Prime Minister congratulates Tarique Rahman on Bangladesh election victory; reaffirms India’s commitment to bilateral ties

February 13th, 04:40 pm

The Prime Minister, Shri Narendra Modi, spoke with Tarique Rahman and congratulated him on the remarkable victory in the Bangladesh elections.

୨୦୨୬ ପଦ୍ମ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 25th, 07:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ସମସ୍ତ ପଦ୍ମ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ତ୍ରିପୁରାର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 21st, 09:26 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଆଜି ତ୍ରିପୁରାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

ମଣିପୁର ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 21st, 09:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଆଜି ମଣିପୁରର ଭଉଣୀ ଓ ଭାଇମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ମେଘାଳୟର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 21st, 09:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଆଜି ମେଘାଳୟର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

Prime Minister wishes speedy recovery to Begum Khaleda Zia

December 01st, 10:30 pm

The Prime Minister, Shri Narendra Modi has expressed his deep concern about the health of Begum Khaleda Zia, who has contributed to Bangladesh’s public life for many years and wished speedy recovery to her. Shri Modi stated that India stands ready to extend all possible support, in whatever way we can.

ବିଏସ୍ଏଫ୍ ପ୍ରତିଷ୍ଠା ଦିବସରେ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 01st, 06:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଏସ୍ଏଫର ପ୍ରତିଷ୍ଠା ଦିବସ ଅବସରରେ ଯବାନମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ, ବିଏସ୍ଏଫ୍ ଭାରତର ଅତୁଟ ସଂକଳ୍ପ ଏବଂ ସର୍ବୋଚ୍ଚ ପେସାଦାରତାର ପ୍ରତୀକ। ସେମାନେ ସବୁଠାରୁ ଆହ୍ୱାନପୂର୍ଣ୍ଣ କେତେକ ଅଞ୍ଚଳରେ ସେବା କରନ୍ତି। ସେମାନଙ୍କର ବୀରତ୍ୱ ସହିତ, ସେମାନଙ୍କର ମାନବିକତା ଭାବନା ମଧ୍ୟ ଅସାଧାରଣ , ଶ୍ରୀ ମୋଦୀ କହିଛନ୍ତି।

Prime Minister visits Shri LK Advani ji on his birthday

November 08th, 08:23 pm

The Prime Minister, Shri Narendra Modi went to Shri LK Advani Ji's residence and greeted him on the occasion of his birthday, today. Shri Modi stated that Shri LK Advani Ji’s service to our nation is monumental and greatly motivates us all.

ଛଟ ମହାପର୍ବର ସମାପ୍ତିରେ ଶ୍ରଦ୍ଧାଳୁମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

October 28th, 07:56 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛଟ ମହାପର୍ବର ସମାପ୍ତି ଅବସରରେ ଶ୍ରଦ୍ଧାଳୁମାନଙ୍କୁ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଇଛନ୍ତି ।

ଏନଏସଜି ପ୍ରତିଷ୍ଠା ଦିବସରେ ଯବାନମନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

October 16th, 09:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏସଜି ପ୍ରତିଷ୍ଠା ଦିବସ ଅବସରରେ ଏନଏସଜି ଯବାନଙ୍କ ଅଦମ୍ୟ ସାହସ ଏବଂ ଦୃଢ଼ ସଂକଳ୍ପର ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଦେଶକୁ ଆତଙ୍କବାଦରୁ ବଞ୍ଚାଇବାରେ, “ଆମର ନାଗରିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାରେ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ରକ୍ଷା କରିବାରେ ଏନଏସଜି ମହତ୍ୱପୂର୍ଣ୍ଣ ଭୂମିକା ନିଭାଇଛି ।”

ନବରାତ୍ରୀର ଦ୍ୱିତୀୟ ଦିନରେ ଦେବୀ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 23rd, 09:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ଦ୍ୱିତୀୟ ଦିନରେ ଦେବୀ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କରିଛନ୍ତି ।

India's coastlines will become gateways to the nation's prosperity: PM Modi in Bhavnagar

September 20th, 11:00 am

At the inauguration of ₹34,200 crore development works in Bhavnagar, PM Modi recalled India’s historic strength as a maritime power and shipbuilding hub. Blaming Congress for the collapse of shipbuilding ecosystem, he said that with the vision of self-reliance, the maritime sector is now advancing towards next-gen reforms. He noted that India accounts for 10% of global maritime trade and set a goal to triple this share by 2047.

