Prime Minister reaffirms commitment to wildlife conservation on World Wildlife Day; shares Sanskrit Subhashitam
March 03rd, 08:56 am
On World Wildlife Day, PM Modi said it is a day to acknowledge everyone working towards wildlife protection and reaffirm our commitment to conservation, sustainable practices and protecting habitats. He added that our scriptures pray for the welfare of all living beings and inspire sensitivity towards wildlife. He also shared a Sanskrit verse highlighting the importance of conserving both tigers and forests.PM highlights the nation’s commitment to protect wildlife
March 03rd, 07:14 pm
The Prime Minister Shri Narendra Modi highlighted the nation’s commitments to safeguard its perse wildlife on the occasion of World Wildlife Day today.ବିଗତ ଦଶନ୍ଧିରେ ବାଘ, ଚିତାବାଘ ଏବଂ ଗଣ୍ଡାଙ୍କ ସଂଖ୍ୟା ବୃଦ୍ଧି ପାଇଛି; ଆମେ ବନ୍ୟପ୍ରାଣୀଙ୍କୁ କେତେ ଗୁରୁତ୍ୱ ଦେଉଛନ୍ତି ଏବଂ ବନ୍ୟପ୍ରାଣୀଙ୍କ ସ୍ଥାୟୀ ଆବାସ ସୃଷ୍ଟି ଦିଗରେ ଯେ କାର୍ଯ୍ୟ କରୁଛନ୍ତି ତାହାକୁ ଏହା ଦର୍ଶାଉଛି: ପ୍ରଧାନମନ୍ତ୍ରୀ
March 03rd, 12:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ବିଗତ ଦଶନ୍ଧିରେ ବାଘ, ଚିତାବାଘ ଏବଂ ଗଣ୍ଡାଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆମେ ବନ୍ୟପ୍ରାଣୀଙ୍କୁ କେତେ ଗୁରୁତ୍ୱ ଦେଉଛନ୍ତି ଏବଂ ବନ୍ୟପ୍ରାଣୀଙ୍କ ସ୍ଥାୟୀ ଆବାସ ସୃଷ୍ଟି ଦିଗରେ ଯେ କାର୍ଯ୍ୟ କରୁଛନ୍ତି ତାହାକୁ ଏହା ଦର୍ଶାଉଛି ।ବିଶ୍ୱ ବନ୍ୟଜନ୍ତୁ ଦିବସରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ
March 03rd, 08:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟଜନ୍ତୁ ଦିବସ ଅବସରରେ ଆମ ଗ୍ରହର ଅବିଶ୍ୱସନୀୟ ଜୈବ ବିବିଧତାର ସୁରକ୍ଷା ତଥା ସଂରକ୍ଷଣ ପାଇଁ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 03rd, 10:12 am
ସେ କହିଛନ୍ତି ଯେ ଏହି ଦିବସ ଆମ ପୃଥିବୀରେ ଜୀବନର ଅବିଶ୍ୱସନୀୟ ବିବିଧତାକୁ ପାଳନ କରେ ଏବଂ ଏହାର ସୁରକ୍ଷା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇଥାଏ ।ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ସଂରକ୍ଷଣବିତ୍ ଓ ପରିବେଶପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 03rd, 06:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ସଂରକ୍ଷଣବିତ ଓ ପରିବେଶପ୍ରେମୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ୱିଡେନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଷ୍ଟିଫାନ୍ ଲୋଫଭେନଙ୍କ ମଧ୍ୟରେ ଭର୍ଚୁଆଲ ସମ୍ମିଳନୀ
March 03rd, 09:59 am
ସ୍ୱିଡେନ ପ୍ରଧାନମନ୍ତ୍ରୀ ମହାମହିମ ଷ୍ଟିଫାନ୍ ଲୋଫଭେନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଭର୍ଚ୍ଚୁଆଲ ସମ୍ମିଳନୀ ଆସନ୍ତା ମାର୍ଚ୍ଚ 05, 2021ରେ ଅନୁଷ୍ଠିତ ହେବ ।