୧୮୯୩ ଚିକାଗୋ ବିଶ୍ୱ ଧର୍ମ ସଂସଦରେ ସ୍ୱାମୀ ବିବେକାନନ୍ଦଙ୍କ ଐତିହାସିକ ସମ୍ବୋଧନକୁ ସେୟାର କଲେ ପ୍ରଧାନମନ୍ତ୍ରୀ
September 11th, 08:49 am
୧୮୯୩ ମସିହାରେ ଚିକାଗୋଠାରେ ବିଶ୍ୱ ଧର୍ମ ସଂସଦରେ ସ୍ୱାମୀ ବିବେକାନନ୍ଦ ଦେଇଥିବା ଐତିହାସିକ ସମ୍ବୋଧନର ୧୩୨ତମ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି, ଏହା ଏକ ଐତିହାସିକ ମୁହୂର୍ତ୍ତ ଥିଲା, ଯାହା ସଦଭାବ ଏବଂ ସାର୍ବଭୌମିକ ଭାଇଚାରା ଉପରେ ଗୁରୁତ୍ବ ଦେଇଥିଲା । ସେ କହିଛନ୍ତି, ଏହା ବାସ୍ତବରେ ଆମ ଇତିହାସରେ ସବୁଠୁ ପ୍ରସିଦ୍ଧ ଏବଂ ପ୍ରେରଣାଦାୟକ ମୁହୂର୍ତ୍ତ ମଧ୍ୟରୁ ଅନ୍ୟତମ ।PM Modi pays tribute to those who lost their lives in 9/11 attacks; recalls Swami Vivekananda's address in Chicago
September 11th, 09:06 pm
PM Modi paid tribute to those who lost their lives in the 9/11 attacks. The Prime Minister Modi also recalled Swami Vivekananda’s address to the World Parliament of Religions in Chicago, on September 11th - in 1893.