ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

୧୪ ଜାନୁଆରୀରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

January 13th, 11:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଜାନୁଆରୀ ସକାଳ ପ୍ରାୟ ୧୦:୩୦ ସମୟରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ ଭାରତ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସମାରୋହରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh

July 26th, 09:30 am

PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.

କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

July 26th, 09:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।

ପ୍ରଧାନମନ୍ତ୍ରୀ PSLV C52 ମିଶନର ସଫଳ ଉତ୍‍କ୍ଷେପଣ ପାଇଁ ଭାରତୀୟ ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି

February 14th, 10:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ PSLV C52 ମିଶନର ସଫଳ ଉତ୍‍କ୍ଷେପଣ ପାଇଁ ଭାରତୀୟ ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।