Text of PM’s remarks at the start of Monsoon Session 2026 of the Parliament
July 20th, 10:30 am
Text of PM’s remarks at the start of Monsoon Session 2026 of the ParliamentIndia-New Zealand Joint Statement
July 11th, 07:59 am
At the invitation of New Zealand PM Christopher Luxon, PM Modi is on an official visit to Auckland, New Zealand, on 10 and 11 July 2026. The two Prime Ministers held discussions and decided to elevate the bilateral relationship to a 'Strategic Partnership'. They agreed to take bilateral ties to a new level, strengthen existing cooperation mechanisms and explore new avenues for deepening cooperation.ରାଜସ୍ଥାନର ବାଲୋତ୍ରାରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 12:50 pm
ଗ୍ରୀଷ୍ମ ଋତୁର ଏହି ପ୍ରଚଣ୍ଡ ଗରମ ମଧ୍ୟରେ ବିଭିନ୍ନ ସ୍ଥାନରେ ଏତେ ବଡ଼ ସଂଖ୍ୟାରେ ଲୋକଙ୍କର ଏକତ୍ରିତ ହେବା ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ଏହା ପ୍ରମାଣିତ କରୁଛି ଯେ ଭାରତୀୟ ଜନତା ପାର୍ଟି ସରକାରଙ୍କ ପ୍ରୟାସ ଉପରେ ଆପଣମାନଙ୍କର ବିଶ୍ୱାସ କେତେ ଦୃଢ଼ ରହିଛି। ଏହି ସମର୍ଥନ ଏବଂ ସ୍ନେହ ପାଇଁ ମୁଁ ରାଜସ୍ଥାନର ପବିତ୍ର ମାଟି ନିକଟରେ ଚିର ଋଣୀ।PM Modi launches multiple development projects worth around ₹1.06 lakh crore in Balotra, Rajasthan
July 04th, 12:30 pm
Addressing a public gathering in Balotra, Rajasthan, PM Modi highlighted Rajasthan's development journey, including the dedication of the Rajasthan Refinery, expansion of connectivity, water projects, renewable energy and employment initiatives. He also spoke about India's efforts to ensure energy security during the global crisis and reaffirmed the government's commitment to a self-reliant India.ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
June 30th, 09:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସଲାମିକ ଗଣରାଜ୍ୟ ଇରାନର ରାଷ୍ଟ୍ରପତି ମହାମହିମ ଡକ୍ଟର ମାସୁଦ ପେଜେଶକିୟାନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି।‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କତାର ଅମୀରଙ୍କ ଟେଲିଫୋନ୍ କଲ୍
June 23rd, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କତାରର ଅମୀର ଶେଖ୍ ତମିମ୍ ବିନ୍ ହମଦ ଅଲ୍-ଥାନିଙ୍କଠାରୁ ଏକ ଟେଲିଫୋନ କଲ୍ ପାଇଛନ୍ତି ।ଫ୍ରାନ୍ସର ଏଭିୟନଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 18th, 05:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ଅନ୍ତ ଘଟାଇବା ସହିତ ଏକ ବ୍ୟାପକ କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ପାଇଁ ହୋଇଥିବା ଚୁକ୍ତିରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ ହର୍ମୁଜ୍ ପ୍ରଣାଳୀରେ ମୁକ୍ତ ନୌପରିବହନ ଏବଂ ବାଧାମୁକ୍ତ ବାଣିଜ୍ୟ ବଜାୟ ରଖିବା ତଥା ନାବିକମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି ।ଫ୍ରାନ୍ସର ଏଭିଆନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ "ସମସ୍ତଙ୍କ ପାଇଁ ଏକ ସନ୍ତୁଳିତ, ସହଭାଗୀ ଏବଂ ନିରନ୍ତର ଆର୍ଥିକ ଅଭିବୃଦ୍ଧିର ପୁନରୁଦ୍ଧାର" ଶୀର୍ଷକ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 18th, 05:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ ସମସ୍ତଙ୍କ ପାଇଁ ଏକ ସନ୍ତୁଳିତ, ସହଭାଗୀ ଏବଂ ନିରନ୍ତର ଆର୍ଥିକ ଅଭିବୃଦ୍ଧିର ପୁନରୁଦ୍ଧାର ଶୀର୍ଷକ ଆଲୋଚନା ଅଧିବେଶନକୁ ସମ୍ବୋଧିତ କରିଛନ୍ତି।ଜି୭ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
June 17th, 06:07 pm
ମୁଁ ଖୁସି ଯେ ଫ୍ରାନ୍ସର ଜି୭୦ ପ୍ରେସିଡେନ୍ସୀ ସମୟରେ ସହଭାଗୀ ଏବଂ ସ୍ଥାୟୀ ଅଭିବୃଦ୍ଧି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଯେତେବେଳେ ବିଶ୍ୱ ଅନେକ ଅନିଶ୍ଚିତତା ଦେଇ ଗତି କରୁଛି, ଏହି ଫୋରମର ବାର୍ତ୍ତା ସମଗ୍ର ମାନବଜାତି ପାଇଁ ଗୁରୁତ୍ୱପୂର୍ଣ୍ଣ।ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍ରେ ଜର୍ମାନ ଚାନ୍ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
June 17th, 05:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନ୍ରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନୀର ଚାନ୍ସେଲର ମହାମହିମ ଶ୍ରୀ ଫ୍ରେଡ୍ରିଚ୍ ମର୍ଜଙ୍କୁ ସାକ୍ଷାତ କରିଛନ୍ତି। ଏହା ହେଉଛି ଚଳିତ ବର୍ଷ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିତୀୟ ସାକ୍ଷାତକାର।Prime Minister meets President of the United Arab Emirates on the sidelines of the G7 Summit
June 17th, 12:38 am
On the sidelines of the G7 Summit in Evian, France, PM Modi met UAE President HH Sheikh Mohamed bin Zayed Al Nahyan. The two leaders reviewed the progress and positive developments in bilateral cooperation and exchanged views on issues of mutual interest. They also called for continued free, safe, and unimpeded navigation, trade and commerce through the Strait of Hormuz.Prime Minister’s meeting with Prime Minister of UK on the sidelines of the G7 Summit
June 17th, 12:36 am
On the sidelines of the G7 Summit in Evian, France, PM Modi held a bilateral meeting with UK PM Keir Starmer, during which the two leaders reviewed the strong momentum in India-UK relations. They welcomed progress across all pillars of Vision 2035 and looked forward to the early entry into force of the Comprehensive Economic and Trade Agreement.Prime Minister welcomes understanding between the United States and Iran on ending conflict in West Asia
June 15th, 01:21 pm
The Prime Minister, Shri Narendra Modi has welcomed the understanding reached between the United States and Iran on ending the conflict in West Asia.Prime Minister Shri Narendra Modi speaks with the Amir of Kuwait
June 09th, 03:33 pm
Prime Minister Shri Narendra Modi held a telephone conversation today with the Amir of the State of Kuwait, His Highness Sheikh Meshal Al-Ahmad Al-Jaber Al Sabah.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକା ବିଦେଶ ମନ୍ତ୍ରୀ
May 23rd, 04:20 pm
ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 22nd, 01:00 pm
ସାଇପ୍ରସର ରାଷ୍ଟ୍ରପତି ମହୋଦୟ ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୋତେ ବହୁତ ଖୁସି ଲାଗୁଛି। ରାଷ୍ଟ୍ରପତି ମହାଶୟ, ଗତ ବର୍ଷ, ଆପଣ ସାଇପ୍ରସରେ ଆମକୁ ଅତ୍ୟନ୍ତ ଭାବପୂର୍ଣ୍ଣ ସ୍ୱାଗତ ଜଣାଇଥିଲେ। ଭାରତ ପ୍ରତି ବିଶେଷ ସମ୍ମାନ ପ୍ରଦର୍ଶନ କରି, ଆପଣ ମୋତେ ସାଇପ୍ରସର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ କରିଥିଲେ।ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
May 20th, 05:00 pm
ରୋମ ବିଶ୍ୱସ୍ତରରେ 'ଶାଶ୍ୱତ ନଗରୀ ' ଭାବରେ ଜଣାଶୁଣା। ଭାରତରେ, ମୋର ଲୋକସଭା ନିର୍ବାଚନମଣ୍ଡଳୀ କାଶୀକୁ ମଧ୍ୟ ଏକ ପ୍ରାଚୀନ ଏବଂ ଶାଶ୍ୱତ ନଗର ଭାବରେ ବିବେଚନା କରାଯାଏ। ଯେତେବେଳେ ଦୁଇଟି ସଭ୍ୟତା ଏକାଠି ହୁଅନ୍ତି, ସେତେବେଳେ ଆଲୋଚନା କେବଳ କାର୍ଯ୍ୟସୂଚୀରେ ସୀମିତ ହୋଇ ରହେ ନାହିଁ; ବରଂ, ଏଥିରେ ଇତିହାସର ଗଭୀରତା, ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଏବଂ ବନ୍ଧୁତାର ସହଜତା - ଏ ତିନୋଟି ଏକାସାଥିରେ ପ୍ରତିଫଳିତ ହୁଏ।‘No compromise, no double standards on terrorism’: PM Modi at Nordic Summit
May 19th, 04:25 pm
Attending the joint press meet with Nordic leaders, PM Modi highlighted the growing India-Nordic partnership across trade, investment, green technology and innovation. He said both sides decided to shape India-Nordic ties into a Green Technology and Innovation Strategic Partnership and underlined a shared resolve against terrorism, with a clear message of “No compromise. No double standards.ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
May 18th, 04:44 pm
ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।