ଜାନୁଆରୀ ୧୭-୧୮ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 16th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ଜାନୁଆରୀ, ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଜାନୁଆରୀ ୧୭ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମାଲଦା ଗସ୍ତ କରିବେ ଏବଂ ହାଓଡ଼ା ଓ ଗୌହାଟୀ (କାମାକ୍ଷା) ମଧ୍ୟରେ ମାଲଦା ଟାଉନ ରେଳ ଷ୍ଟେସନରେ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ଣ ପ୍ରାୟ ୧ଟା ୪୫ ମିନିଟରେ, ପ୍ରଧାନମନ୍ତ୍ରୀ ମାଲଦାରେ ଏକ ସାର୍ବଜନୀକ କାର୍ଯ୍ୟକ୍ରମରେ ୩,୨୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଓ ଶିଳାନ୍ୟାସ କରିବେ ।Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ କରିଡର ଏବଂ ନମୋ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 20th, 04:35 pm
ଆଜି ସମଗ୍ର ଦେଶ ପାଇଁ ହେଉଛି ଏକ ଐତିହାସିକ କ୍ଷଣ ।ଆଜି ଭାରତର ପ୍ରଥମ ରାପିଡ ରେଳ ସେବା, ନମୋ ଭାରତଟ୍ରେନ, ରାଷ୍ଟ୍ରକୁ ସମର୍ପିତ ହେଉଛି, ଆରମ୍ଭ ହୋଇଛି ।ପାଖାପାଖି ଚାରି ବର୍ଷ ପୂର୍ବେ ମୁଁ ଦିଲ୍ଲୀ - ଗାଜିଆବାଦ - ମିରଟଆଞ୍ଚଳିକ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଥିଲି । ଆଜିସାହିବାବାଦରୁ ଦୁହାଇ ଡିପୋ ପର୍ଯ୍ୟନ୍ତ ସେହି ଅଂଶରେ ନମୋଭାରତର ଚଳାଚଳ ଆରମ୍ଭ ହୋଇଯାଇଛି । ଆଉ ମୁଁ ପୂର୍ବରୁ ହିଁକହିଛି, ଆଜି ମଧ୍ୟ କହୁଛି ଯାହାର ଶିଳାନ୍ୟାସ ଆମେ କରିଥାଉ, ତାହାର ଉଦଘାଟନ ମଧ୍ୟ ଆମେ ହିଁ କରିଥାଉ । ଆଉ ଏହିମିରଟ ଆଡକୁ ଥିବା ଅଂଶ 1 ବର୍ଷ, ଦେଢ ବର୍ଷ ପରେ ସମ୍ପୂର୍ଣ୍ଣହେବ, ସେହି ସମୟରେ ମଧ୍ୟ ମୁଁ ଆପଣମାନଙ୍କର ସେବାରେଉପସ୍ଥିତ ରହିବି ।ଉତ୍ତରପ୍ରଦେଶର ଗାଜିଆବାଦ ଠାରେ ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 20th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗାଜିଆବାଦର ସାହିବାବାଦ ରାପିଡ୍ ଏକ୍ସ ଷ୍ଟେସନରେ ଦିଲ୍ଲୀ - ଗାଜିଆବାଦ - ମିରଟ ଆର୍ଆର୍ଟିଏସ୍ କରିଡରର ପ୍ରମୁଖ ବିଭାଗକୁ ଉଦଘାଟନ କରିଛନ୍ତି । ଭାରତରେ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ୍ (ଆର୍ଆର୍ଟିଏସ୍) ର ଶୁଭାରମ୍ଭ ଅବସରରେ ସାହିବାବାଦରୁ ଦୁହାଇ ଡିପୋକୁ ସଂଯୋଗ କରୁଥିବା ନମୋ ଭାରତ ରାପିଡ୍ ଏକ୍ସ ଟ୍ରେନ୍କୁ ମଧ୍ୟ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଶ୍ରୀ ମୋଦୀ ବେଙ୍ଗାଲୁରୁ ମେଟ୍ରୋର ପୂର୍ବ - ପଶ୍ଚିମ କରିଡରର ଦୁଇଟି ଅଂଶକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।ଜାତୀୟ ସାମୁଦ୍ରିକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଭାରତର ଗୌରବମୟ ସାମୁଦ୍ରିକ ଇତିହାସ କଲେ ସ୍ମରଣ
