନ୍ନ କ୍ଷେତ୍ରରେ ମିଳିତଭାବେ କାମ କରିଆସୁଛନ୍ତି । ସେଥିମଧ୍ୟରୁ ଟେକ୍ନୋଲୋଜି ଓ ଡିଜିଟାଲ ଦୁଇଟି କ୍ଷେତ୍ର ଯାହା ଦୁଇଦେଶକୁ ମିଳିତଭାବେ କାମ କରିବାର ନୂଆ ସୁଯୋଗ ଦେଇଛି । ଏହି ସହଯୋଗ ଆହୁରୀ ଦୃଢୀଭୂତ ହୋଇ ଆଗକୁ ବଢୁ ଏହା ସମୟର ଆହ୍ୱାନ । ଏହା କେବଳ ଆମ ଦୁଇଦେଶ ନୁହେଁ, ସମଗ୍ର ବିଶ୍ୱକୁ ସାହାଯ୍ୟ କରିବ ।ଭିଭା ଟେକ୍ର ପଞ୍ଚମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
June 16th, 03:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମୋଡ଼ରେ ଭିଭା ଟେକ୍ର ପଞ୍ଚମ ସଂସ୍କରଣ ସମାରୋହରେ ଉଦ୍ବୋଧନ ଦେଇଛନ୍ତି । ଭିଭା ଟେକ ୨୦୨୧ରେ ସମ୍ମାନନୀୟ ଅତିଥି ଭାବେ ଆମନ୍ତ୍ରିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କୁ ମୁଖ୍ୟ ଭାଷଣ ପ୍ରଦାନ କରିବା ନିମନ୍ତେ ଅନୁରୋଧ କରାଯାଇଥିଲା । ଭିଭା ଟେକ୍ ୟୁରୋପର ସର୍ବବୃହତ୍ ଡିଜିଟାଲ ଏବଂ ଷ୍ଟାର୍ଟ ଅପ୍ ସମାରୋହମାନଙ୍କ ମଧ୍ୟରେ ଅନ୍ୟତମ ଏବଂ ୨୦୧୬ ମସିହା ଠାରୁ ଏହି ସମ୍ମିଳନୀ ପ୍ରତିବର୍ଷ ପ୍ୟାରିସଠାରେ ଅନୁଷ୍ଠିତ ହୋଇଆସୁଛି ।ଜୁନ୍ 16 ତାରିଖରେ ଭିଭା ଟେକ୍ର ପଞ୍ଚମ ସଂସ୍କରଣରେ ଦୀକ୍ଷାନ୍ତ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ
June 15th, 02:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ 16 ତାରିଖ ଅପରାହ୍ନ ପ୍ରାୟ 4ଟା ସମୟରେ ଭିଭା ଟେକର ପଞ୍ଚମ ସଂସ୍କରଣରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ ।