ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

August 30th, 07:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି।

୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ରାଷ୍ଟ୍ରପତି ଜେଲେଁସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

August 11th, 06:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନ ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲଦିମିର ଜେଲେଁସ୍କିଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି ।

ୟୁକ୍ରେନର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 24th, 03:57 am

ନ୍ୟୁୟର୍କରେ ‘ଭବିଷ୍ୟର ଶିଖର ସମ୍ମିଳନୀ’ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ଶ୍ରୀ ଭୋଲୋଡିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।

ଭାରତର ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନ ଗସ୍ତ ଅବସରରେ ଭାରତ-ୟୁକ୍ରେନ ମିଳିତ ବକ୍ତବ୍ୟ

August 23rd, 07:00 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଭୋଲୋଦିମିର ଜେଲେନସ୍କିଙ୍କ ନିମନ୍ତ୍ରଣକ୍ରମେ ୨୩ ଅଗଷ୍ଟ ୨୦୨୪ରେ ୟୁକ୍ରେନ ଗସ୍ତ କରିଥିଲେ । ୧୯୯୨ ମସିହାରେ ଦୁଇ ଦେଶ ମଧ୍ୟରେ ରାଜନୈତିକ ସମ୍ପର୍କ ସ୍ଥାପିତ ହେବା ପରେ ଏହା କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ୟୁକ୍ରେନ ଗସ୍ତ ଥିଲା ।

ପ୍ରଧାନମନ୍ତ୍ରୀଙ୍କ ୟୁକ୍ରେନ ଗସ୍ତ ସମୟରେ ସ୍ୱାକ୍ଷରିତ ଦସ୍ତାବିଜର ତାଲିକା (ଅଗଷ୍ଟ ୨୩, ୨୦୨୪)

August 23rd, 06:45 pm

କୃଷି ଏବଂ ଖାଦ୍ୟ ଉଦ୍ୟୋଗ କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ୟୁକ୍ରେନ୍ ସରକାରଙ୍କ ମଧ୍ୟରେ ବୁଝାମଣା

ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

August 23rd, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ଠାରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି । ମେରିନସ୍କି ପ୍ୟାଲେସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।

ୟୁକ୍ରେନକୁ ଭୀଷ୍ମ କ୍ୟୁବ୍ ଉପହାର ଦେଲେ ପ୍ରଧାନମନ୍ତ୍ରୀ

August 23rd, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନ୍ ସରକାରଙ୍କୁ ଚାରିଟି ଭୀଷ୍ମ (ଭାରତ ହେଲଥ ଇନିସିଏଟିଭ୍ ଫର୍ ସହଯୋଗ ହିତ ଏବଂ ମୈତ୍ରୀ) କ୍ୟୁବ୍ ପ୍ରଦାନ କରିଛନ୍ତି। ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କି ମାନବିକ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆହତଙ୍କ ଶୀଘ୍ର ଚିକିତ୍ସା କରିବା ସହ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ଏହା ସହାୟକ ହେବ।

ଶହୀଦ ପିଲାମାନଙ୍କ ଉଦ୍ଦେଶ୍ୟରେ ଆୟୋଜିତ ପ୍ରଦର୍ଶନୀ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

August 23rd, 03:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନର କିବ୍‌ରେ ଥିବା ଜାତୀୟ ଇତିହାସ ସଂଗ୍ରହାଳୟରେ ଶହୀଦ ପିଲାମାନଙ୍କ ସ୍ମୃତିରେ ଆୟୋଜିତ ମଲ୍‌ଟିମିଡିଆ ଶହୀଦ ବିଶେଷଜ୍ଞ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ତାଙ୍କ ସହ ୟୁକ୍ରେନ୍‌ର ରାଷ୍ଟ୍ରପତି ଶ୍ରୀ ଭୋଲୋଡିମିର୍ ଜେଲେନସ୍କି ମଧ୍ୟ ରହିଥିଲେ ।

ପୋଲାଣ୍ଡ ଓ ୟୁକ୍ରେନ୍ ଗଣତନ୍ତ୍ରକୁ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବୟାନ

August 21st, 09:07 am

ଆଜି ମୁଁ ପୋଲାଣ୍ଡ ଏବଂ ୟୁକ୍ରେନ୍ ଗଣତନ୍ତ୍ରକୁ ସରକାରୀ ଗସ୍ତରେ ଯାଉଛି ।

ଜି-୭ ସମ୍ମିଳନୀ ଅବସରରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 14th, 04:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲୋଦିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ତୃତୀୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବାକୁ ନେଇ ଶୁଭେଚ୍ଛା ଜଣାଇବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଥିଲେ ।

ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦିଙ୍କୁ ପୁନର୍ବାର ନିର୍ବାଚନ ପାଇଁ ଅଭିନନ୍ଦନ ଜଣାଇଛନ୍ତି

June 06th, 08:56 pm

ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସଫଳତା ପାଇଁ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର୍ ଜେଲେନସ୍କି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ୟୁକ୍ରେନର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

May 20th, 07:57 pm

ଜି -7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିରୋସିମା ଠାରେ 20 ମଇ 2023ରେ ୟୁକ୍ରେନର ରାଷ୍ଟ୍ରପତି ମହାମହିମ ଶ୍ରୀ ଭୋଲଦମିର ଜେଲେନସ୍କିଙ୍କୁ ସାକ୍ଷାତ କରିଛନ୍ତି।

ୟୁକ୍ରେନ ରାଷ୍ଟ୍ରପତି ମହା ମହିମ ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ

December 26th, 08:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନର ରାଷ୍ଟ୍ରପତି ମାନ୍ୟବର ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍ ରେ ଆଲୋଚନା କରିଛନ୍ତି।