ୱାଲ୍ଟର ରସେଲ୍ ମେଡଙ୍କ ନେତୃତ୍ୱାଧୀନ ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ
October 07th, 08:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଓ୍ୱାଲ୍ଟର ରସେଲ୍ ମେଡ୍ଙ୍କ ନେତୃତ୍ୱାଧୀନ ଆମେରିକୀୟ ବିଚାରକ ଏବଂ ବ୍ୟବସାୟ ନେତୃବର୍ଗଙ୍କର ଏକ ପ୍ରତିନିଧି ଦଳ ସହ ମତବିନିମୟ କରିଛନ୍ତି।