ଗୁଜରାଟର ଭାବନଗରରେ 'ସମୁଦ୍ର ସେ ସମୃଦ୍ଧି' କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 20th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭାବନଗରରେ ୩୪,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦ୍ର ସେ ସମୃଦ୍ଧି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତି ଏବଂ ଜନସାଧାରଣଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ତାଙ୍କୁ ପଠାଯାଇଥିବା ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଲୋକଙ୍କଠାରୁ ତାଙ୍କୁ ମିଳିଥିବା ସ୍ନେହକୁ ଶକ୍ତିର ଏକ ମହାନ ଉତ୍ସ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଦେଶ ବିଶ୍ୱକର୍ମା ଜୟନ୍ତୀରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ, ଅର୍ଥାତ୍ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପଖୱାଡା (ସେବା ପକ୍ଷ) ପାଳନ କରୁଛି। ସେ ଉଲ୍ଲେଖ କରିଥିଲେ ଯେ ଗତ ଦୁଇରୁ ତିନି ଦିନ ମଧ୍ୟରେ ଗୁଜରାଟରେ ଅନେକ ସେବାମୂଳକ କାର୍ଯ୍ୟକଳାପ ହୋଇଛି। ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ ଶହ ଶହ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି, ଯେଉଁଥିରେ ଏପର୍ଯ୍ୟନ୍ତ ଏକ ଲକ୍ଷ ଲୋକ ରକ୍ତଦାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଅନେକ ସହରରେ ସ୍ୱଚ୍ଛତା ଅଭିଯାନ ଆରମ୍ଭ ହୋଇଛି, ଯେଉଁଥିରେ ଲକ୍ଷ ଲକ୍ଷ ନାଗରିକ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଛନ୍ତି। ଶ୍ରୀ ମୋଦୀ ସୂଚନା ଦେଇଛନ୍ତି ଯେ ରାଜ୍ୟବ୍ୟାପୀ ୩୦,୦୦୦ ରୁ ଅଧିକ ସ୍ୱାସ୍ଥ୍ୟ ଶିବିର ସ୍ଥାପନ କରାଯାଇଛି, ଯେଉଁଠାରେ ଜନସାଧାରଣ, ବିଶେଷକରି ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ଚିକିତ୍ସା କରାଯାଉଛି। ସେ ଦେଶବ୍ୟାପୀ ସେବା କାର୍ଯ୍ୟରେ ଜଡିତ ସମସ୍ତଙ୍କ ପ୍ରତି ତାଙ୍କର କୃତଜ୍ଞତା ଏବଂ କୃତଜ୍ଞତା ପ୍ରକାଶ କରିଛନ୍ତି।

ଜନ୍ମଦିନରେ ଶୁଭେଚ୍ଛା ଓ ଆଶୀର୍ବାଦ ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

September 17th, 08:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୭୫ତମ ଜନ୍ମଦିନରେ ଦେଶବ୍ୟାପୀ ଓ ବିଦେଶରୁ ଅସଂଖ୍ୟ ଶୁଭକାମନା ବାର୍ତ୍ତା, ଆଶୀର୍ବାଦ ଏବଂ ସ୍ନେହ ପାଇଁ ଜନଶକ୍ତିକୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି କି ଏହି ସ୍ନେହ ତାଙ୍କୁ ସଶକ୍ତ ବନାଇବା ସହ ପ୍ରେରଣା ଦେଉଛି ।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

ଗୁରୁପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

July 10th, 09:04 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଡାକ୍ତର ଦିବସରରେ ସମସ୍ତ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

July 01st, 09:37 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡାକ୍ତର ଦିବସ ଅବସରରେ ସମସ୍ତ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, “ଆମ ଡାକ୍ତରମାନେ ସେମାନଙ୍କର ଦକ୍ଷତା ଏବଂ ଅଧ୍ୟବସାୟ ବଳରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ସେମାନଙ୍କର କରୁଣା ଭାବନା ମଧ୍ୟ ସମାନ ଭାବରେ ଉଲ୍ଲେଖନୀୟ ।

ସିକିମର ୫୦ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

May 16th, 10:13 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ଲୋକମାନଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଚଳିତ ବର୍ଷ, ଏହି ଦିବସ ବେଶ୍ ସ୍ୱତନ୍ତ୍ର କାରଣ ଆମେ ସିକିମ ରାଜ୍ୟ ପ୍ରତିଷ୍ଠାର ୫୦ତମ ବାର୍ଷିକୀ ପାଳନ କରୁଛୁ! ସିକିମ ଶାନ୍ତ, ସୌନ୍ଦର୍ଯ୍ୟ, ସମୃଦ୍ଧ ସାଂସ୍କୃତିକ ପରମ୍ପରା ଏବଂ ପରିଶ୍ରମୀ ଲୋକମାନଙ୍କର ରାଜ୍ୟ ।”

ଜନ୍ମ ଦିନରେ ଏଲ କେ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

November 08th, 08:50 pm

ଶ୍ରୀ ଏଲ କେ ଆଡଭାନୀଙ୍କୁ ଆଜି ତାଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ଏଲ କେ ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ଦେଶର ସର୍ବାଧିକ ପ୍ରଶଂସନୀୟ ରାଷ୍ଟ୍ରନେତା ଭାବେ ଦର୍ଶାଇବା ସହ ସେ ଭାରତର ବିକାଶକୁ ଆଗେଇ ନେବା ପାଇଁ ନିଜକୁ ଉତ୍ସର୍ଗ କରିଥିବା କହିଛନ୍ତି ।

ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

October 16th, 01:58 pm

ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।