Prime Minister extends greetings on World Sanskrit Day, Reiterates commitment to preserving and promoting Sanskrit heritage
August 09th, 10:13 am
The Prime Minister, Shri Narendra Modi today conveyed his greetings to the nation on the occasion of World Sanskrit Day, observed on Shravan Poornima. Calling Sanskrit “a timeless source of knowledge and expression”, the Prime Minister underlined its enduring influence across perse fields.ବିଶ୍ୱ ସଂସ୍କୃତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
August 19th, 02:46 pm
ବିଶ୍ୱ ସଂସ୍କୃତ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତ ଭାଷାକୁ ପ୍ରୋତ୍ସାହିତ କରିବା ପ୍ରଚେଷ୍ଟାରେ ଥିବା ସମସ୍ତଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି ।ବିଶ୍ୱ ସଂସ୍କୃତ ଦିବସ ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
August 31st, 10:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସଂସ୍କୃତ ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସଂସ୍କୃତ ପ୍ରତି ବିଶେଷ ଆଗ୍ରହ ରଖୁଥିବା ସମସ୍ତ ଲୋକଙ୍କୁ ମଧ୍ୟ ଶ୍ରୀ ମୋଦୀ ପ୍ରଶଂସା କରିଛନ୍ତି । ଏହାକୁ ପାଳନ କରିବା ପାଇଁ, ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ସଂସ୍କୃତରେ ଗୋଟିଏ ବାକ୍ୟ ସେୟାର କରିବା ନିମନ୍ତେ ଅପିଲ କରିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍'
August 27th, 11:30 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ର ଅଗଷ୍ଟ ମାସର ଅଧ୍ୟାୟରେ ଆପଣମାନଙ୍କୁ ପୁଣି ଥରେ ବହୁତ ବହୁତ ସ୍ୱାଗତ । ଅତୀତରେ କେବେ ଶ୍ରାବଣ ମାସରେ ଦୁଇ ଦୁଇ ଥର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହୋଇଥିବା ମୋର ମନେ ପଡ଼ୁନି, କିନ୍ତୁ ଏଥର ତାହା ହେଉଛି । ଶ୍ରାବଣ ଅର୍ଥାତ୍ ମହାଦେବଙ୍କ ମାସ, ଉତ୍ସବ ଏବଂ ଉଲ୍ଲାସର ମାସ । ଚନ୍ଦ୍ରଯାନର ସଫଳତା ଏହି ଉତ୍ସବର ଖୁସିକୁ ବହୁ ଗୁଣ ବୃଦ୍ଧି କରିଦେଇଛି । ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠକୁ ପହଂଚିବାର ତିନି ଦିନରୁ ଅଧିକ ସମୟ ହେଲାଣି । ଏହା ଏତେ ବଡ଼ ସଫଳତା ଯେ, ଏହା ବିଷୟରେ ଯେତେ ଆଲୋଚନା କଲେ ମଧ୍ୟ ତାହା କମ୍ ହେବ । ଆଜି ଆପଣଙ୍କ ସହିତ କଥା ହେଉଥିବାବେଳେ ମୋର ଗୋଟିଏ ପୁରୁଣା କବିତାର କିଛି ପଂକ୍ତି ମନେ ପଡ଼ୁଛି . . .ବିଶ୍ୱ ସଂସ୍କୃତ ଦିବସରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 12th, 08:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସଂସ୍କୃତ ଦିବସରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରୁଥିବା ଲୋକଙ୍କ ଉଦ୍ୟମକୁ ସେ ସ୍ୱୀକାର କରିଛନ୍ତି । ସେ ମନ କି ବାତରୁ ଦୁଇଟି ଉଦାହରଣ ସେୟାର କରିଥିଲେ ଯେଉଁଠାରେ ସେ ସଂସ୍କୃତର ମହତ୍ୱ ଏବଂ ସୌନ୍ଦର୍ଯ୍ୟ ଉପରେ ବର୍ଣ୍ଣନା କରିଥିଲେ । ଯୁବକମାନଙ୍କ ମଧ୍ୟରେ ସଂସ୍କୃତର ବଢୁଥିବା ଲୋକପ୍ରିୟତା ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ ।ବିଶ୍ୱ ସଂସ୍କୃତ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 22nd, 11:12 am
ବିଶ୍ୱ ସଂସ୍କୃତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ସଂସ୍କୃତରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ।