ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 29th, 04:09 pm
ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 29th, 04:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।ପ୍ରଧାନମନ୍ତ୍ରୀ ୪ ଅକ୍ଟୋବରରେ ୬୨,୦୦୦ କୋଟିରୁ ଅଧିକ ମୂଲ୍ୟର ଯୁବ-କେନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ
October 03rd, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଐତିହାସିକ ଯୁବ ବିକାଶ ପଦକ୍ଷେପର ଅଂଶ ସ୍ୱରୂପ ୬୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ। ଏହି ପଦକ୍ଷେପଗୁଡ଼ିକ ଦେଶବ୍ୟାପୀ ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗୀତାକୁ ଏକ ନିର୍ଣ୍ଣାୟକ ପ୍ରୋତ୍ସାହନ ପ୍ରଦାନ କରିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହିତ ଆୟୋଜିତ ଜାତୀୟ ଦକ୍ଷତା ସମାବର୍ତ୍ତନର ଚତୁର୍ଥ ସଂସ୍କରଣ କୌଶଳ ସମାବର୍ତ୍ତନ ମଧ୍ୟ ଅନୁଷ୍ଠିତ ହେବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମନ୍ତ୍ରଣାଳୟ ଅଧୀନରେ ଥିବା ୪୬ଟି ଅଖିଳ ଭାରତୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନକୁ ସମ୍ମାନିତ କରାଯିବ।ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ସମୁଦାୟଙ୍କୁ ପ୍ରଦାନ କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 05:56 am
ଆଜି ସନ୍ଧ୍ୟାରେ ଆପଣମାନଙ୍କ ସହିତ ରହିବା ମୋ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦର ବିଷୟ। ମୁଁ ପ୍ରଧାନମନ୍ତ୍ରୀ କମଲା ଜୀଙ୍କୁ ତାଙ୍କର ସୁନ୍ଦର ଆତିଥ୍ୟ ଏବଂ ସୌହାର୍ଦ୍ଧ୍ୟପୂର୍ଣ୍ଣ କଥା ପାଇଁ ଧନ୍ୟବାଦ ଜଣାଉଛି।ତ୍ରିନିଦାଦ ଏବଂ ଟୋବାଗୋରେ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
July 04th, 04:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଏବଂ ଟୋବାଗୋରେ ଭାରତୀୟ ପ୍ରବାସୀମାନଙ୍କର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀମତୀ କମଳା ପର୍ସାଦ-ବିସେସାର, ତାଙ୍କ କ୍ୟାବିନେଟର ସଦସ୍ୟ, ସାଂସଦ ଏବଂ ଅନେକ ସମ୍ମାନିତ ବ୍ୟକ୍ତି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ, ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀମାନେ ଅସାଧାରଣ ଉତ୍ସାହ ସହିତ ସ୍ୱାଗତ କରିଥିଲେ ଏବଂ ଏକ ରଙ୍ଗୀନ ପାରମ୍ପରିକ ଭାରତ-ତ୍ରିନିଦାଦ ସ୍ୱାଗତ ପ୍ରଦାନ କରିଥିଲେ।ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଭୁବନେଶ୍ୱର ସମେତ ଦେଶର ୫ଟି ସ୍ଥାନରେ ଦକ୍ଷତା ବିକାଶ ପାଇଁ ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ ମଞ୍ଜୁରି
May 07th, 02:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତିକରଣ ପାଇଁ ଏକ ଜାତୀୟ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି। ସେହିପରି କେନ୍ଦ୍ର ପ୍ରାୟୋଜିତ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ଗୋଟିଏ କେନ୍ଦ୍ର ପ୍ରତିଷ୍ଠା ହେବ।ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 07:45 pm
ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।ବିଶ୍ୱ ଭିତ୍ତିଭୂମି ଓ ନିବେଶ ଏବଂ ଭାରତ-ମଧ୍ୟ-ପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର (ଆଇଏମଇସି) ପାଇଁ ଭାଗିଦାରୀ
September 09th, 09:40 pm
ନୂଆଦିଲ୍ଲୀରେ ୯ ସେପ୍ଟେମ୍ବର ୨୦୨୩ରେ ଜି-20 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି, ମହାମହିମ ଶ୍ରୀ ଜୋ ବାଇଡେନ୍ ବିଶ୍ୱ ଭିତ୍ତିଭୂମି ଏବଂ ନିବେଶ (ପିଜିଆଇଆଇ) ଏବଂ ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର (ଆଇଏମଇସି) ପାଇଁ ଭାଗିଦାରୀ ଉପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମିଳିତ ଭାବେ ଅଧ୍ୟକ୍ଷତା କରିଥିଲେ ।ଗ୍ଲୋବାଲ ଇନଫ୍ରାଷ୍ଟ୍ରକଚର ଇନଭେଷ୍ଟମେଣ୍ଟ (ପିଜିଆଇଆଇ) ଏବଂ ଭାରତ ମଧ୍ୟ ପୂର୍ବ-ୟୁରୋପ ଅର୍ଥନୈତିକ କରିଡର ପାଇଁ ଭାଗିଦାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 09th, 09:27 pm
ଏହି ବିଶେଷ ଆୟୋଜନରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ସ୍ବାଗତ। ମୋର ମିତ୍ର ରାଷ୍ଟ୍ରପତି ଜୋ. ବାଇଡେନଙ୍କ ସହିତ ଏହି ଆୟୋଜନରେ ସହ ଅଧ୍ୟକ୍ଷତା କରିଥିବାରୁ ମୁଁ ଆନ୍ତରିକ ଖୁସୀ ଅନୁଭବ କରୁଛି। ଆଜି ଆମେ ସମସ୍ତେ ଗୋଟିଏ ମହତ୍ବପୂର୍ଣ୍ଣ ଐତିହାସିକ ବୁଝାମଣା ସମ୍ପନ୍ନ ହୋଇଥିବା ଦେଖୁଛୁ। ଆଗାମୀ ସମୟରେ ଏହା ଭାରତ, ପଶ୍ଚିମ ଏସିଆ ଏବଂ ୟୁରୋପ ମଧ୍ୟରେ ଅର୍ଥନୈତିକ ଏକୀକରଣର ପ୍ରଭାବଶାଳୀ ମାଧ୍ୟମ ହେବ। ଏହା ସମଗ୍ର ବିଶ୍ବରେ ସଂଯୋଗୀକରଣ ଏବଂ ବିକାଶକୁ ଏକୀକରଣର ଦିଗ ପ୍ରଦାନ କରିବ।NDA today stands for N-New India, D-Developed Nation and A-Aspiration of people and regions: PM Modi
July 18th, 08:31 pm
PM Modi during his address at the ‘NDA Leaders Meet’ recalled the role of Atal ji, Advani ji and the various other prominent leaders in shaping the NDA Alliance and providing it the necessary direction and guidance. PM Modi also acknowledged and congratulated all on the completion of 25 years since the establishment of NDA in 1998.ଏନଡିଏ ନେତାଙ୍କ ବୈଠକକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
July 18th, 08:30 pm
'ଏନଡିଏ ନେତା ସମ୍ମିଳନୀ'ରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଏନଡିଏ ମେଣ୍ଟ ଗଠନରେ ଅଟଳଜୀ, ଆଡଭାନୀଜୀ ଏବଂ ଅନ୍ୟ ପ୍ରମୁଖ ନେତାଙ୍କ ଭୂମିକାକୁ ସ୍ମରଣ କରିଥିଲେ ଏବଂ ଏହାକୁ ଆବଶ୍ୟକ ଦିଗ ଏବଂ ମାର୍ଗଦର୍ଶନ ପ୍ରଦାନ କରିଥିଲେ । 1998 ରେ ଏନଡିଏ ପ୍ରତିଷ୍ଠା ହୋଇଥିଲା ,ଏବଂ ଏବେ 25 ବର୍ଷ ପୂର୍ତ୍ତି ହୋଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତଙ୍କୁ ସ୍ୱୀକାର କରିବା ସହ ଅଭିନନ୍ଦନ ଜଣାଇଥିଲେ ।ଅଷ୍ଟ୍ରେଲିଆର ସିଡନୀ ଠାରେ ସାମୁଦାୟିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 23rd, 08:54 pm
ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଏବଂ ମୋର ପ୍ରିୟ ମିତ୍ର, ମହାମହିମ, ଆନ୍ଥୋନୀ ଆଲବାନିସ, ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ, ମହାମହିମ ସ୍କଟ୍ ମାରିସନ, ନିଉ ସାଉଥ୍ ୱେଲ୍ସର ପ୍ରିମିୟର କ୍ରିସ୍ ମିନ୍ସ, ବୈଦେଶିକ ମନ୍ତ୍ରୀ ପେନୀ ବୋଂଗ, ସଞ୍ଚାର ମନ୍ତ୍ରୀ ମିଶେଲ ରୋଲେଣ୍ଡ, ଶକ୍ତି ମନ୍ତ୍ରୀ କ୍ରିସ୍ ବୋବେନ, ବିରୋଧୀ ଦଳ ନେତା ପିଟର ଡଟନ, ସହଯୋଗୀ ବୈଦେଶିକ ମନ୍ତ୍ରୀ ଟିମ୍ ୱାଟ୍ସ, ନିଉ ସାଉଥ୍ ୱେଲ୍ସର ସମସ୍ତ ଆଦରଣୀୟ ସଦସ୍ୟ, ପେରାମାଟାର ସଂସଦ ସଦସ୍ୟ ଡକ୍ଟର ଏଣ୍ଡୟୁ ଚାର୍ଲଟନ, ଏଠାରେ ଉପସ୍ଥିତ ଅଷ୍ଟ୍ରେଲିଆର ସମସ୍ତ ସାଂସଦ ସଦସ୍ୟ, ମେୟର, ଡେପୁଟି ମେୟର, କାଉନସିଲର୍ସ ଏବଂ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟ, ଯେଉଁମାନେ ଆଜି ଏତେ ବିଶାଳ ସଂଖ୍ୟାରେ ଉପସ୍ଥିତ ଅଛନ୍ତି, ଆପଣ ସମସ୍ତଙ୍କୁ ମୋର ନମସ୍କାର!ଅଷ୍ଟ୍ରେଲିଆର ସିଡନୀରେ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
May 23rd, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମହାମହିମ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସଙ୍କ ସହ ସିଡନୀର କୁଡୋସ ବ୍ୟାଙ୍କ ଅଞ୍ଚଳରେ ୨୩ ମେ’୨୦୨୩ ଦିନ ଏକ ବିଶାଳ ଭାରତୀୟ ଗୋଷ୍ଠୀର ସଦସ୍ୟଙ୍କୁ ଉଦବୋଧନ ଦେବା ସହ ମତ ବିନିମୟ କରିଛନ୍ତି ।ଭାରତ ବାଣିଜ୍ୟ ଏବଂ ଲଜିଷ୍ଟିକ୍ସ ପାଇଁ ଏକ ହବ୍ ହେବାକୁ ଯାଉଛି: ପ୍ରଧାନମନ୍ତ୍ରୀ
May 01st, 03:43 pm
ବିଶ୍ବ ବ୍ୟାଙ୍କର LPI ୨୦୨୩ ରିପୋର୍ଟ ଅନୁଯାୟୀ ବନ୍ଦର ପରିବହନ ଏବଂ ଜଳପଥ ମନ୍ତ୍ରଣାଳୟ, ଭାରତୀୟ ବନ୍ଦରର ଦକ୍ଷତା ଏବଂ ଉତ୍ପାଦକତା ବୃଦ୍ଧି ବିଷୟରେ ଟୁଇଟ୍ କରିଛି।ବିଶ୍ୱ ବ୍ୟାଙ୍କର ଲଜିଷ୍ଟିକ୍ସ ପ୍ରଦର୍ଶନ ସୂଚକାଙ୍କରେ ଭାରତ ଉଲ୍ଲେଖନୀୟ ପ୍ରଦର୍ଶନ କରି ୧୬ଟି ସ୍ଥାନ ଆଗେଇ ଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
April 22nd, 07:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ବ୍ୟାଙ୍କର ଲଜିଷ୍ଟିକ୍ସ ପ୍ରଦର୍ଶନ ସୂଚକାଙ୍କରେ ଭାରତ ଉଲ୍ଲେଖନୀୟ ପ୍ରଦର୍ଶନ କରି ୧୬ଟି ସ୍ଥାନ ଆଗେଇ ଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।ଜଳବାୟୁ ପରିବର୍ତନର ମୁକାବିଲାକୁ ନେଇ ବିଶ୍ୱ ବ୍ୟାଙ୍କର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତାର ଓଡିଆ ଅନୁବାଦ
April 15th, 09:45 am
ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ, ମରକ୍କୋର ଉର୍ଜା ରୁପାନ୍ତରଣ ଏବଂ ଦୀର୍ଘସ୍ଥାୟୀ ବିକାଶ ମନ୍ତ୍ରୀ ମହୋଦୟା, ମୋ କ୍ୟାବିନେଟର ସହଯୋଗୀ ନିର୍ମଳା ସୀତାରମଣ ଜୀ, ଲର୍ଡ ନିକୋଲସ ଷ୍ଟର୍ଣ୍ଣ, ପ୍ରଫେସର ସନଷ୍ଟିନ ଏବଂ ଅନ୍ୟ ବିଶିଷ୍ଟ ଅତିଥିବୃନ୍ଦ!ପ୍ରଧାନମନ୍ତ୍ରୀଙ୍କ ବିଶ୍ୱବ୍ୟାଙ୍କ କାର୍ଯ୍ୟକ୍ରମରେ ଅଭିଭାଷଣ
April 15th, 09:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୫-୦୪-୨୦୨୩) ବିଶ୍ୱ ବ୍ୟାଙ୍କ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆଭାସୀ ଜରିଆରେ ଉଦବୋଧନ ଦେଇଛନ୍ତି । କାର୍ଯ୍ୟକ୍ରମର ବିଷୟ ହେଉଛି ଏହାକୁ ନିଜର କରିନିଅ: ବ୍ୟାବହାରିକ ପରିବର୍ତ୍ତନ କିପରି ଜଳବାୟୁ ପରିବର୍ତ୍ତନ ସମସ୍ୟାର ମୁକାବିଲା କରିପାରିବ । ପ୍ରଧାନମନ୍ତ୍ରୀ ବିଷୟବସ୍ତୁ ନେଇ ତାଙ୍କ ବ୍ୟକ୍ତିଗତ ସମ୍ପର୍କ ଥିବା ସ୍ୱୀକାର କରିବା ସହ ଏହା ଏକ ବୈଶ୍ୱିକ ଅଭିଯାନ ହୋଇ ଉଠିଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ ।