ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ ୨୦୨୬ର ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 06:45 pm

୨୦୪୭ ମସିହାରେ,ଯେତେବେଳେ ଆମ ସ୍ୱାଧୀନତାର ଶହେ ବର୍ଷ ପୂରଣ ହେବ, ସେ ପର୍ଯ୍ୟନ୍ତ ଯାତ୍ରା ଭାରତ ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ, ଏବଂ ଏହା ସେହି ସମୟ ଯାହାକି ଆପଣମାନଙ୍କ ଜୀବନରେ ବି ସବୁଠାରୁ ମହତ୍ୱପୂର୍ଣ୍ଣ, ଅଥାତ ଆପଣମାନଙ୍କ ପାଇଁ ସବୁଠାରୁ ବଡ଼ ସୁବର୍ଣ୍ଣ ସୁଯୋଗ । ଅର୍ଥାତ, ଆପଣମାନଙ୍କ ସାମର୍ଥ୍ୟ ଭାରତର ସାମର୍ଥ୍ୟ ବନିବ, ଆପଣମାନଙ୍କ ସଫଳତା ଭାରତର ସଫଳତାକୁ ନୂତନ ଶୀର୍ଷତାରେ ପହଞ୍ଚାଇବ । ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗରେ ସହଭାଗିତା ପାଇଁ ମୁଁ ଆପଣ ସମସ୍ତଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି । ମୁଁ ଆଗକୁ ଏ ବିଷୟରେ ବିସ୍ତୃତ ଭାବେ ଆଲୋଚନା ନିଶ୍ଚତ କରିବି, କିନ୍ତୁ ପ୍ରଥମେ ଆଜି ବିଶେଷ ଦିବସର ଆଲୋଚନା କରିବା ।

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 12th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ 'ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬'ର ସମାପନୀ ଅଧିବେଶନରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଯେତେବେଳେ ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିଲେ, ଆଜିର ଯୁବ ନାଗରିକଙ୍କ ମଧ୍ୟରୁ ଅନେକ ଜନ୍ମ ହୋଇନଥିଲେ ଏବଂ ଯେତେବେଳେ ସେ ୨୦୧୪ରେ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଶିଶୁ ଥିଲେ। ସମୟ ବିତିବା ସତ୍ତ୍ୱେ, ଯୁବ ପିଢ଼ି ପ୍ରତି ତାଙ୍କର ବିଶ୍ୱାସ ସ୍ଥିର ଏବଂ ଅଟଳ ରହିଛି ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ, ମୁଁ ସର୍ବଦା ତୁମର ସାମର୍ଥ୍ୟ, ତୁମର ପ୍ରତିଭା, ତୁମର ଉର୍ଜ୍ଜାରୁ ଶକ୍ତି ଆହରଣ କରିଛି ଏବଂ ଆଜି ଦେଖନ୍ତୁ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତ ପରିକଳ୍ପନାର ନିୟନ୍ତ୍ରଣ ନେଉଛନ୍ତି।

Yuva Shakti is driving developed India while strengthening cultural roots: PM at release of 500th Book of Shrimad Vijayaratna Sunder Surishwarji Maharaj

January 11th, 01:00 pm

Delivering his remarks during the release of Shrimad Vijayaratna Sunder Surishwarji Maharaj’s 500th book, PM Modi expressed confidence that this creation would benefit society, youth and humanity at large. He remarked that Maharaj’s 500 works are like a vast ocean containing countless gems of thought, offering simple and spiritual solutions to humanity’s problems. The PM also recalled the nine appeals and nine resolutions he had made for the welfare of the society.

ଶ୍ରୀମଦ୍ ବିଜୟରତ୍ନ ସୁନ୍ଦର ସୁରିଶ୍ୱରଜୀ ମହାରାଜଙ୍କ ୫୦୦ତମ ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

January 11th, 12:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଶ୍ରୀମଦ୍ ବିଜୟରତ୍ନ ସୁନ୍ଦର ସୁରିଶ୍ୱରଜୀ ମହାରାଜଙ୍କ ୫୦୦ତମ ପୁସ୍ତକ ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ରଖିଛନ୍ତି। ସମାବେଶକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ପବିତ୍ର ଅବସରରେ ସେ ପ୍ରଥମେ ଭୁବନଭାନୁ ସୁରିଶ୍ୱରଜୀ ମହାରାଜଙ୍କ ପାଦତଳେ ପ୍ରଣାମ ଜଣାଇଥିଲେ। ଏହାସହିତ ପ୍ରଶାନ୍ତମୂର୍ତ୍ତି ସୁବିଶାଳ ଗଚ୍ଛାଧିପତି ପୂଜ୍ୟ ଶ୍ରୀମଦ୍ ବିଜୟ ରାଜେନ୍ଦ୍ର ସୁରିଶ୍ୱରଜୀ ମହାରାଜ, ପୂଜ୍ୟ ଗଚ୍ଛାଧିପତି ଶ୍ରୀ କଳ୍ପତରୁ ସୁରିଶ୍ୱରଜୀ ମହାରାଜ, ସରସ୍ୱତୀ କୃପାପାତ୍ର ପରମପୂଜ୍ୟ ଆଚାର୍ଯ୍ୟ ଭଗବନ୍ତ ଶ୍ରୀମଦ୍ ବିଜୟରତ୍ନ ସୁନ୍ଦର ସୁରିଶ୍ୱରଜୀ ମହାରାଜ ଏବଂ ସମାରୋହରେ ଉପସ୍ଥିତ ସମସ୍ତ ସନ୍ଥ ଓ ସାଧ୍ୱୀମାନଙ୍କୁ ଶ୍ରଦ୍ଧାଞ୍ଜଳି ସହ ପ୍ରଣାମ ଓ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସେ ଉର୍ଜା ମହୋତ୍ସବ ସମିତିର ସମସ୍ତ ସଦସ୍ୟଙ୍କୁ ମଧ୍ୟ ଅଭିନନ୍ଦନ ସହ ହୃଦୟପୂର୍ବକ ଶୁଭକାମନା ଜଣାଇଥିଲେ।

ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ

November 30th, 11:30 am

ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 28th, 03:35 pm

ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।

ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

November 28th, 03:30 pm

28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।

କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

November 28th, 11:45 am

ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍‌ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।

କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 28th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍‌ ଭଗବଦ୍‌ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।

ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 19th, 11:00 am

ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି

November 19th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 09th, 01:00 pm

ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 09th, 12:30 pm

ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।

RJD forced Congress to surrender its CM claim at gunpoint: PM Modi in Bhagalpur, Bihar

November 06th, 12:01 pm

In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.

No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar

November 06th, 11:59 am

PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’

PM Modi stirs up massive rallies with his addresses in Araria & Bhagalpur, Bihar

November 06th, 11:35 am

PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’

The opposition is not a ‘gathbandhan’ but a ‘gharbandhan’: PM Modi during the interaction with Mahila Karyakartas of Bihar

November 04th, 10:30 pm

PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.

PM Modi interacts with Mahila Karyakartas of Bihar under “Mera Booth, Sabse Mazboot” initiative

November 04th, 03:30 pm

PM Modi interacted with spirited women karyakartas of the Bharatiya Janata Party from Bihar as part of the “Mera Booth, Sabse Mazboot” outreach initiative. The interaction was marked by warmth, humour, and conviction as PM Modi hailed the vital role of women in strengthening democracy and steering India towards a Viksit Bharat.

ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

October 31st, 06:08 pm

ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।

'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ

October 26th, 11:30 am

ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।