ପ୍ରଧାନମନ୍ତ୍ରୀ ଜାନୁଆରୀ ୪ ବାରଣାସୀଠାରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ

January 03rd, 02:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ ୨୦୨୬ରେ ଭିଡିଓ କନଫରେନ୍ସିଂ ଜରିଆରେ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ । ବାରଣାସୀର ଡ. ସମ୍ପୂର୍ଣ୍ଣାନନ୍ଦ ସ୍ପୋର୍ଟ୍ସ ଷ୍ଟାଡିୟମରେ ଉଦଘାଟନ ସମାରୋହ ଅନୁଷ୍ଠିତ ହେବ ।