ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
June 19th, 11:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି, ୨୦ ଜୁନ୍ ୨୦୨୬ରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଉପସ୍ଥିତ ରହିବେ ଯାହା ରାଜ୍ୟ ପାଇଁ ଏକ ବିରଳ ତଥା ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ ।Cabinet approves construction of new Central Government General Pool Office Accommodation in Amaravati, Andhra Pradesh
June 10th, 01:52 pm
The Cabinet has approved the construction of the Central Government General Pool Office Accommodation (CGGPOA) in Amaravati, Andhra Pradesh. Built across 5.53 acres at an estimated cost of over ₹1,299.08 crore, the green-rated office complex will accommodate around 8,000 officials and staff members, enhance coordination among Central Government departments, provide modern civic amenities and generate significant employment opportunities.Prime Minister pays tributes to Dharti Aaba Bhagwan Birsa Munda Ji on his martyrdom day
June 09th, 01:29 pm
Prime Minister Shri Narendra Modi today paid tributes to Dharti Aaba Bhagwan Birsa Munda Ji on his martyrdom day. The Prime Minister noted that he fought with indomitable courage against foreign rule for the protection of water, forest, and land.PM shares a Sanskrit Subhashitam emphasizing nature's conservation on World Environment Day
June 05th, 09:53 am
On World Environment Day, PM Modi highlighted India’s commitment to sustainable growth, biopersity conservation and environmental protection. He noted key achievements including expanding green cover, wildlife conservation efforts, and initiatives such as ‘Ek Ped Maa Ke Naam’. He also reaffirmed India’s commitment towards a cleaner and greener future through Mission LiFE while sharing a Sanskrit Subhashitam on nature conservation and harmony.Bengal’s strength is known worldwide, but TMC has trapped it in corruption: PM Modi in Mathurapur
April 23rd, 01:00 pm
Addressing a Vijay Sankalp rally in Mathurapur, West Bengal, PM Modi contrasted BJP’s 11 years of development with TMC’s 15 years of “lies and betrayal.” Targeting the TMC's syndicate culture, he described widespread “cut money” in jobs, land, rations and mandis. He concluded by asserting that a strong wave of change is visible across Bengal, driven by women and youth.Today, against TMC’s jungle raj, people across Bengal are blowing the conch of change: PM Modi in Krishnanagar
April 23rd, 12:45 pm
PM Modi addressed a massive public rally in Krishnanagar, delivering a sharp critique of TMC’s misgovernance while presenting BJP’s vision of development, security and women-led growth in West Bengal. He highlighted 15 years of “scams and broken promises” under TMC, contrasting it with BJP’s vision of “Sabka Saath, Sabka Vikas”. Reaffirming Modi's guarantee, he announced 10 guarantees for women.PM Modi’s high-energy rallies in Krishnanagar and Mathurapur, West Bengal
April 23rd, 12:30 pm
PM Modi addressed massive public gatherings in Krishnanagar and Mathurapur, delivering a sharp critique of TMC’s misgovernance while presenting BJP’s vision of development, security and women-led growth in West Bengal.TMC is Anti-North Bengal, Anti-tribal, Anti-tea garden, Anti-women & Anti-youth: PM Modi in Siliguri
April 12th, 01:15 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.PM Modi’s high-energy speech electrifies the Siliguri crowd
April 12th, 01:00 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.Corruption and appeasement politics of LDF and UDF harm Keralam’s culture and faith: PM Modi in Thiruvalla
April 04th, 08:27 pm
Prime Minister Narendra Modi addressed a massive and enthusiastic gathering in Thiruvalla, energising supporters and expressing confidence that Keralam is on the cusp of a historic political transformation. Highlighting the unprecedented turnout, the Prime Minister said, “The massive presence of people here in Thiruvalla, your trust in the NDA, and the affection and confidence shown by mothers and sisters reflect the mood across Keralam. The state is heading towards a major transformation.”PM Modi’s Thiruvalla rally signals a big political shift in Keralam
April 04th, 03:35 pm
Prime Minister Narendra Modi addressed a massive and enthusiastic gathering in Thiruvalla, energising supporters and expressing confidence that Keralam is on the cusp of a historic political transformation. Highlighting the unprecedented turnout, the Prime Minister said, “The massive presence of people here in Thiruvalla, your trust in the NDA, and the affection and confidence shown by mothers and sisters reflect the mood across Keralam. The state is heading towards a major transformation.”ନେଦରଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 30th, 09:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ କଥା ହୋଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମେ ଭାରତ-ନେଦରଲାଣ୍ଡ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ଆଲୋଚନା କରିଛୁ । ସେମି କଣ୍ଡକ୍ଟର, ମେଗା ଜଳପ୍ରକଳ୍ପ, ସବୁଜ ହାଇଡ୍ରୋଜେନ ଏବଂ ପ୍ରତିଭା ଗତିଶୀଳତା ଭଳି କ୍ଷେତ୍ରରେ ଆମର ସହଭାଗିତାର ସମ୍ଭାବନା ଉପରେ ଆଲୋକପାତ କରିଛୁ ।” ପଶ୍ଚିମ ଏସିଆ କ୍ଷେତ୍ରରେ ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନଃସ୍ଥାପନର ଆବଶ୍ୟକତାକୁ ଶ୍ରୀ ମୋଦୀ ଦୋହରାଇଛନ୍ତି ।ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
March 25th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।The days of TMC’s hooliganism are coming to an end: PM Modi in Kolkata, West Bengal
March 14th, 03:30 pm
Addressing a massive public meeting at the historic Brigade Parade Ground in Kolkata, Prime Minister Narendra Modi said, “This historic land of Bengal, this historic ground of Brigade Parade and this sea of people reflect the enthusiasm and spirit of the people. If anyone wants to know what Bengal is thinking and what lies in the hearts of its people, they should just look at these scenes.” He also gave a clarion call from Brigade Ground, “Paltano Dorkaar, Chai BJP Sorkaar.”PM Modi’s fiery speech electrifies the crowd in Kolkata
March 14th, 03:00 pm
Addressing a massive public meeting at the historic Brigade Parade Ground in Kolkata, Prime Minister Narendra Modi said, “This historic land of Bengal, this historic ground of Brigade Parade and this sea of people reflect the enthusiasm and spirit of the people. If anyone wants to know what Bengal is thinking and what lies in the hearts of its people, they should just look at these scenes.” He also gave a clarion call from Brigade Ground, “Paltano Dorkaar, Chai BJP Sorkaar.”କେରଳମ୍ର ଏର୍ଣ୍ଣାକୁଲମ୍ରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 11th, 02:00 pm
କେରଳମ୍ର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ, ସୁରେଶ ଗୋପୀ ଜୀ, ଜର୍ଜ କୁରିୟନ୍ ଜୀ, ସାଂସଦ ଏବଂ ବିଧାୟକମାନେ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଜୀ, ଭାଇ ଓ ଭଉଣୀମାନେ !କେରଳମର ଏର୍ଣ୍ଣାକୁଲମ୍ରେ ୧୧,୦୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳମ୍ର ଚଳଚଞ୍ଚଳ ଉପକୂଳ ସହର କୋଚି ଗସ୍ତ କରିଥିଲେ ଓ ରାଜ୍ୟର ପ୍ରଗତି ତ୍ବରାନ୍ବିତ କରିବାକୁ ବିଭିନ୍ନ ପ୍ରଭାବଶାଳୀ ପ୍ରକଳ୍ପର ଉଦଘାଟନ କରିଥିଲେ। ନିବେଶର ବ୍ୟାପକତା ଉପରେ ଗୁରୁତ୍ୱାରୋପ କରି, ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କୋଚି ଆସିବା ସର୍ବଦା ଏକ ମହାନ ଅଭିଜ୍ଞତା ରହିଆସିଛି ଓ ଏହି ପ୍ରକଳ୍ପଗୁଡ଼ିକ ପାଇଁ କେରଳବାସୀଙ୍କୁ ମୁଁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:15 pm
ଗତ ସପ୍ତାହରେ, ମୋତେ ରାଜସ୍ଥାନ ଗସ୍ତ କରିବାର ସୁଯୋଗ ମିଳିଥିଲା। ଆଜମେରର ପବିତ୍ର ଭୂମିରୁ, ଆମେ ରାଜସ୍ଥାନର ବିକାଶ ସହିତ ଜଡିତ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲୁ। ସେହି କାର୍ଯ୍ୟକ୍ରମରେ, ରାଜସ୍ଥାନର ୨୧,୦୦୦ ରୁ ଅଧିକ ଯୁବ ସହକର୍ମୀଙ୍କୁ ନିଯୁକ୍ତି ପତ୍ର ମଧ୍ୟ ବଣ୍ଟନ କରାଯାଇଥିଲା। ଆଜମେର ଗସ୍ତର ମାତ୍ର କିଛି ଦିନ ବ୍ୟବଧାନ ପରେ,ଏବେ, ମୋ ପାଖରେ କୋଟା ସହିତ ଜଡିତ ଏହି ଗୁରୁତ୍ୱପୂର୍ଣ୍ଣ ବିମାନବନ୍ଦର ପ୍ରକଳ୍ପର ଶୁଭାରମ୍ଭ କରିବାର ସୁଯୋଗ ମିଳିଛି। ରାଜସ୍ଥାନରେ ଗୋଟିଏ ସପ୍ତାହରେ ଆରମ୍ଭ ହୋଇଥିବା ଏହି ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଏକ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଏହା ଦର୍ଶାଏ ଯେ ରାଜସ୍ଥାନ ଆଜି ଦ୍ରୁତ ଗତିରେ ପ୍ରଗତି କରୁଛି। ଭିତ୍ତିଭୂମି ହେଉ, ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ହେଉ, କୃଷକ ଏବଂ ମା' ଏବଂ ଭଉଣୀମାନଙ୍କ ପାଇଁ ଯୋଜନା ହେଉ, ରାଜସ୍ଥାନର ପ୍ରତ୍ୟେକ କ୍ଷେତ୍ରରେ କାମ ଦ୍ରୁତ ଗତିରେ ଆଗକୁ ବଢ଼ୁଛି।