Prime Minister plants tree in Surat under the 'Ek Ped Maa Ke Naam' campaign on World Environment Day
June 05th, 10:11 pm
PM Modi plants tree in Surat under the ‘Ek Ped Maa Ke Naam’ campaign on World Environment Day and urged citizens to renew their collective commitment towards making nature greener and protecting it for future generations. The initiative reflects the shared responsibility of environmental conservation and sustainable development.Daman has become a living example of Mini India: PM Modi
June 05th, 07:20 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman
June 05th, 07:15 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.From waste to wealth: PM Modi showcases Surat’s green development model
June 05th, 04:30 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.PM Modi inaugurates, dedicates to the nation and lays the foundation stone of multiple development projects worth over ₹18,800 crore in Surat, Gujarat
June 05th, 04:16 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.PM shares a Sanskrit Subhashitam emphasizing nature's conservation on World Environment Day
June 05th, 09:53 am
On World Environment Day, PM Modi highlighted India’s commitment to sustainable growth, biopersity conservation and environmental protection. He noted key achievements including expanding green cover, wildlife conservation efforts, and initiatives such as ‘Ek Ped Maa Ke Naam’. He also reaffirmed India’s commitment towards a cleaner and greener future through Mission LiFE while sharing a Sanskrit Subhashitam on nature conservation and harmony.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
June 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।ପ୍ରଧାନମନ୍ତ୍ରୀ ଦିଲ୍ଲୀର ଭଗବାନ ମହାବୀର ବନସ୍ଥଳୀ ଉଦ୍ୟାନରେ ଏକ ଚାରା ରୋପଣ କଲେ: ‘ ମା’ଙ୍କ ନାମରେ ଏକ ଗଛ’ ଅଭିଯାନକୁ ଆଗେଇ ନେବା ଲକ୍ଷ୍ୟରେ ଆରାବଳୀ ଗ୍ରୀନ୍ ୱାଲ ପ୍ରକଳ୍ପ ଅନ୍ତର୍ଗତ ଆରାବଳୀ ପର୍ବତ ଶୃଙ୍ଖଳାକୁ ପୁନର୍ବାର ସମ୍ପୂର୍ଣ୍ଣ ବନକ୍ଷେତ୍ର କରିବାକୁ ସଂକଳ୍ପ ନେଲେ
June 05th, 01:33 pm
ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୃକ୍ଷରୋପଣ ଅଭିଯାନରେ ଭାଗ ନେଲେ ଏବଂ ଦିଲ୍ଲୀର ଭଗବାନ ମହାବୀର ବନସ୍ଥଳୀେ ଉଦ୍ୟାନରେ ଏକ ଚାରାରୋପଣ କରି ‘ଏକ ପେଡ଼ ମା କେ ନାମ’ (ମା’ଙ୍କ ନାମରେ ଏକ ଗଛ) ଅଭିଯାନକୁ ଆଗକୁ ବଢ଼ାଇବା ଉଦେ୍ଦଶ୍ୟରେ ଏହି ଅଭିଯାନକୁ ବ୍ୟାପକ ବନାଇବାକୁ ସଂକଳ୍ପ ନେଲେ ।Prime Minister flags off electric buses in Delhi to promote clean and green urban mobility
June 05th, 12:46 pm
PM Modi flagged off electric buses under an initiative of the Delhi Government aimed at boosting sustainable development and clean urban mobility. The PM stated that the initiative will contribute to building a clean and green Delhi and will also improve the ‘Ease of Living’.ବିଶ୍ୱ ପରିବେଶ ଦିବସ ଅବସରରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ସିନ୍ଦୁର ଚାରା ରୋପଣ କଲେ ପ୍ରଧାନମନ୍ତ୍ରୀ
June 05th, 11:50 am
ବିଶ୍ୱ ପରିବେଶ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ଏକ ସିନ୍ଦୁର ଚାରା ରୋପଣ କରିଛନ୍ତି । ଏହି ଚାରା ତାଙ୍କୁ ଗୁଜୁରାଟର କଚ୍ଛର ସାହସୀ ମା’ ଏବଂ ଭଉଣୀମାନେ ଉପହାର ଦେଇଥିଲେ, ଯେଉଁମାନେ ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ଅସାଧାରଣ ସାହସ ଏବଂ ଦେଶପ୍ରେମ ପ୍ରଦର୍ଶନ କରିଥିଲେ ।ପରିବେଶ ସଂରକ୍ଷଣ ପ୍ରତି ସେମାନଙ୍କର ପ୍ରତିବଦ୍ଧତାକୁ ଦୃଢ଼ କରିବାକୁ ନାଗରିକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
June 05th, 09:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରିବେଶ ସଂରକ୍ଷଣ ପ୍ରତି ସେମାନଙ୍କର ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରିବାକୁ ନାଗରିକମାନଙ୍କୁ ଆହ୍ୱାନ ଦେଇଛନ୍ତି । ଏଥିସହ ପରିବେଶକୁ ସବୁଜ ଏବଂ ଉନ୍ନତ କରିବା ପାଇଁ ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ଲୋକଙ୍କ ମୂଲ୍ୟବାନ ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି ।Prime Minister Narendra Modi to lead a special tree plantation drive under Ek Ped Maa Ke Naam initiative
June 04th, 01:20 pm
On World Environment Day, PM Modi will lead a special tree plantation initiative in New Delhi. As a part of the ‘Aravalli Green Wall project’ the PM will plant a Banyan sapling under the Ek Ped Maa Ke Naam initiative. The project aims to boost biopersity of the Aravallis and also provide employment to locals. He will also flag off 200 Electric Buses under Delhi Government's sustainable transport initiative.ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଜି-୭ ଶିଖର ସମ୍ମିଳନୀର ଆଉଟ୍ରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
June 14th, 09:54 pm
ସର୍ବପ୍ରଥମେ, ଏହି ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ପାଇଁ ଏବଂ ଆମକୁ ଦିଆଯାଇଥିବା ଆତିଥ୍ୟ-ସତ୍କାର ପାଇଁ ମୁଁ ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ହୃଦୟରୁ କୃତଜ୍ଞତା ଜଣାଇବାକୁ ଚାହୁଁଛି । ମୁଁ ଚାନ୍ସେଲର ଓଲାଫ୍ ସ୍କୋଲଜଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛି । ଜି-୭ ଶିଖର ସମ୍ମିଳନୀର ଏହି କାର୍ଯ୍ୟକ୍ରମ ବିଶେଷ ତଥା ଐତିହାସିକ। ଏହି ଗ୍ରୁପର ୫୦ ତମ ବାର୍ଷିକୀ ଅବସରରେ ଜି-୭ର ସମସ୍ତ ସାଥିମାନଙ୍କୁ ଏହି ସମୂହର ବାର୍ଷକୀ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ।ଜି-୭ ସମ୍ମିଳନୀର କୃତ୍ରିମ ପ୍ରଜ୍ଞା ଓ ଶକ୍ତି , ଆଫ୍ରିକା ଓ ଭୂମଧ୍ୟସାଗରୀୟ ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଂଶଗ୍ରହଣ
June 14th, 09:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ ମାନବ ଇତିହାସରେ ସବୁଠାରୁ ବୃହତ୍ ଗଣତନ୍ତ୍ରରେ ପୁନଃ- ନିର୍ବାଚିତ ହେବାପରେ ଏହି ଶିଖର ସମ୍ମିଳନୀରେ ଯୋଗଦେବାକୁ ଆସି ସେ ଖୁବ୍ ଆନନ୍ଦିତ । ସମ୍ମିଳନୀରେ ନିଜର ବକ୍ତବ୍ୟ ରଖି ଶ୍ରୀ ମୋଦୀ କହିଛନ୍ତି ଯେ ପ୍ରଯୁକ୍ତିର ସଫଳତା ସକାଶେ ଏହାର ମାନବ କୈନ୍ଦ୍ରିକ ଆଭିମୁଖ୍ୟ ଆପଣାଯିବା ଆବଶ୍ୟକ । ତା’ହେଲେ ସେଥିରୁ ଆବଶ୍ୟକ ସଫଳତା ମିଳିପାରିବ । ଏହି ପରିପ୍ରେକ୍ଷୀରେ, ସେ ଜନ ସେବା ବିତରଣରେ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ କ୍ଷେତ୍ରରେ ଭାରତ ହାସଲ କରିଥିବା ସଫଳତାର କାହାଣୀ ସେ ଉପସ୍ଥିତି ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ ।‘‘ଏକ ପେଡ୍ ମା’ କେ ନାମ’’ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
June 05th, 02:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ପରିବେଶ ଦିବସ ଅବସରରେ ‘‘ଏକ ପେଡ୍ ମା କେ ନାମ’’ (ଗୋଟିଏ ଗଛ ମା’ଙ୍କ ନାମରେ) ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଶ୍ରୀ ମୋଦୀ ଏକ ଅଶ୍ୱତ୍ଥ ଗଛ ଲଗାଇଛନ୍ତି । ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ସେ ସୂଚନା ଦେଇଛନ୍ତି ଯେ ଗତ ଦଶନ୍ଧି ମଧ୍ୟରେ ଭାରତ ଅନେକ ସାମୂହିକ ପ୍ରୟାସ ହାତକୁ ନେଇଛି ଯାହା ଫଳରେ ସମଗ୍ର ଦେଶରେ ଜଙ୍ଗଲ ବୃଦ୍ଧି ପାଇଛି । ନିରନ୍ତର ବିକାଶ ଦିଗରେ ଆମର ପ୍ରୟାସ ପାଇଁ ଏହା ବହୁତ ଭଲ ବୋଲି ଶ୍ରୀ ମୋଦୀ ଆହୁରି କହିଛନ୍ତି।ବିଶ୍ୱ ପରିବେଶ ଦିବସ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ
June 05th, 03:00 pm
ବିଶ୍ୱ ପରିବେଶ ଦିବସ ଅବସରରେ ଆପଣ ସମସ୍ତଙ୍କୁ, ଦେଶ ଏବଂ ବିଶ୍ୱକୁ ବହୁତ ବହୁତ ଶୁଭକାମନା । ଚଳିତ ବର୍ଷର ପରିବେଶ ଦିବସର ବିଷୟବସ୍ତୁ ‘ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧ କରିବାର ଅଭିଯାନ’ ଅଟେ ଏବଂ ମୋତେ ଖୁସି ଲାଗୁଛି ଯେ ଯେଉଁ କଥା ବିଶ୍ୱ ଆଜି କରୁଛି, ତାହା ଉପରେ ଭାରତ ଗତ ଚାରି ପାଞ୍ଚ ବର୍ଷରୁ ଲଗାତାର ଭାବେ କାର୍ଯ୍ୟ କରୁଛି । ୨୦୧୮ରେ ଭାରତ ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧି କରିବା ପାଇଁ ଦୁଇଟି ସ୍ତରରେ କାର୍ଯ୍ୟକୁ ଯୋଡ଼ି ଥିଲୁ। ପ୍ରଥମେ ଗୋଟିଏ ଦିଗରେ, ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧ ଲଗାଇ ଦିଆଗଲା ଏବଂ ଅନ୍ୟପକ୍ଷରେ ପ୍ଲାଷ୍ଟିକ ଅବଶିଷ୍ଟ ପ୍ରକ୍ରିୟାକରଣ ଅନିବାର୍ଯ୍ୟ କରାଗଲା । ଏହି କାରଣରୁ ଭାରତରେ ପାଖାପାଖି ୩୦ ଲକ୍ଷ ଟନ୍ ପ୍ଲାଷ୍ଟିକ ପ୍ୟାକେଜିଂର ପୁନଃ ପ୍ରକ୍ରିୟାକରଣ ପାଇଁ ବାଧ୍ୟତାମୂଳକ କରାଗଲା । ଏହି ଭାରତରେ ଜନ୍ମ ନେଇଥିବା ଲୋକ ମୋଟାମୋଟି ଭାବରେ ବ୍ଲୁ-ପ୍ରିଣ୍ଟ ପ୍ଲାଷ୍ଟିକ ବର୍ଜ୍ୟର ୭୫ ଶତକଡ଼ା ଅଟେ ଏବଂ ଆଜି ଏହାର ଅଧୀନରେ ପ୍ରାୟତଃ ୧୦ ହଜାର ଦୃଷ୍ଟାନ୍ତ, ଇଂପୋଟର ଏବଂ ବ୍ରାଣ୍ଡ୍ ମାଲିକ ଅଟନ୍ତି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
June 05th, 02:29 pm
ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିଶ୍ୱର ପ୍ରତ୍ୟେକ ଦେଶକୁ ବିଶ୍ୱ ପରିବେଶ ଦିବସ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଚଳିତ ବର୍ଷ ପରିବେଶ ଦିବସର ବାର୍ତ୍ତା ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ଆଲୋକପାତ କରି ଭାରତ ଏ ଦିଗରେ ଗତ ଚାରିରୁ ପାଞ୍ଚ ବର୍ଷ ଧରି ଉଦ୍ୟମ କରି ଆସୁଥିବା ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଭାରତ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବର୍ଜନ ନିମନ୍ତେ ଦୁଇଟି ସ୍ତରରେ ୨୦୧୮ ମସିହା ଠାରୁ କାର୍ଯ୍ୟ କରି ଆସୁଛି ବୋଲି ସେ କହିଥିଲେ । “ଗୋଟେ ପଟରେ ଆମେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ସହ ଅନ୍ୟପଟରେ ପ୍ଲାଷ୍ଟିକ ବର୍ଜ୍ୟର ପ୍ରକ୍ରିୟାକରଣକୁ ମଧ୍ୟ ବାଧ୍ୟତାମୂଳକ କରୁଛୁ” ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ଦେଶର ବାର୍ଷିକ ଶତକଡ଼ା ୭୫ ଭାଗ ପ୍ଲାଷ୍ଟିକ ବର୍ଜ୍ୟ ପ୍ରାୟ ୩୦ ଲକ୍ଷ ଟନ ପ୍ଲାଷ୍ଟିକର ବାଧ୍ୟତାମୂଳକ ପୁନଃ ପ୍ରକ୍ରିୟାକରଣ ହେଉଛି ଓ ପ୍ରାୟ ଦଶ ହଜାର ପ୍ରସ୍ତୁତକାରୀ, ଆମଦାନୀକାରୀ ଓ ବ୍ରାଣ୍ଡ ଏହାର ପରିସର ମଧ୍ୟକୁ ଆଜି ଆସି ପାରିଛନ୍ତି ।Prime Minister’s remarks at the session on ‘Stronger Together: Addressing Food Security and Advancing Gender Equality’ at G7 Summit in Germany
June 27th, 11:59 pm
At the session on ‘Stronger Together: Addressing Food Security and Advancing Gender Equality’ during G7 Summit, PM Modi remarked, India has always been in favour of peace. Even in the present situation, we have constantly urged for the path of dialogue and diplomacy.ଜର୍ମାନୀରେ ଜି-୭ ଶିଖର ସମ୍ମିଳନୀରେ ‘ଉନ୍ନତ ଭବିଷ୍ୟତରେ ନିବେଶ: ଜଳବାୟୁ, ଶକ୍ତି, ସ୍ୱାସ୍ଥ୍ୟ’ ସମ୍ପର୍କିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 27th, 07:47 pm
ଜର୍ମାନୀରେ ଜି-୭ ଶିଖର ସମ୍ମିଳନୀରେ ‘ଉନ୍ନତ ଭବିଷ୍ୟତରେ ନିବେଶ: ଜଳବାୟୁ, ଶକ୍ତି, ସ୍ୱାସ୍ଥ୍ୟ’ ସମ୍ପର୍କିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