April 05th, 10:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ସାମୁଦ୍ରିକ ଦିବସ ଅବସରରେ ଭାରତର ଗୌରବମୟ ସାମୁଦ୍ରିକ ଇତିହାସର ସ୍ମୃତିଚାରଣ କରିଛନ୍ତି । ଦେଶର ଆର୍ଥିକ ଅଭିବୃଦ୍ଧିରେ ସାମୁଦ୍ରିକ କ୍ଷେତ୍ରରେ ଗୁରୁତ୍ୱ ଉପରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗତ ଆଠ ବର୍ଷ ମଧ୍ୟରେ ସରକାର ବନ୍ଦର ଭିତ୍ତିକ ବିକାଶ ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । ଏହା ଦେଶର ଆର୍ଥିକ ବିକାଶ ସହିତ ଏକ ଆତ୍ମନିର୍ଭର ଭାରତ ଗଠନ ଦିଗରେ ବିଶେଷ ସହାୟକ ହେବ । ଭାରତ ସରକାର ସାମୁଦ୍ରିକ ବାତାବରଣ ଓ ବିବିଧତାର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ପଦକ୍ଷେପ ନେଇଥିବା ଶ୍ରୀ ମୋଦୀ କହିଥିଲେ । ଧାରାବାହିକ ଟୁଇଟ ଜରିଆରେ ପଧାନମନ୍ତ୍ରୀ କହିଛନ୍ତି ଯେ, “ଆଜି, ଜାତୀୟ ସାମୁଦ୍ରିକ ଦିବସ ଅବସରରେ ଆମେ ଆମର ଗୌରବମୟ ସାମୁଦ୍ରିକ ଇତିହାସର ସ୍ମୃତିଚାରଣ କରିବା ସହ ଭାରତର ଆର୍ଥିକ ଅଭିବୃଦ୍ଧିରେ ସାମୁଦ୍ରିକ କ୍ଷେତ୍ର ମହତ୍ତ୍ୱ ଉପରେ ଆଲୋକପାତ କରୁଛୁ । ଗତ ଆଠ ବର୍ଷ ମଧ୍ୟରେ ଆମ ସାମୁଦ୍ରିକ କ୍ଷେତ୍ର ଏକ ନୂତନ ଶିଖରରେ ପହଞ୍ଚି ବାଣିଜ୍ୟ ଓ ବାଣିଜ୍ୟିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହୋଇଛି ।”ଭାରତୀୟ ନୌସେନା ଦ୍ୱାରା କୋଭିଡ଼ ସମ୍ପର୍କିତ ପ୍ରୟାସ ପ୍ରସଙ୍ଗରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ
May 03rd, 07:40 pm
ନୌସେନାଧ୍ୟକ୍ଷ ଆଡମିରାଲ କରମବୀର ସିଂହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ନୌସେନା ପକ୍ଷରୁ କୋଭିଡ଼ ପରିଚାଳନା ପରିପ୍ରେକ୍ଷୀରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଅବଗତ କରାଇଛନ୍ତି ।Trinamool is not cool, it is a 'shool': PM Modi in West Bengal’s Jaynagar
April 01st, 02:41 pm
PM Modi addressed public meetings in West Bengal’s Jaynagar and Uluberia today. Speaking at Jaynagar, Prime Minister Narendra Modi said, “I can witness the wave of ‘Ashol Poribortan’ being sped up by this region. In the record-breaking turnout in the first phase, people have given massive support to the BJP. PM Modi also paid tribute to late Shova Majumdar.PM Modi campaigns in West Bengal’s Jaynagar and Uluberia
April 01st, 02:40 pm
PM Modi addressed public meetings in West Bengal’s Jaynagar and Uluberia today. Speaking at Jaynagar, Prime Minister Narendra Modi said, “I can witness the wave of ‘Ashol Poribortan’ being sped up by this region. In the record-breaking turnout in the first phase, people have given massive support to the BJP. PM Modi also paid tribute to late Shova Majumdar.Didi talking about 'Duare Sarkar' but she will be shown door on May 2: PM Modi in Kanthi, West Bengal
March 24th, 11:03 am
Ahead of the first phase of polling in West Bengal assembly election, PM Modi addressed public meeting at Kanthi, West Bengal today. PM Modi said, “This is a very crucial time for first time voters and youth aged around 25 in Bengal. They have the responsibility to build the future of Bengal and thus, 'Ashol Poriborton' is the need of the hour.PM Modi addresses public meeting at Kanthi, West Bengal
March 24th, 11:00 am
Ahead of the first phase of polling in West Bengal assembly election, PM Modi addressed public meeting at Kanthi, West Bengal today. PM Modi said, “This is a very crucial time for first time voters and youth aged around 25 in Bengal. They have the responsibility to build the future of Bengal and thus, 'Ashol Poriborton' is the need of the hour.NDA Govt has ensured peace and stability in Assam: PM Modi in Bokakhat
March 21st, 12:11 pm
Continuing his election campaigning spree, PM Modi addressed a public meeting in Bokakhat, Assam. He said, “It is now decided that Assam will get 'double engine ki sarkar', 'doosri baar, BJP sarkar’, ‘doosri baar, NDA sarkar’. “Today I can respectfully say to all our mothers, sisters and daughters sitting here that we have worked hard to fulfill the responsibility and expectations with which you elected the BJP government,” he added.PM Modi addresses public meeting at Bokakhat, Assam
March 21st, 12:10 pm
Continuing his election campaigning spree, PM Modi addressed a public meeting in Bokakhat, Assam. He said, “It is now decided that Assam will get 'double engine ki sarkar', 'doosri baar, BJP sarkar’, ‘doosri baar, NDA sarkar’. “Today I can respectfully say to all our mothers, sisters and daughters sitting here that we have worked hard to fulfill the responsibility and expectations with which you elected the BJP government,” he added.ମାରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୧ର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଡେନମାର୍କ ପରିବହନ ମନ୍ତ୍ରୀ ବେନି ଏଙ୍ଗେଲବେଚ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ଲାଲ ମାଣ୍ଡଭିୟ ଏହି ଅବସରରେ ଉପସ୍ଥିତ ଥିଲେ ।ଭାରତ ସାମୁଦ୍ରିକ ଶିଖର ସମ୍ମିଳନୀ-୨୦୨୧ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ?
March 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଡେନମାର୍କ ପରିବହନ ମନ୍ତ୍ରୀ ବେନି ଏଙ୍ଗେଲବେଚ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ଲାଲ ମାଣ୍ଡଭିୟ ଏହି ଅବସରରେ ଉପସ୍ଥିତ ଥିଲେ ।ଆସାମରେ ବହୁମୁଖୀ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 18th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମରେ ମହାବାହୁ-ବ୍ରହ୍ମପୁତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଦୁଇଟି ସେତୁର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରୀ, ଆଇନ ଓ ଯୋଗାଯୋଗ ତଥା ଆଇଟି ମନ୍ତ୍ରୀ, ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ବିଭାଗର ସ୍ୱାଧୀନ ଦାୟିତ୍ୱ ମନ୍ତ୍ରୀ ଏବଂ ଆସାମ ଓ ମେଘାଳୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ଆସାମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାବାହୁ-ବ୍ରହ୍ମପୁତ୍ର ଯୋଜନାର ଶୁଭାରମ୍ଭ
February 18th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମରେ ମହାବାହୁ-ବ୍ରହ୍ମପୁତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଦୁଇଟି ସେତୁର ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରୀ, ଆଇନ ଓ ଯୋଗାଯୋଗ ତଥା ଆଇଟି ମନ୍ତ୍ରୀ, ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ବିଭାଗର ସ୍ୱାଧୀନ ଦାୟିତ୍ୱ ମନ୍ତ୍ରୀ ଏବଂ ଆସାମ ଓ ମେଘାଳୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ଫେବ୍ରୁଆରୀ ୧୮ରେ ପ୍ରଧାନମନ୍ତ୍ରୀ ଆସାମରେ ‘ମହାବାହୁ-ବ୍ରହ୍ମପୁତ୍ର’ର ଶୁଭାରମ୍ଭ କରିବେ ଏବଂ ଦୁଇଟି ସେତୁର ଆଧାରଶିଳା ରଖିବେ
February 16th, 09:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ୨୦୨୧ ଫେବ୍ରୁଆରୀ ୧୮ରେ ଆସାମରେ ‘ମହାବାହୁ-ବ୍ରହ୍ମପୁତ୍ର’ର ଶୁଭାରମ୍ଭ କରିବେ, ଧୁବରୀ ଫୁଲବାଡ଼ି ସେତୁର ଆଧାରଶିଳା ରଖିବେ ଏବଂ ମଜୁଲି ସେତୁର ନିର୍ମାଣ ନିମନ୍ତେ ଅପରାହ୍ନ ୧୨ଟାରେ ଭୂମିପୂଜା କରିବେ । ଏହି ଅବସରରେ କେନ୍ଦ୍ର ସଡ଼କ ପରିବହନ ତଥା ରାଜପଥ ମନ୍ତ୍ରୀ, ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଏବଂ ଆସାମ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ।130 କୋଟି ଦେଶବାସୀଙ୍କ ପାଇଁ ଦିଲ୍ଲୀ ହେଉଛି ବୃହତ ଆର୍ଥିକ ଓ କ୍ଷମତା କେନ୍ଦ୍ର ଓ ଏହାର ମହତ୍ଵ ସୁସ୍ପଷ୍ଟ – ପ୍ରଧାନମନ୍ତ୍ର
December 28th, 11:03 am
ଛୋଟ ବଡ ନିର୍ବିଶେଷରେ ପ୍ରତ୍ୟେକ ସହର ଦେଶର ଆର୍ଥିକ କେନ୍ଦ୍ରବିନ୍ଦୁ ହେବାକୁ ଯାଉଛନ୍ତି । ମାତ୍ର ଦେଶର ରାଜଧାନୀ ହୋଇଥିବା ଦୃଷ୍ଟିରୁ ଦିଲ୍ଲୀର ମହତ୍ଵ ଏକବିଂଶ ଶତାବ୍ଦୀରେ ପ୍ରତିଫଳିତ ହୋଇ ବିଶ୍ଵରେ ତାର ଉତ୍କର୍ଷ ପ୍ରତିପାଦନ କରିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଏହି ପ୍ରାଚୀନ ସହରକୁ ଆଧୁନିକ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ସମ୍ମିଳନୀ ଜରିଆରେ ପ୍ରଥମ ଚାଳକବିହୀନ ମେଟ୍ରୋ ସେବା ଓ ଦିଲ୍ଲୀ ମେଟ୍ରୋର ଏୟାର ପୋର୍ଟ ଏକ୍ସପ୍ରେସଲାଇନ ନ୍ୟାସନାଲ କମନ ମୋବିଲିଟି କାର୍ଡ ସଂପ୍ରସାରଣ ଉଦଘାଟନ କରିବା ଅବସରରେ ଏହା ପ୍ରକାଶ କରିଛନ୍ତି ।PM Elaborates ‘Ek Bharat Shreshtha Bharat’ Through Consolidation of Systems and Processes
December 28th, 11:02 am
The Prime Minister, Shri Narendra Modi, while inaugurating the first-ever driverless Metro operations today also launched the expansion of National Common Mobility Card to the Airport Express Line of Delhi Metro.